ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category

ରାଜନୀତି

ମାଷ୍ଟରକ୍ୟାଣ୍ଟିନ ଛକରେ ବିଜେପି-କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରର ମାଷ୍ଟର କ୍ୟାଣ୍ଟିନ ଛକ ପାଲଟିଲା ରଣକ୍ଷେତ୍ର। ମାଷ୍ଟର କ୍ୟାଣ୍ଟିନରେ ମୁହାଁମୁହିଁ ହୋଇଛନ୍ତି ବିଜେପି ଓ କଂଗ୍ରେସ କର୍ମୀ। ରାହୁଲଙ୍କ ହିନ୍ଦୁ ବିରୋଧୀ ମନ୍ତବ୍ୟ ପାଇଁ ହଙ୍ଗାମା ହୋଇଥିବା ସୂଚନା। ପୋଲିସ ଉପସ୍ଥିତିରେ ପରସ୍ପର ଉପରକୁ ଟେକାପଥର, ଗୋବର ମାଡ଼
Read More...

ଆଦିତ୍ୟ ମହାପାତ୍ର ହେଲେ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ଏବେ ସେ ତାଙ୍କର
Read More...

୧୬ ବର୍ଷ ପରେ ଖୋଲିଲା ଅଭିଯୋଗ ପ୍ରକୋଷ୍ଠ, ଜନତାଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶୁଣିଲେ ଜନତାଙ୍କ ସମସ୍ୟା । ଦୀର୍ଘ ୧୬ ବର୍ଷ ପରେ ଲୋକଙ୍କ ପାଇଁ ସିଏମଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିବା ବେଳେ ଲୋକମାନେ ସିଧାସଳଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ସେମାନଙ୍କ ସମସ୍ୟା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଚାଲିବ
Read More...

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ନିକୁଞ୍ଜ ବିହାରୀ ଧଳ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା
Read More...

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ବର: ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ବ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ
Read More...

୧୪ ଦିନ ନ୍ୟାୟିକ ହେପାଜତକୁ ଗଲେ କେଜ୍ରିୱାଲ

ନୂଆଦିଲ୍ଲୀ; କେଜ୍ରିୱାଲଙ୍କୁ ଲାଗିଛି ପୁଣି ଝଟକା ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଲାଗିଛି ପୁଣି ଏକ ଝଟକା କେଜ୍ରିୱାଲଙ୍କୁ ୧୪ ଦିନ ପାଇଁ ସିବିଆଇ ନ୍ୟାୟିକ ହେପାଜତକୁ ପଠାଇଛନ୍ତି ଦିଲ୍ଲୀର ରାଉଜ୍ ଆଭେନ୍ୟୁ
Read More...

ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା

ଭୁବନେଶ୍ବର: ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ଆସନ୍ତା ରବିବାର ଦିନ ସମ୍ବର୍ଦ୍ଧିତ କରାଯିବ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ରହିବା ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ
Read More...

ମନୋଜ ଆହୁଜା ହେଲେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଆଇଏଏସ ଅଫିସର ମନୋଜ ଆହୁଜା ହେଲେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ। ମୁଖ୍ୟ ଶାସନ ସଚିବ ରୂପେ ଆହୁଜାଙ୍କୁ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ମନୋଜ ଆହୁଜା ୧୯୯୦ ବ୍ୟାଚର ବରିଷ୍ଠ ଆଇଏସଏସ ଅଫିସର ଅଟନ୍ତି। ନିକଟରେ ସେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ସେ କେନ୍ଦ୍ର
Read More...

ରାଜ୍ୟରେ ପୁଣି ହୋଇପାରେ ଛାତ୍ର ନିର୍ବାଚନ

ଭୁବନେଶ୍ବର: ଦୀର୍ଘ ୬ ବର୍ଷ ପରେ ରାଜ୍ୟରେ ପୁଣି ହୋଇପାରେ ଛାତ୍ର ସଂସଦ ନିର୍ବାଚନ। ଛାତ୍ର ସଂସଦ ନିର୍ବାଚନକୁ ସରକାର ଗମ୍ଭୀରତାର ସହ ବିଚାର କରୁଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ ନିର୍ବାଚନ ସମ୍ଭାବନା ଉଜ୍ଜ୍ୱଳ ହୋଇଛି। ସେ କହିଛନ୍ତି ଛାତ୍ର ସଙ୍ଗଠନର
Read More...

୩ଦିନିଆ ଦିଲ୍ଲୀ ଗସ୍ତରେ ଓଡିଶା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ, ଆଜି ରାଷ୍ଟ୍ରପତି ଦ୍ରୌପଦୀ
Read More...