Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
Browsing Category
ରାଜନୀତି
ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଲାଗି ପ୍ରଚାର ଶେଷ
ଭୁବନେଶ୍ୱର: ଦେଶରେ ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଲାଗି ପ୍ରଚାର ସରୁଛି। ଏହା ସହ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମଧ୍ୟ ପ୍ରଚାର ଶେଷ ହେଉଛି। ଅପରାହ୍ନ ୫ଟା ସୁଦ୍ଧା ସରିବ ନିର୍ବାଚନ ପ୍ରଚାର। ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନରେ ମୋଟ ୧୦ ରାଜ୍ୟର ୯୬!-->…
Read More...
Read More...
ମୋଦି କଲେ ରୋଡ୍ ଶୋ’
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁଣିଥରେ ଓଡ଼ିଶା ଗସ୍ତରେ ଆସି ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ୍ ଶୋ’ କରିଛନ୍ତି । ମୋଦିଙ୍କୁ ଦେଖିବାକୁ ରାଜଧାନୀର ଜନପଥ ଜନସମୁଦ୍ର ପାଲଟିଛି । ଭୁବନେଶ୍ୱରର ସାଂସଦ ତଥା ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଓ ରାଜ୍ୟ!-->…
Read More...
Read More...
ଓଡିଶା ଆସିବେ ମୋଦି
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦି ରୋଡ୍ ଶୋ’ କରିବେ। ।ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର!-->!-->!-->…
Read More...
Read More...
ବିଜେଡିର ନିର୍ବାଚନୀ ଇସ୍ତାହାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ସନ୍ଧ୍ୟାରେ ବିଜୁ ଜନତା ଦଳ ୨୦୨୪ ନିର୍ବାଚନୀ ଇସ୍ତାହାର ଜାରି କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ଇସ୍ତାହାର ଲୋକଙ୍କ ସାମ୍ନାରେ ରଖି କହିଛନ୍ତି ଏହି ମନିଫେଷ୍ଟୋ ଓଡ଼ିଶାରେ ଇତିହାସ ଲିପିବଦ୍ଧ କରିବ। ଗତ ୨୪ ବର୍ଷ ମଧ୍ୟରେ, ବିଜେଡି ସରକାର ଓଡିଶାକୁ ଏକ!-->…
Read More...
Read More...
ଓଡିଶାରେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ମୋଦିଙ୍କୁ ସ୍ୱାଗତ କରିଛନ୍ତି ହଜାର ହଜାର ଲୋକ।ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ। ୬ ତାରିଖ ସକାଳୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ବିଶାଳ!-->…
Read More...
Read More...
ଆସନ୍ତାକାଲି ଓଡିଶା ଆସିବେ ମୋଦି
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି। କାଲି ରାତି ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଆଜି ଏନେଇ ସୂଚନା ଦେଇଛନ୍ତି।
ଭୁବନେଶ୍ୱରରେ ପହଞ୍ଚିବା ପରେ!-->!-->!-->…
Read More...
Read More...
ନିର୍ବାଚନ ଲଢ଼ିବେ ସୌମ୍ୟ ପଟ୍ଟନାୟକ
ଭୁବନେଶ୍ବର: ବରିଷ୍ଠ ନେତା ସୌମ୍ୟରଞ୍ଜନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ। ନିଜର ସମର୍ଥକ ଓ ଶୁଭେଚ୍ଛୁଙ୍କ ସହ ବୈଠକ କରିବା ପରେ ସୌମ୍ୟ ଏହି ଘୋଷଣା କରିଛନ୍ତି।
ଜନସଭା ପରେ ସୌମ୍ୟ କହିଛନ୍ତି ଯେ, ଆଜିର ସମାବେଶ ଦେଖି ଲାଗୁଛି ଲୋକମାନେ ଏଥର ପରିବର୍ତ୍ତନ!-->!-->!-->…
Read More...
Read More...
ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା
ଭୁବନେଶ୍ବର: ଆଜି ଗୁରୁବାର ପ୍ରକାଶ ପାଇଛି ବିଜେପିର ପ୍ରାର୍ଥୀ ତାଲିକା। ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି। ଦଳ ଏପର୍ଯ୍ୟନ୍ତ ୧୪୬ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।
ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ ସିଂହ!-->!-->!-->…
Read More...
Read More...
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ବର: ବାକି ଥିବା ୩ ଆସନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ତେବେ ୩ ଆସନରେ ନୂଆ ଚେହେରାଙ୍କୁ ପ୍ରାର୍ଥୀ କରିଛନ୍ତି ବିଜେଡି ସୁପ୍ରିମୋ । କୋରେଇ, ନୀଳଗିରି, ଖଣ୍ଡପଡା ପାଇଁ ବିଜେଡି ୩ ନୂଆ ମୁହଁକୁ ମୈଦାନକୁ ଓହ୍ଲାଇଥିବା ବେଳେ ଦେବଗଡ ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି!-->…
Read More...
Read More...
ବିଜେଡିର ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା
ଭୁବନେଶ୍ବର: ଆଜି ବିଜେଡି ତାର ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ!-->…
Read More...
Read More...