Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category
ରାଜନୀତି
ଓମାର ଅବଦୁଲ୍ଲା ହେବେ ଜାମ୍ମୁ-କଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
ଜାମ୍ମୁ-କଶ୍ମୀର: ଜାମ୍ମୁ-କଶ୍ମୀରରେ ହେବ ମେଣ୍ଟ ସରକାର। ଏନସି ନେତା ଓମାର ଅବଦୁଲ୍ଲା ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ। ଏନେଇ ଏନସି ମୁଖ୍ୟ ଫାରୁକ୍ ଅବଦୁଲ୍ଲା ଘୋଷଣା କରିଛନ୍ତି। ସେମାନେ ୪୮ ଟି ସିଟରେ ଆଗୁଆ ରହିଛି ମେଣ୍ଟ। ନ୍ୟାସନାଲ କନଫରେନ୍ସ ୪୨ଟି ସିଟରେ ଆଗୁଆ ରହିଥିବା ବେଳେ!-->…
Read More...
Read More...
ଜୁଲାନା ଆସନରୁ ଜିତିଲେ ଭିନେଶ
ହରିୟାଣା: ବାଜି ମାରିଲେ ଭିନେଶ। କୁସ୍ତି ମୈଦାନ ପରେ ରାଜନୀତି ମୈଦାନରେ ବି ଭିନେଶଙ୍କୁ ମିଳିଛି ବଡ଼ ସଫଳତା। ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍ ସିଟ୍ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ ଲଢ଼ୁଥିବା!-->…
Read More...
Read More...
୧ କୋଟି ଛୁଇଁଲା ସୁଭଦ୍ରା ଯୋଜନା ପଞ୍ଜୀକରଣ
ଭୁବନେଶ୍ବର; ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି!-->…
Read More...
Read More...
ଆଜି ଆସିବା ସୁଭଦ୍ରାର ପରୀକ୍ଷାମୂଳକ ୧ ଟଙ୍କା
ଭୁବନେଶ୍ବର: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଆଜି ଆସିବା ୧ଟଙ୍କା। ପୁଣି ଆସିବ ସୁଭଦ୍ରା କିସ୍ତି । ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଆଜି ଆସିବ ୧ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ତେବେ!-->!-->!-->…
Read More...
Read More...
ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ସମେତ ୯ଜଣଙ୍କୁ ମିଳିଲା ଜାମିନ
ବିହାର: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ପାଇଁ ଜମି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ସମେତ ସମସ୍ତ ୯ ଅଭିଯୁକ୍ତଙ୍କୁ ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ଶୁଣାଣି ସୋମବାର ହୋଇଥିଲା।ବର୍ତ୍ତମାନ!-->…
Read More...
Read More...
ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ ଟଙ୍କା
ଅରବିନ୍ଦ କେଜରିୱାଲ ବଡ ଘୋଷଣା ନୂଆଦିଲ୍ଲୀ: ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ଆମ ଆଦମୀ ପାର୍ଟି ଆଜି ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏହି ସମୟରେ ଏଏପି ମୁଖ୍ୟ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ସମ୍ବୋଧନ ପ୍ରଦାନ କରିଥିଲେ। ୟେ!-->…
Read More...
Read More...
ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି
ଭୁବନେଶ୍ବର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ!-->…
Read More...
Read More...
ଆଗକୁ ବିଜେଡି ଖାଲି ହୋଇଯିବ: ମନମୋହନ ସାମଲ
ଭୁବନେଶ୍ବର; ବିଜେପିରେ ମିଶିବା ପାଇଁ ଆବେଦନ କରିଛନ୍ତି ବିଜେଡି ନେତା। ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି ଗଣମାଧ୍ୟମ ସାମ୍ନାରେ ଏମିତି ଏକ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସଭାପତି!-->…
Read More...
Read More...
ବିଜେଡିର ୪ ନେତାଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ବର: ବିଜେଡିର ୪ ଜଣ ନେତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ବିଜେଡି କର୍ପୋରେଟର ଅମରେଶ ଜେନା ଏବଂ ବିରଞ୍ଚି ନାରାୟଣ ମହାଶୂପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ରାଉତ। ଅମରେଶ ଜେନା, ବିରଞ୍ଚି ମହାସୂପକାର, ବିବେକ!-->…
Read More...
Read More...
ତାମିଲନାଡୁର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଉଦୟନିଧି
ତାମିଲନାଡୁ: ତାମିଲନାଡୁ ମୁଖ୍ଯମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅ ଉଦୟନିଧିଙ୍କୁ ଗୁରୁଦାୟିତ୍ୱ। ଉପମୁଖ୍ୟମନ୍ତ୍ରୀ ହେଲେ ଏମ୍.କେ. ଷ୍ଟାଲିନ୍ ତାଙ୍କ ପୁଅ ଉଦୟନିଧି । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ତାଙ୍କ ପୁଅ ଉଦୟନିଧିଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦେବାର!-->…
Read More...
Read More...