ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category

ରାଜନୀତି

କେଜ୍ରିୱାଲ ଦୁଇ ଦିନ ମଧ୍ୟରେ ସିଏମ ପଦରୁ ଦେବେ ଇସ୍ତଫା

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ କହିଛନ୍ତି, ଆସନ୍ତା ଦୁଇ ଦିନ ମଧ୍ୟରେ ସେ ସିଏମ ପଦରୁ ଇସ୍ତଫା ଘୋଷଣା କରିବେ। ଆପ କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି
Read More...

ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ

ଭୁବନେଶ୍ବର: ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମ ଦିନରେ ଓଡିଶା ଗସ୍ତ କରି ସୁଭଦ୍ରାର ପ୍ରଥମ କିସ୍ତିର ଶୁଭାରମ୍ଭ କରିବେ। ଏହା ସହିତ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ
Read More...

ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ

ନୂଆଦିଲ୍ଲୀ: ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ। ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ନାମିତ କଲେ କେନ୍ଦ୍ର ସରକାର। ଏଣିକି ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ପରିଚିତି ଲାଭ କରିବ। ଆଜି କେନ୍ଦ୍ର ସରକାରଙ୍କ ପୋର୍ଟବ୍ଲେୟାର ନାମକୁ ଶ୍ରୀବିଜୟପୁରମ ବୋଲି ଘୋଷଣା
Read More...

କେଜରିୱାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜ୍ୱଳ ଭୁୟାଁଙ୍କ ବେଞ୍ଚ ତାଙ୍କ ଜାମିନ ଆବେଦନକୁ
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ସେ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ
Read More...

ଯାଞ୍ଚ ବେଳେ ୪୦ ହଜାର ରାସନ କାର୍ଡ଼ ରଦ୍ଦ କଲେ ସରକାର

ଭୁବନେଶ୍ବର: ରାସନ କାର୍ଡଧାରୀଙ୍କ ସହ ଜଡିତ ବଡ ଖବର ସାମ୍ନାକୁ ଆସିଛି। ପ୍ରାୟ ୪୦ ହଜାର କାର୍ଡ଼ ରଦ୍ଦ କଲେ ସରକାର, ଆଉ ମିଳିବନି ମାଗଣା ଡାଲି ଚାଉଳ । ଯାଞ୍ଚ ସମୟରେ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ନକଲି ରାସନ କାର୍ଡ ଥିବା ଲୋକଙ୍କ ସଂଖ୍ୟା ଯଥେଷ୍ଟ ବୃଦ୍ଧି
Read More...

ହରିୟାଣା ରୁ ଏକାକୀ ଲଢିବ ଆମ୍ ଆଦମୀ ପାର୍ଟି

ନୂଆଦିଲ୍ଲୀ: ଅଙ୍କ ନ ଛିଡ଼ିବାରୁ କଂଗ୍ରେସ ସହ ହୋଇପାରିଲାନି ମେଣ୍ଟ, ହରିୟାଣା ରୁ ଏକାକୀ ଲଢିବ ଆମ୍ ଆଦମୀ ପାର୍ଟି। ଏନେଇ ସୋମବାର ଆମ ଆଦମୀ ପାର୍ଟି ୨୦ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଆପ୍‌ ଓ କଂଗ୍ରେସ ହରିୟାଣାରେ ଏକାଠି ଲୋକସଭା ନିର୍ବାଚନ ଲଢ଼ିଥିଲେ। ତେଣୁ ବିଧାନସଭା
Read More...

ସାଂସଦ ପଦରୁ ଇସ୍ତଫା ଦେଲେ ଜବାହାର ସରକାର

କୋଲକାତା: ମମତାଙ୍କୁ ଶକ୍ତ ଝଟକା। କୋଲକାତା ସରକାର ଏବେ ବଡ଼ ଅଡ଼ୁଆରେ ପଡିଛନ୍ତି। ଗୋଟ ପଟେ ଆରଜି କର ଘଟଣା ତାଙ୍କ ଗାଦି ଉପରେ ବଡ଼ ବିପଦ ହୋଇଥିବା ବେଳେ ଏବେ ପୁଣି ତାଙ୍କୁ ମିଳିଛି ଶକ୍ତ ଝଟକା। ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି ଜବାହାର ସିରକାର। କୋଲକାତା ଆରଜି କର ମେଡିକାଲ
Read More...

ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ

ଭୁବନେଶ୍ବର: ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ। ଟି ଭି ସୋମନାଥନଙ୍କ ସ୍ଥାନରେ ତୁହିନକାନ୍ତଙ୍କୁ ମିଳିଲା ବଡ ଦାୟିତ୍ୱ। ୧୯୮୭ ବ୍ୟାଚର ଆଇଏଏସ ଅଫିସର ତୁହିନକାନ୍ତ ପାଣ୍ଡେ। ଓଡ଼ିଶା ସରକାରଙ୍କ ପ୍ରମୁଖ ସଚିବ ଭାବେ ତୁହିନକାନ୍ତ କାମ କରିଛନ୍ତି। ୨୦୧୯ ଅକ୍ଟୋବରରୁ କେନ୍ଦ୍ର
Read More...

ମାଆ ହେଲେ ଦୀପିକା

ମୁମ୍ବାଇ: ବଲିଉଡ ମସ୍ତାନୀ ଗାର୍ଲ ଦୀପିକା ପାଦୁକୋନ ମାଆ ହେବାର ସୈାଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖରବ ସାମ୍ନାକୁ ଆସିବା ପରେ ଫ୍ୟାନ୍‌ମାନଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ଦୀପିକା ଓ ରଣବୀରଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି।
Read More...