Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
Browsing Category
ରାଜନୀତି
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: କିଏ ହେବ ଓଡିଶାର ମୁଖ୍ୟମନ୍ତ୍ରୀକୁ ନେଇ ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି। ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ !-->…
Read More...
Read More...
ପଦ ଛାଡିଲେ କଂଗ୍ରେସ ନେତା ଭକ୍ତ ଦାସ
ଭୁବନେଶ୍ବର: କଂଗ୍ରେସର ଶୋଚନୀୟ ପରାଜୟ ପରେ ପଦ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ରାଜ୍ୟରେ ଉଭୟ ବିଧାନସଭା ଓ ଲୋକସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ ସେ ପଦ ଛାଡ଼ିଛନ୍ତି ।କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ!-->…
Read More...
Read More...
ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ କାହାକୁ କେଉଁ ମନ୍ତ୍ରଣାଳୟ ?
ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ନରେନ୍ଦ୍ର ମୋଦୀ ସୋମବାର ତାଙ୍କ ନୂତନ କ୍ୟାବିନେଟ ସହିତ ପ୍ରଥମ ବୈଠକ କରିଛନ୍ତି। ନୂତନ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ମଧ୍ୟ ମନ୍ତ୍ରଣାଳୟ ବଣ୍ଟନ କରାଯାଇଛି।
ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ!-->!-->!-->…
Read More...
Read More...
ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ତିନି ପୂରୁଣା ମୁହଁ
ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିରେ ଓଡ଼ିଶାର ୩ ସାଂସଦଙ୍କୁ ଗୁରୁତ୍ବ ଦିଆଯାଇଛି। ଓଡ଼ିଆ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଜୁଏଲ ଓରାମ ମଧ୍ୟ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେହିପରି ଓଡ଼ିଶାରୁ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ ମଧ୍ୟ କ୍ୟାବିନେଟ୍!-->…
Read More...
Read More...
୩ୟ ଥର ଶପଥ ନେଲେ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ!-->…
Read More...
Read More...
ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଲେ କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର : କାର୍ତ୍ତିକ ପାଣ୍ଡିଆନ୍ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ବିଜେଡିର ପରାଜୟ ପାଇଁ ହାତ ଯୋଡ଼ି କ୍ଷମା ମାଗିଲେ, କହିଲେ ମହାପ୍ରଭୁଙ୍କ କୃପାରୁ ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିଲି ଏବଂ ସଫଳ ହୋଇଛି।!-->…
Read More...
Read More...
ଜୁନ୍ ୧୨ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ। ଜୁନ୍ ୧୦ ପରିବର୍ତ୍ତେ ଜୁନ୍ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ ଦଳ ବୈଠକ ବସିବ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ!-->…
Read More...
Read More...
ହାଇକମାଣ୍ଡଙ୍କ ଡ଼ାକରାରେ ଦିଲ୍ଲୀ ଗଲେ ସୁରେଶ ପୂଜାରୀ
ଭୁବନେଶ୍ୱର: ହାଇକମାଣ୍ଡଙ୍କ ଡ଼ାକରାରେ ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର ସେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା!-->…
Read More...
Read More...
ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଦାୟିତ୍ବ ନେବେ ମୋଦୀ
ନୂଆଦିଲ୍ଲୀ : ଆଜି(ରବିବାର) ରାଷ୍ଟ୍ରପତି ଭବନରେ ସନ୍ଧ୍ୟା ୭ଟା ୧୫ ମିନିଟରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହ କିଛି କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏହି ଉତ୍ସବରେ ଯୋଗ ଦେବା ପାଇଁ ଦେଶବିଦେଶରୁ ମାନ୍ୟଗଣ୍ୟ ଅତିଥି ଯୋଗ ଦେବେ। ୬ ଜଣ!-->…
Read More...
Read More...
କେଉଁ ଆସନ ଛାଡ଼ିବେ ରାହୁଲ ?
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ଚଳିତ ଲୋକସଭା ନିର୍ବାଚନରେ ଉତ୍ତର ପ୍ରଦେଶର ରାଏବରେଲୀ ଓ କେରଳର ୱାୟନାଡ ଆସନରୁ ଜିତିଛନ୍ତି। ଏହି ଦୁଇ ଆସନ ମଧ୍ୟରୁ ତାଙ୍କୁ ଗୋଟିଏ ଛାଡ଼ିବାକୁ ପଡ଼ିବ। ଏହାକୁ ନେଇ ଉଭୟ ନିର୍ବାଚନ ମଣ୍ଡଳୀର ଲୋକ ଦ୍ୱନ୍ଦ୍ୱରେ ଥିବା ବେଳେ ରାହୁଲ ତାଙ୍କ ୱାୟନାଡ!-->…
Read More...
Read More...