ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category

ରାଜନୀତି

ଆସନ୍ତାକାଲି ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ଗୁରୁବାର ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍‌ରେ ପହଞ୍ଚିବେ ଜେପି ନଡ୍ଡା। ସାଂସଦ, ବିଧାୟକ,
Read More...

ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି

ଭୁବନେଶ୍ବର: ବନ୍ଦ ଡାକରା ପ୍ରତ୍ୟାହାର କରି ନେଇଛି ବିଜେଡି। ଆସନ୍ତାକାଲି ଆଉ ହରତାଳ କରିବନି ବିଜେଡି। ସରକାରଙ୍କ ପକ୍ଷରୁ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯିବା ପରେ ବିଜେଡି ତାର ମଙ୍ଗଳବାର ୬ ଘଣ୍ଟିଆ ବନ୍ଦ ଡାକରା ପ୍ରତ୍ୟାହାର କରିନେଇଛି । ଏନେଇ ପ୍ରେସମିଟ୍ କରି ସୂଚନା
Read More...

ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଆତିଶୀ

ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସୋମବାର ସଚିବାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦୁଇ ଦିନ ପୂର୍ବେ ବରିଷ୍ଠ ଆମ ଆଦମୀ ପାର୍ଟିର ନେତା ଆତିଶୀ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେ ଦିଲ୍ଲୀ
Read More...

ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ

ନୂଆଦିଲ୍ଲୀ: ଭାରତୀୟ ଜାତୀୟ ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ ଚିବ୍। ନିଯୁକ୍ତି ନେଇ ସୂଚନା ଦେଲେ କେସି ବେଣୁଗୋପାଳକଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର
Read More...

ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍

ଭୁବନେଶ୍ବର: ବାତିଲ୍ ହେଲା ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ। କେନ୍ଦୁଝରରୁ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି କାରଣରୁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି। ଆଉ ଆଜି ମୟୁରଭଞ୍ଜ ଯିବେନି ମୁଖ୍ୟମନ୍ତ୍ରୀ। ତେବେ
Read More...

୨୪ ତାରିଖ ଦିନ ଭୁବନେଶ୍ୱର ବନ୍ଦ

ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ବିବାଦ ଦିନକୁ ଦିନ ବଢି ଚାଲିଛି। ଗତ ୨୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବା ସହିତ ପୋଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ କରିଥିଲେ।
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମାର୍ଲେନ। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର
Read More...

ଡିଜିଟାଲ ମୋଡରେ ୫ ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ ଆଉ ୫୦୦

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଯେଉଁମାନେ ଟଙ୍କା ପାଇଛନ୍ତି,
Read More...

ଇସ୍ତଫା ଦେବାର ୮ ଦିନରେ ସରକାରୀ ବାସଭବନ ଛାଡିବେ କେଜରିୱାଲ

ନୂଆଦିଲ୍ଲୀ: ଇସ୍ତଫା ଗ୍ରହଣ ହେବାର ଆଠ ଦିନ ପରେ କେଜରିୱାଲ ତାଙ୍କ ସରକାରୀ ବାସଭବନ ଛାଡିବେ। ମଙ୍ଗଳବାର ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନାଙ୍କ ନିକଟରେ ଇସ୍ତଫା ପତ୍ର ଦାଖଲ
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ

ନୂଆଦିଲ୍ଲୀ: ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ। ଆମ ଆଦମୀ ପାର୍ଟି ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ବିଧାୟକମାନେ ଏଥିରେ ରାଜି ହୋଇଥିଲେ। ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଥିବାରୁ ଆତୀଶ ଦିଲ୍ଲୀର
Read More...