ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category

ରାଜନୀତି

ୱାୟାନାଡରେ ଭୂସ୍ଖଳନ ପୀଡିତଙ୍କ ପାଇଁ କଂଗ୍ରେସ ୧୦୦ ଘର ନିର୍ମାଣ କରିବ

ନୂଆଦିଲ୍ଲୀ: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ୱାୟାନାଡରେ ଭୂସ୍ଖଳନ ପୀଡିତଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। କେରଳର ୱାୟାନାଡରେ ଭୂସ୍ଖଳନ ଘଟଣାରେ ମୃତ୍ୟୁସଂଖ୍ୟା ୩୦୮ରେ ପହଞ୍ଚିଥିବାବେଳେ ଶହ ଶହ ଲୋକ ନିଖୋଜ ଥିବା ସୂଚନା ମିଳିଛି। ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମପି ରାହୁଲ
Read More...

ଭାଜପାରେ ଯୋଗ ଦେଲେ ମମତା ମହାନ୍ତ

ନୂଆଦିଲ୍ଲୀ: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ
Read More...

ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ

ଭୁବନେଶ୍ବର: ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ। କାର୍ଯ୍ୟକାଳ ଶେଷ ପୂର୍ବରୁ ଇସ୍ତଫା ଦେଇଛନ୍ତି ମମତା। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ପଠାଇଛନ୍ତି। ଏପ୍ରିଲ ୨୦୨୦ରେ ରାଜ୍ୟସଭା ଯାଇଥିଲେ ମମତା। କାର୍ଯ୍ୟକାଳ ଶେଷ ହେବା
Read More...

ବିଧାନସଭାରେ ବାଚସ୍ପତିଙ୍କ ଉପରକୁ ପେପର ଫୋପାଡ଼ିଲେ ତାରା

ଭୁବନେଶ୍ବର: ସପ୍ତଦଶ ବିଧାନସଭା ଅଧିବେଶନର ଷଷ୍ଠ ଦିନରେ ହୋହଲ୍ଲାରେ କମ୍ପିଲା ଗୃହ। ଶାଳୀନତାର ସୀମା ଟପିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି। ବାଚସ୍ପତି ସୁରମା ପାଢୀଙ୍କ ଉପରକୁ ପେପର ଫୋପାଡ଼ିଲେ ତାରା। ମୁଖ୍ୟମନ୍ତ୍ରୀଙ୍କ ଉପରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବକୁ ଆଲୋଚନା କରାଯାଉ ଦାବି
Read More...

୧୦ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ

ନୂଆଦିଲ୍ଲୀ: ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ନୂତନ ରାଜ୍ୟପାଳ ନିଯୁକ୍ତ। ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ। ରାଜସ୍ଥାନ,ତେଲେଙ୍ଗାନା, ସିକ୍କିମ, ଝଡଖଣ୍ଡ, ଛତିଶଗଡ, ମେଘାଳୟ, ମହାରାଷ୍ଟ୍ର, ଚଣ୍ଡିଗଡ, ପଣ୍ଡିଚେରୀ, ମଣିପୁରରରେ ନୂତନ ରାଜ୍ୟପାଳ
Read More...

ଘାଟିରୁ ଓଲଟିଲା କାର, ଗୋଟିଏ ପରିବାରର ୮ ମୃତ

ଜାମ୍ମୁ: ଜାମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାର ଡକସୁମରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ କାର ଘାଟିରେ ଓଲଟି ପଡି ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୫ ଶିଶୁ ଓ ୨ ଜଣ ମହିଳା ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସମସ୍ତ ମୃତକ
Read More...

ଓଡ଼ିଶାରେ ରେଳର ବିକାଶ ପାଇଁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପାର୍ଲାମେଣ୍ଟରେ ୨୦୨୪-୨୫ ଆର୍ଥିକବର୍ଷର ବେଜଟ୍‌ ଉପସ୍ଥାପନ କରିଛନ୍ତି। ଏଥର ରେଳକୁ ୨.୬୨ ଲକ୍ଷ କୋଟି ଅନୁଦାନ ମିଳିଛି। ତେବେ ଓଡ଼ିଶାରେ ରେଳର ବିକାଶ ପାଇଁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ ମିଳିଛି। ଯାହା ଗତ ବାର୍ଷିକ ଅନୁଦାନଠାରୁ
Read More...

ଭବାନୀ ଶଙ୍କର ଭୋଇ ହେଲେ ଉପବାଚସ୍ପତି

ଭୁବନେଶ୍ୱର: ନିର୍ବାଚିତ ହେଲେ ଉପବାଚସ୍ପତି । ଭବାନୀ ଶଙ୍କର ଭୋଇଙ୍କ ନାଁରେ ବାଜିଲା ମୋହର ।ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏନେଇ ବାଚସ୍ପତି ସୁରମା ପାଢୀ ତାଙ୍କ ନାଁ ଘୋଷଣା କରିଛନ୍ତି । ତଳସରାରୁ ଦୁଇ ଥରର ବିଧାୟକ
Read More...

ପିଏମ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାର ଟଙ୍କାର ସହାୟତା

ଭୁବନେଶ୍ୱର: ପିଏମ ସୂର୍ଯ୍ୟଘର ଯୋଜନା ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। ଏଥିପାଇଁ ୭୮ ହଜାର ଟଙ୍କାର ସହାୟତା ମିଳିବ ବୋଲି ଘୋଷଣା ହୋଇଛି। ବିଜେଡି ନେତା ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଶକ୍ତିମନ୍ତ୍ରୀ କେଭି ସିଂଦେଓ ବିଧାନସଭାରେ ଏପରି ଉତ୍ତର ରଖିଛନ୍ତି। ମନ୍ତ୍ରୀ କହିଛନ୍ତି,
Read More...

ଅପରାଜିତା ଷଡ଼ଙ୍ଗୀ ହେଲେ ଆଇପିୟୁର ଉପସଭାପତି

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ ଆଇପିୟୁର ଉପସଭାପତି। ଅପରାଜିତା ଆଇପିୟୁର କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି। ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ
Read More...