Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
ରାଜନୀତି
୨୪ ତାରିଖ ଦିନ ଭୁବନେଶ୍ୱର ବନ୍ଦ
ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍ଟେନ୍ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ବିବାଦ ଦିନକୁ ଦିନ ବଢି ଚାଲିଛି। ଗତ ୨୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବା ସହିତ ପୋଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ କରିଥିଲେ।!-->…
Read More...
Read More...
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ
ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମାର୍ଲେନ। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର!-->…
Read More...
Read More...
ଡିଜିଟାଲ ମୋଡରେ ୫ ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ ଆଉ ୫୦୦
ଭୁବନେଶ୍ବର: ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଯେଉଁମାନେ ଟଙ୍କା ପାଇଛନ୍ତି,!-->…
Read More...
Read More...
ଇସ୍ତଫା ଦେବାର ୮ ଦିନରେ ସରକାରୀ ବାସଭବନ ଛାଡିବେ କେଜରିୱାଲ
ନୂଆଦିଲ୍ଲୀ: ଇସ୍ତଫା ଗ୍ରହଣ ହେବାର ଆଠ ଦିନ ପରେ କେଜରିୱାଲ ତାଙ୍କ ସରକାରୀ ବାସଭବନ ଛାଡିବେ। ମଙ୍ଗଳବାର ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନାଙ୍କ ନିକଟରେ ଇସ୍ତଫା ପତ୍ର ଦାଖଲ!-->…
Read More...
Read More...
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ
ନୂଆଦିଲ୍ଲୀ: ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ। ଆମ ଆଦମୀ ପାର୍ଟି ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ବିଧାୟକମାନେ ଏଥିରେ ରାଜି ହୋଇଥିଲେ। ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଥିବାରୁ ଆତୀଶ ଦିଲ୍ଲୀର!-->…
Read More...
Read More...
କେଜ୍ରିୱାଲ ଦୁଇ ଦିନ ମଧ୍ୟରେ ସିଏମ ପଦରୁ ଦେବେ ଇସ୍ତଫା
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ କହିଛନ୍ତି, ଆସନ୍ତା ଦୁଇ ଦିନ ମଧ୍ୟରେ ସେ ସିଏମ ପଦରୁ ଇସ୍ତଫା ଘୋଷଣା କରିବେ। ଆପ କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି!-->…
Read More...
Read More...
ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ
ଭୁବନେଶ୍ବର: ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମ ଦିନରେ ଓଡିଶା ଗସ୍ତ କରି ସୁଭଦ୍ରାର ପ୍ରଥମ କିସ୍ତିର ଶୁଭାରମ୍ଭ କରିବେ। ଏହା ସହିତ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ!-->…
Read More...
Read More...
ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ
ନୂଆଦିଲ୍ଲୀ: ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ। ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ନାମିତ କଲେ କେନ୍ଦ୍ର ସରକାର। ଏଣିକି ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ପରିଚିତି ଲାଭ କରିବ।
ଆଜି କେନ୍ଦ୍ର ସରକାରଙ୍କ ପୋର୍ଟବ୍ଲେୟାର ନାମକୁ ଶ୍ରୀବିଜୟପୁରମ ବୋଲି ଘୋଷଣା!-->!-->!-->…
Read More...
Read More...
କେଜରିୱାଲଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜ୍ୱଳ ଭୁୟାଁଙ୍କ ବେଞ୍ଚ ତାଙ୍କ ଜାମିନ ଆବେଦନକୁ!-->…
Read More...
Read More...
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ସେ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ!-->…
Read More...
Read More...