Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
Browsing Category
ରାଜନୀତି
ଆସିଲା ବିଜେପିର ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ବିଜେପି ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ତେଲକୋଇ ପାଇଁ ଡ. ଫକୀର ମୋହନ ନାଇକ, ଚମ୍ପୁଆ ପାଇଁ ମୂରଲୀ ମନୋହର ଶର୍ମା, ବସ୍ତା ପାଇଁ ରବିନ୍ଦ୍ର ଅଣ୍ଡିଆ, ବାସୁଦେବପୁର ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳ ପାଇଁ ସୀମାରାଣୀ ନାୟକ, ସାଲେପୁର ପାଇଁ ଅରିନ୍ଦମ!-->…
Read More...
Read More...
ଓଡିଶା ପାଇଁ ବିଜେପି ପକ୍ଷରୁ ସଂକଳ୍ପ ପତ୍ରରେ କଣ ରହିଛି ?
ରାଜ୍ୟ ବିଜେପି ପକ୍ଷରୁ ସଂକଳ୍ପ ପତ୍ର ଜାରି ହୋଇଛି। ମୋଦୀ ଗାରେଣ୍ଟି – ୨୦୨୪ ସଂକଳ୍ପ ପତ୍ରର ଓଡିଆ ସଂସ୍କରଣ ଉନ୍ମୋଚନ କରିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ତେବେ କଣ ରହିଛି ଆସନ୍ତୁ ଜାଣିବା--
ଗ୍ରାମୀଣ ଅଞ୍ଚଳରେ ତିନି କୋଟି ମହିଳା ସାଜିବେ ଲକ୍ଷପତି ଦିଦି ସଂସଦ ଓ ବିଧାନସଭାରେ!-->!-->!-->…
Read More...
Read More...
ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏଥର ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା,!-->…
Read More...
Read More...
ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା
ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଭିକେ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର!-->…
Read More...
Read More...
ଆସିଲା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ଭାରତୀୟ ଜାତୀୟ କଂଗ୍ରେସ ଆଜି ଅର୍ଥାତ ଶନିବାର ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ଆସନ ଦଳ ପ୍ରାର୍ଥୀ ତାଲିକା ଜାରି କରିଛି। ଅଖିଳ ଭାରତୀୟ ଜାତୀୟ କଂଗ୍ରେସ (ଏଆଇସିସି) ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ୍!-->…
Read More...
Read More...
ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ମୋଟ ୯ ଜଣଙ୍କ ନାମ ତାଲିକାରେ ଥିବା ବେଳେ ଏଥିରେ ୪ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ!-->…
Read More...
Read More...
ପ୍ରକାଶ ପାଇଲା ବିଜେଡିର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ୨୦୨୪ ନିର୍ବାଚନ ପାଇଁ ଆଜି ବିଜେଡି ଆଜି ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ତାଲିକାରେ ବାଲେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ବିଜେପି ଛାଡି ବିଜେପିରେ ଯୋଗ ଦେଇଥିବା ଲେଖାଶ୍ରୀ ସାମନ୍ତ ସିଂହାରଙ୍କୁ ଦଳ ପ୍ରାର୍ଥୀ କରିଛି । ସେହିଭଳି ବାଲିଗୁଡା ବିଧାନସଭା!-->…
Read More...
Read More...
ବିଜେଡି ଛାଡିଲେ ଜ୍ୟୋିତି ପାଣିଗ୍ରାହୀ
ଭୁବନେଶ୍ବର: ବିଜେଡି ଛାଡିଛନ୍ତି ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ତଥା ସୁନ୍ଦରଗଡ଼ର ବିଜେଡି ପର୍ଯ୍ୟବେକ୍ଷକ ଜ୍ୟୋତି ପାଣିଗ୍ରାହୀ। ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି।
ସୂଚନା ଅନୁସାରେ ଜ୍ୟୋତି ପାଣିଗ୍ରାହୀ ବିଜେଡିର ଜଣେ ଦକ୍ଷ ନେତ୍ରୀ ଭାବେ!-->!-->!-->…
Read More...
Read More...
ଘୋଷଣା ହେଲା ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ବିଜୁ ଜନତା ଦଳ ଆଜି ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀ ଏବଂ ଲୋକସଭା ଆସନ ପାଇଁ ୫ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳର ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ୨୦୨୪ ନିର୍ବାଚନ ପାଇଁ!-->…
Read More...
Read More...
ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ ବକ୍ସିପାତ୍ର
ଭୁବନେଶ୍ବର: ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ ବକ୍ସିପାତ୍ର। ଆଜି ସକାଳେ ଭୃଗୁ ବିଜେପିରୁ ଇସ୍ତଫା ଦେଇଥିଲେ। ୨୦୧୯ ନିର୍ବାଚନରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ। ବିଜେପି ଟିକେଟରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିଲେ। ହେଲେ!-->…
Read More...
Read More...