ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

ରାଜନୀତି

ରାଜନୀତିରେ ପାଦ ଦେଲେ ରବୀନ୍ଦ୍ର ଜାଡେଜା

ନୂଆଦିଲ୍ଲୀ: ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଭାରତୀୟ କ୍ରିକେଟ୍‌ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗର
Read More...

ନିର୍ବାଚନ ଲଢ଼ିବେ କି ବଜରଙ୍ଗ ପୁନିଆ ଓ ବିନେଶ ଫୋଗତ?

ନୂଆଦିଲ୍ଲୀ: ଚଳିତ ଥର ହରିୟାଣାରେ ବିଧାନସଭା ନିର୍ବାଚନ ଲଢିବେ କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ଓ ବିନେଶ ଫୋଗତ। ହରିୟାଣା ବିଧାନସଭା ନିର୍ବାଚନରେ ଏହି ଦୁଇ ଜଣ ନିଜର ଭାଗ୍ୟ ପରୀକ୍ଷା କରିବାକୁ ଯାଉଛନ୍ତି। ଉଭୟଙ୍କୁ କଂଗ୍ରେସ ପ୍ରାର୍ଥୀ କରିବ ବୋଲି ସୂଚନା ମିଳିଛି। ଉଭୟ କୁସ୍ତିଯୋଦ୍ଧା
Read More...

ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ହେମନ୍ତ ସୋରେନ

ନୂଆଦିଲ୍ଲୀ: ଲୋକସଭାର ବିରୋଧି ଦଳ ନେତା ରାହୁଲ ଗାନ୍ଧୀ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ମଙ୍ଗଳବାର ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଭେଟିଛନ୍ତି। ଏହି ସମୟରେ ସୋରେନଙ୍କ ସ୍ତ୍ରୀ କଳ୍ପନା ଏବଂ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ମଧ୍ୟ ଉପସ୍ଥିତ ଥିଲେ।
Read More...

ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେଲେ ଚମ୍ପାଇ ସୋରେନ

ଝାଡଖଣ୍ଡ: ବିଜେପିରେ ମିଶିଲେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ । ରାଞ୍ଚିରେ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାରାଣ୍ଡି, କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଚମ୍ପାଇ
Read More...

ଜିଲ୍ଲା ପରିଷଦ ନିର୍ବାଚନରେ ବାଜି ମାରିଲା ବିଜେଡି

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନରେ ବିଜେଡିର ବିଜୟ । ଜିଲ୍ଲା ପରିଷଦ ନିର୍ବାଚନରେ ବାଜି ମାରିଲା ବିଜେଡି । ବିଜେଡି ପ୍ରାର୍ଥୀ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିର୍ବାଚିତ ହୋଇଛନ୍ତି । ତାଙ୍କ ବିପକ୍ଷରେ ଅନ୍ୟ
Read More...

ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ବିଜେପି ସମର୍ଥକଙ୍କ ସହ ରାଜ୍ୟସଭା ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିଛନ୍ତି । ଗତକାଲି ମମତା
Read More...

ନାମାଙ୍କନ ଦାଖଲ କଲେ ମମତା

ଭୁବନେଶ୍ବର: ଓଡ଼ିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ହୋଇଛି । ଆଜି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ମମତା ମହାନ୍ତ ବିଧାନସଭାରେ ନାମାଙ୍କନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କ ସହିତ ଉପସ୍ଥିତ ଥିବା ବେଳେ ଭାଜପା ନେତୃବୃନ୍ଦ ସାମିଲ
Read More...

ପୁଣି ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହନ୍ତ

ଭୁବେଶ୍ବର: ରାଜ୍ୟସଭା ପାଇଁ ଭାରତୀୟ ଜନତା ପାର୍ଟି ଆଜି ପ୍ରାର୍ଥୀ ଘୋଷଣା କରିଛି । ଏଥିପାଇଁ ଦଳ ତରଫରୁ ମମତା ମହନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ଯେଉଁ ପଦରୁ ଇସ୍ତଫା ଦେଇଥିଲେ ଏବେ ପୁଣି ସେହି ପଦ ପାଇଁ ପ୍ରାର୍ଥୀ ହେଲେ । ପଦବୀ ଏକା କିନ୍ତୁ ଦଳ ଅଲଗା । ବିଜେଡିରେ ଥିବାବେଳେ ମମତା ରାଜ୍ୟ
Read More...

ଝାଡଖଣ୍ଡ ରାଜନୀତିରେ ବଡ଼ ହଲଚଲ

ରାଞ୍ଚି: ଆଉ ପ୍ରାୟ ଦୁଇମାସ ବାକି ଥିବା ବିଧାନସଭା ନିର୍ବାଚନ ପ୍ରସ୍ତୁତି ମଧ୍ୟରେ ଝାଡଖଣ୍ଡ ରାଜନୀତିରେ ବଡ଼ ହଲଚଲ। ଶାସକ ‘ଜେଏମଏମ’କୁ ଲାଗିପାରେ ଶକ୍ତ ଝଟ୍‌କା। ନିଜର କିଛି ଅନୁଗତ ବିଧାୟକଙ୍କ ସହ ବିଜେପିରେ ମିଶି ପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ। ସୂଚନାନୁସାରେ,
Read More...

୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ଜମ୍ମୁରେ ହେବ ନିର୍ବାଚନ

ନୂଆଦିଲ୍ଲୀ: ୨୦୧୪ ପରଠାରୁ ଜମ୍ମୁରେ ବନ୍ଦ ଥିଲା ନିର୍ବାଚନ। ୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁରେ ନିର୍ବାଚନ ହେବାକୁ ଯାଉଛି। ଜମ୍ମୁ କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ମୁଖ୍ୟ ରାଜୀବ କୁମାର। ୩୭୦ ଧାରା
Read More...