Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
Browsing Category
ରାଜନୀତି
ଖୁବଶୀଘ୍ର ଆସିବ ‘ଓ୍ବାନ ନେଶନ ୱାନ ଇଲେକସନ’
ନୂଆଦିଲ୍ଲୀ: ଆସିପାରେ ‘ଓ୍ବାନ ନେଶନ ୱାନ ଇଲେକସନ। କେନ୍ଦ୍ର କ୍ୟାବିନେଟ୍ ପୂର୍ବରୁ ଆସିପାରେ ଓ୍ବାନ ନେଶନ ୱାନ ଇଲେକସନ ରିପୋର୍ଟ। ଦେଶରେ ତୃତୀୟ ଥର ପାଇଁ ପୁଣି ଠାରେ ବିଜେପି ସରକାର ଗଠନ କରିଛି। ହେଲେ ଏଥର ସରକାର ଗଠନ ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରିପାରିନି। ବିଜେପି ନେତୃତ୍ୱ!-->…
Read More...
Read More...
ପ୍ରିୟଙ୍କାଙ୍କୁ ମିଳିପାରେ ଓ୍ବାୟନାଡ ଆସନ
ନୂଆଦିଲ୍ଲୀ: ୨୦୨୪ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଟି ଆସନରୁ ଲଢ଼ିଥିଲେ। ଉଭୟ ରାଏବରେଲି ଏବଂ ଓ୍ବାୟନାଡ ଆସନରେ ସେ ବିଜେତା ହୋଇଛନ୍ତି। ଏବେ କିନ୍ତୁ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ହେବ, ଯେଉଁଥିଲାଗି କିଛିଦିନ ଧରି ଚର୍ଚ୍ଚା ହୋଇ ଆସୁଛି। ତେବେ ରାହୁଲ ରାଏବରେଲି ଆସନ ରଖି!-->…
Read More...
Read More...
ପୂର୍ବତନ ରାଜ୍ୟପାଳ ଭଣ୍ଡାରେ ଆଉ ନାହାନ୍ତି
ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଆଉ ନାହାନ୍ତି। ଆଜି ୯୫ବର୍ଷ ବୟସରେ ପରଲୋକ ଘଟିଛି। ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ନବୀନ ହୁଅନ୍ତୁ ବିରୋଧୀ ଦଳ ନେତା: ଅଶ୍ବିନୀ
ଭୁବନେଶ୍ବର: ମୋହନ ମାଝୀ ସରକାର ଶପଥ ନେବାର ୪ ଦିନ ହେଲାଣି। ଏ ଯାଏଁ ମନ୍ତ୍ରୀମାନଙ୍କୁ ବିଭାଗ ମିଳିପାରିନାହିଁ। ସେପଟେ ବିରୋଧୀ ଦଳ ନେତା କିଏ ହେବ, ତାହା ମଧ୍ୟ ସ୍ଥିର ହୋଇନାହିଁ। ଆସନ୍ତା ୨୦ ତାରିଖ ଦିନ ବାଚସ୍ପତି ନିର୍ବାଚନ ହେବ। ଏହା ପୂର୍ବରୁ ବିରୋଧୀ ଦଳ ନେତା ଚୟନ ହୋଇପାରେ!-->…
Read More...
Read More...
୧୮ରେ ଖୋଲିବ ସ୍କୁଲ:ପ୍ରଥମ ଦିନରୁ ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ
ଭୁବନେଶ୍ବର: ରାଜ୍ୟର ସମସ୍ତ ବିଦ୍ୟାଳୟ ଆସନ୍ତା ୧୮ ତାରିଖରେ ଖୋଲିବ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରିକି କେହି ବି!-->…
Read More...
Read More...
କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ
ଭୁବନେଶ୍ୱର: ଶୁକ୍ରବାର ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ। ୨୦ ତାରିଖରେ!-->…
Read More...
Read More...
ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବାଚସ୍ପତି
ଭୁବନେଶ୍ବର: ଆସନ୍ତା ୨୦ତାରିଖରେ ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବିଧାନସଭାର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଆଜି କାମଚଳା ବାଚସ୍ପତି ଭାବେ ନିଯୁକ୍ତି ମିଳିଛି। ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାମଚଳା ବାଚସ୍ପତି ଭାବେ!-->…
Read More...
Read More...
ଜୁନ୍ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଶେଷହେବା ପରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇସାରିଛନ୍ତି ନରେନ୍ଦ୍ର ମୋଦୀ ଏବଂ ତାଙ୍କ ମନ୍ତ୍ରୀମଣ୍ଡଳ। କିନ୍ତୁ ଆଗାମୀ ଲୋକସଭାର ବାଚସ୍ପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଲାଗିରହିଛି। ଆଉ ଏହାରି ଭିତରେ ଆସନ୍ତା ଜୁନ୍ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ହେବ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ
ଭୁବନେଶ୍ବର: ଓଡ଼ିଶାରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏନେଇ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ବୁଧବାର ଶପଥ ନେଇଛନ୍ତି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ।!-->…
Read More...
Read More...
ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ
ଭୁବନେଶ୍ବର: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ!-->…
Read More...
Read More...