Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
ରାଜନୀତି
ଇସ୍ତଫା ଦେଲେ କୈଳାଶ ଗେହଲଟ୍
ନୂଆଦିଲ୍ଲୀ; ଆମ୍ ଆଦମୀ ପାର୍ଟିକୁ ରବିବାର ଲାଗିଛି ବଡ଼ ଝଟ୍କା। ଦିଲ୍ଲୀର ପରିବହନ ମନ୍ତ୍ରୀ ତଥା ଆପ୍ ନେତା କୈଳାଶ ଗେହଲଟ୍ ଦଳରୁ ଇସ୍ତଫା ଦେଇଛନ୍ତି। ଆପ୍ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି।
ଦିଲ୍ଲୀ ସରକାରଙ୍କ ବରିଷ୍ଠ!-->!-->!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୮ ପ୍ରସ୍ତାବ କୁ ମିଳିଲା ମଞ୍ଜୁରୀ
ଭୁବନେଶ୍ବର: ଆଜି ୮ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ ମୋହର ବାଜିଛି। ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୫ଟି ମସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ!-->…
Read More...
Read More...
ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ
ଭୁବନେଶ୍ବର; ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ।
!-->!-->!-->…
Read More...
Read More...
ବାତ୍ୟା ଡ୍ୟୁଟିରେ ଖିଲାପ କରି ରେଭିନ୍ୟୁ ସୁପରଭାଇଜର ନିଲମ୍ୱିତ
ଭଦ୍ରକ: ବାତ୍ୟା ଡ୍ୟୁଟିରେ ଖିଲାପ କରି ନିଲମ୍ୱିତ ହେଲେ ରେଭିନ୍ୟୁ ସୁପରଭାଇଜର। ବାତ୍ୟା ‘ଦାନା’ ସମୟରେ ଠିକ ଡ୍ୟୁଟି ନକରି ନିଲମ୍ୱିତ ହୋଇଛନ୍ତି ରେଭିନ୍ୟୁ ସୁପରଭାଇଜର ବିକାଶ କୁମାର ଦାସ। ସେ ଭଦ୍ରକ ଜିଲ୍ଲା ତିହିଡ଼ି ତହସିଲରେ କାର୍ଯ୍ୟରତ ଥିଲେ ମଧ୍ୟ ବାତ୍ୟା ‘ଦାନା’ ଡ୍ୟୁଟି ସମୟରେ!-->…
Read More...
Read More...
ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ହତ୍ୟା ଧମକ
ବିହାର: ସଲମାନ ଖାନଙ୍କ ମାମଲାରୁ ଦୂରେଇ ରୁହ, ନଚେତ ମାରିଦେବୁ। ବିହାରର ପୁର୍ଣ୍ଣିଆ ସାସଂଦ ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଧମକ। ପପୁ ଯାଦବ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିକଟରେ ଏ ନେଇ ଅଭିଯୋଗ କରିବା ସହ ଏମପି ଏହାର ଅଡିଓ ରେକର୍ଡିଂ ମଧ୍ୟ ପ୍ରକାଶ କରିଛନ୍ତି।
ସୂଚନା!-->!-->!-->…
Read More...
Read More...
ଏନସିପିରେ ଯୋଗଦେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି
ନୂଆଦିଲ୍ଲୀ: କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା। ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି ଶୁକ୍ରବାର ଏନସିପି ଅଜିତ ପାୱାର ଦଳରେ ଯୋଗ ଦେଇଛନ୍ତି। ଅଜିତ ପାୱାର ଏନସିପି ଦଳରେ ଯୋଗଦେବା ମାତ୍ରେ ଦଳ ତାଙ୍କୁ ଟିକେଟ ଦେବାକୁ ଘୋଷଣା କରିଥିଲେ।!-->…
Read More...
Read More...
ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।
ରାଜ୍ୟ ମହିଳା କମିଶନ!-->!-->!-->…
Read More...
Read More...
୬ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟ ୬ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ରାଜ୍ୟ କ୍ୟାବିନେଟ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିଛି!-->…
Read More...
Read More...
ୱାୟନାଡ ପାଇଁ ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି
ୱାୟନାଡ: ୱାୟନାଡ ଲୋକସଭା ସିଟ୍ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି। ପ୍ରଥମ ଥର ପ୍ରତ୍ୟେକ୍ଷ ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଯାହାକୁ ନେଇ ବେଶ୍ ଚର୍ଚ୍ଚା ଚାଲିଛି। ଏଥି ନିମନ୍ତେ ସେ ଆଜି ନାମାଙ୍କନ!-->…
Read More...
Read More...
ଇସ୍ତଫା ଦେଲେ ଓମାର ଅବଦୁଲ୍ଲା
ବଡ଼ଗାମ: ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ବଡ଼ଗାମ ବିଧାନସଭା ନିର୍ବାଚନମଣ୍ଡଳୀରୁ ଇସ୍ତଫା ଦେଇଛନ୍ତି। ପ୍ରୋଟେମ ସ୍ପିକର୍ ମୁବାରକ ଗୁଲ ଏହି ଘୋଷଣା କରିଛନ୍ତି। ଓମାର ପାରିବାରିକ ଗଡ଼ ଗାନ୍ଦରବଲ ଆସନରୁ ନିଜ ପାଖରେ ରଖିଛନ୍ତି।
ଏହି ଅବସରରେ ମୁବାରକ ଗୁଲ ବିଧାନସଭାର ସଦସ୍ୟମାନଙ୍କୁ!-->!-->!-->…
Read More...
Read More...