ପ୍ରମୁଖ ଖବର

ଏସିବିରେ ୧.୪୦ କୋଟି ଟଙ୍କା ହେରଫେର, ଡାଟା ଏଣ୍ଟ୍ରି ଅପରେଟର ଗିରଫ
କଲେଜ ପାଇଁ ନୂଆ ନିର୍ଦ୍ଦେଶ, କ୍ୟାଣ୍ଟିନ୍‌ରେ କମିବ ତେଲ ବ୍ୟବହାର, ପୁରି-ବରା-ଆଳୁଚପ
ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ୧.୦୩ କୋଟି ମହିଳାଙ୍କ ଖାତାକୁ ଗଲା ୫ ହଜାର ଟଙ୍କା
‘ଫେଲ୍’ ଶବ୍ଦ ହଟିବ, ମାଟ୍ରିକ୍‌ ମାର୍କସିଟ୍‌ରେ ଆସିବ ‘ଦକ୍ଷତା ପାଇଁ ଯୋଗ୍ୟ’
ରେଳ ଷ୍ଟେସନ୍‌ ଓ ଟ୍ରେନ୍‌ରେ ଅଳିଆ ପକାଇଲେ ଗଣିବେ ୧୦୦୦ ଟଙ୍କା
ନେପାଳ ପରେ ଭାରତକୁ ହିମାଳୟୀ ବନ୍ୟା ବିପଦ: ୨୨୧ ବରଫ ହ୍ରଦ ଚିହ୍ନଟ
Browsing Category

ରାଜନୀତି

ଅକ୍ଟୋବର ୯ ମିଳିବ ଦ୍ଵିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ଆସନ୍ତା ଅକ୍ଟୋବର ୯ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏଥିପାଇଁ ବାରିପଦାରେ ସଭା ଆୟୋଜିତ କରି
Read More...

ରାଜ୍ୟ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ମଞ୍ଜୁରୀ

ଭୁବନେଶ୍ବର: ଲୋକସେବା ଭବନରେ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୬ଟି ବିଭାଗରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ରାଜ୍ୟ କ୍ୟାବିନେଟ୍
Read More...

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲହାନ୍ ଯିବେ। ସେଠାରେ ଭାଜପାର ପରିବର୍ତ୍ତନ
Read More...

ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ ଓଡ଼ିଶା ଲୋକସେବା ଆୟୋଗ ଚେୟାରମ୍ୟାନ୍

ଭୁବନେଶ୍ବର: ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି
Read More...

କୃଷକଙ୍କ ପାଇଁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କଲେ ଝାଡ଼ଖଣ୍ଡ ସରକାର

ଝାଡ଼ଖଣ୍ଡ: କୃଷକଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଝାଡ଼ଖଣ୍ଡ ସରକାର। ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଠିକ ପୂର୍ବରୁ ରାଜ୍ୟର ଜେଏମଏମ-କଂଗ୍ରେସ-ଆରଜେଡି ମିଳିତ ସରକାର କୃଷକଙ୍କ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କରିଛନ୍ତି। ଗୁରୁବାର ରାଞ୍ଚିର ଆୟୋଜିତ ହୋଇଥିବା
Read More...

ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ସଞ୍ଜୟ ରାଉତ

ମୁମ୍ବାଇ: ମାନହାନି ମୋକଦ୍ଦମା ମାମଲାରେ ଶିବସେନା ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସଞ୍ଜୟ ରାଉତଙ୍କୁ ୧୫ ଦିନ ଜେଲ ସହ ୨୫ ହଜାର ଜରିମାନା କରାଯାଇଛି। ସଞ୍ଜୟଙ୍କୁ ଏହି ଜେଲ ଦଣ୍ଡାଦେଶ କରିଛନ୍ତି ମୁମ୍ବାଇ ମେଟ୍ରୋପଲିଟାନ କୋର୍ଟ। ଭାଜପା ନେତା କିରିଟ
Read More...

ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଲେ ଜେପି ନଡ୍ଡା

ଭୁବନେଶ୍ବର: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଗୁରୁବାର ଭୁବନେଶ୍ୱରରେ ପହଞ୍ଚି ଦଳୀୟ କାର୍ଯ୍ୟାଳୟକୁ ଯାଇଥିଲେ। ଏଠାରେ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ସୂଚନା
Read More...

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ବର; ଓଏଏସ୍‌ ସ୍ତରରେ ଆଜି ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। କଟକ ମହାନଗର ନିଗମ କମିଶନର ଭାବେ ଅନାମ ଚରଣ ପାତ୍ର ନିଯୁକ୍ତ ହୋଇଛନ୍ତି। ସେହିପରି କଳ୍ପତରୁ ବେହେରା ହେଲେ କଟକ ମହାନଗର ନିଗମ ଅତିରିକ୍ତ କମିଶନର ।
Read More...

ଜମ୍ମୁ-କାଶ୍ମୀରରେ ଆଜି ସରିଛି ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରରେ ଆଜି ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ହୋଇଯାଇଛି। ସକାଳଠୁ କଡ଼ା ସୁରକ୍ଷାରେ ଚାଲିଥିଲା ଭୋଟିଂ। ୨୬ ବିଧାନସଭା ଆସନରେ ଚାଲିଥିଲା ଭୋଟିଂ। ଶହ ଶହ ଭୋଟର ମତଦାନ କେନ୍ଦ୍ରରେ କରିଛନ୍ତି ମତଦାନ। ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତ ଦାତା। ୬
Read More...

ଆସନ୍ତାକାଲି ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ଗୁରୁବାର ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍‌ରେ ପହଞ୍ଚିବେ ଜେପି ନଡ୍ଡା। ସାଂସଦ, ବିଧାୟକ,
Read More...