ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category

ରାଜନୀତି

ନାମାଙ୍କନ ଦାଖଲ କଲେ ମମତା

ଭୁବନେଶ୍ବର: ଓଡ଼ିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ହୋଇଛି । ଆଜି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ମମତା ମହାନ୍ତ ବିଧାନସଭାରେ ନାମାଙ୍କନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କ ସହିତ ଉପସ୍ଥିତ ଥିବା ବେଳେ ଭାଜପା ନେତୃବୃନ୍ଦ ସାମିଲ
Read More...

ପୁଣି ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହନ୍ତ

ଭୁବେଶ୍ବର: ରାଜ୍ୟସଭା ପାଇଁ ଭାରତୀୟ ଜନତା ପାର୍ଟି ଆଜି ପ୍ରାର୍ଥୀ ଘୋଷଣା କରିଛି । ଏଥିପାଇଁ ଦଳ ତରଫରୁ ମମତା ମହନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ଯେଉଁ ପଦରୁ ଇସ୍ତଫା ଦେଇଥିଲେ ଏବେ ପୁଣି ସେହି ପଦ ପାଇଁ ପ୍ରାର୍ଥୀ ହେଲେ । ପଦବୀ ଏକା କିନ୍ତୁ ଦଳ ଅଲଗା । ବିଜେଡିରେ ଥିବାବେଳେ ମମତା ରାଜ୍ୟ
Read More...

ଝାଡଖଣ୍ଡ ରାଜନୀତିରେ ବଡ଼ ହଲଚଲ

ରାଞ୍ଚି: ଆଉ ପ୍ରାୟ ଦୁଇମାସ ବାକି ଥିବା ବିଧାନସଭା ନିର୍ବାଚନ ପ୍ରସ୍ତୁତି ମଧ୍ୟରେ ଝାଡଖଣ୍ଡ ରାଜନୀତିରେ ବଡ଼ ହଲଚଲ। ଶାସକ ‘ଜେଏମଏମ’କୁ ଲାଗିପାରେ ଶକ୍ତ ଝଟ୍‌କା। ନିଜର କିଛି ଅନୁଗତ ବିଧାୟକଙ୍କ ସହ ବିଜେପିରେ ମିଶି ପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ। ସୂଚନାନୁସାରେ,
Read More...

୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ଜମ୍ମୁରେ ହେବ ନିର୍ବାଚନ

ନୂଆଦିଲ୍ଲୀ: ୨୦୧୪ ପରଠାରୁ ଜମ୍ମୁରେ ବନ୍ଦ ଥିଲା ନିର୍ବାଚନ। ୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁରେ ନିର୍ବାଚନ ହେବାକୁ ଯାଉଛି। ଜମ୍ମୁ କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ମୁଖ୍ୟ ରାଜୀବ କୁମାର। ୩୭୦ ଧାରା
Read More...

କଂଗ୍ରେସ ଛାଡିଲେ ବରିଷ୍ଠ ନେତା ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଦଳର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ ଆଜି କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି। ଇସ୍ତଫା ପରେ ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, କୌଣସି ରାଜନୈତିକ ଦଳକୁ ଯିବେନାହିଁ। ଗତ ସାଧାରଣ
Read More...

ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା

ଭୁବନେଶ୍ବର: ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଆସିବେ ନଡ୍ଡା। ଆସନ୍ତା ୧୭ ଓ ୧୮ ଦୁଇ ଦିନ ଧରି ବିଧାନସଭାରେ ଚାଲିବ ବିଧାୟକଙ୍କ ତାଲିମ୍‌ କର୍ମଶାଳା। ଜେପି ନଡ୍ଡା ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେବେ। ।
Read More...

ନୂଆ କମିଟି ଗଠନ କଲା ବିଜୁ ଜନତା ଦଳ

ଭୁବନେଶ୍ବର: ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି। ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା ପାଇଁ ବିଜେଡି ୧୫ଜଣିଆ କମିଟି ଗଠନ କରିଛି। ବରିଷ୍ଠ ନେତାମାନଙ୍କୁ ନେଇ ଗଢାଯାଇଥିବା ଏହି
Read More...

ମୋଦିଙ୍କୁ ଭେଟିଲେ ଓଡ଼ିଶାର ବିଜେପି ସାଂସଦ ଟିମ୍

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ବିଜେପି ସାଂସଦ ଟିମ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମସ୍ତ ସାଂସଦଙ୍କ ସହ ବୈଠକ କରିଛନ୍ତି। ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ସଂସଦ ପରିସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ
Read More...

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଶେଖ ହସିନା

ବାଂଲାଦେଶ: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ନେଇ ବଡ଼ ଖବର। ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଶେଖ ହସିନା। ହସିନା ଇସ୍ତଫା ଦେଇଥିବା ସ୍ପଷ୍ଟ କରିଛନ୍ତି ବାଂଲାଦେଶ ସେନା ମୁଖ୍ୟ। ଏହାପରେ ସେନା ହାତକୁ ଗଲା କ୍ଷମତା ଡୋରି। ହସିନା ଅପରାହ୍ନ ୨ .୩୦ଟା ସମୟରେ ସେ ବଙ୍ଗଭବନରୁ
Read More...

ସେପ୍ଟେମ୍ବର ୧୦ରେ ହଟିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା

ଭୁବନେଶ୍ବର: ବିଏସ୍‌କେୱାଇକୁ ନେଇ ବଡ ଖବର ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। "ସେପ୍ଟେମ୍ବର ୧୦ ପରେ ପର୍ଯ୍ୟାୟକ୍ରମେ ଲାଗୁ ହେବ 'ଗୋପବନ୍ଧୁ ଜନ ଆରୋଗ୍ୟ' ଯୋଜନା। ପୂର୍ବତନ ରାଜ୍ୟ ସରକାରଙ୍କ ଅନ୍ୟତମ ଲୋକପ୍ରିୟ ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)
Read More...