Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ
Browsing Category
ରାଜନୀତି
ମାଆ ହେଲେ ଦୀପିକା
ମୁମ୍ବାଇ: ବଲିଉଡ ମସ୍ତାନୀ ଗାର୍ଲ ଦୀପିକା ପାଦୁକୋନ ମାଆ ହେବାର ସୈାଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖରବ ସାମ୍ନାକୁ ଆସିବା ପରେ ଫ୍ୟାନ୍ମାନଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ଦୀପିକା ଓ ରଣବୀରଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି।
!-->!-->!-->…
Read More...
Read More...
ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା
ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ତାଲିକାରେ ୧୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ଥିବାବେଳେ ବାଦ୍ ପଡ଼ିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା। ଗାନ୍ଧି ନଗର ଆସନରୁ ଦଳ!-->…
Read More...
Read More...
ଗିରଫ ହେଲେ ବିଜୟ କୁମାର
ନୂଆପଡ଼ା: ଗିରଫ ହେଲେ ନୂଆପଡ଼ା ଏମଭିଆଇ ବିଜୟ କୁମାର ବେହୁରିଆ । ନୂଆପଡ଼ାରୁ ଭୁବନେଶ୍ୱର ଯାଉଥିବା ବେଳେ ଗତକାଲି ଟଙ୍କା ସହ ଧରା ପଡ଼ିଥିଲେ ବିଜୟ କୁମାର। ଏମଭିଆଇ ବିଜୟ କୁମାର ବେହୁରିଆଙ୍କୁ ଗିରଫ କଲା ଭିଜିଲାନ୍ସ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିବା ପରେ ଶ୍ରୀ ବେହୁରିଆଙ୍କୁ ଗିରଫ!-->…
Read More...
Read More...
ବିଜେଡି ନେତାଙ୍କ ଦଳ ଛାଡ଼ିବା ନେଇ କଣ କହିଲେ ସାଂସଦ ମମତା
ଭୁବନେଶ୍ବର: ସୁଜିତ କୁମାର ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେବାର କିଛି ସମୟ ପରେ ବିଜେପିରେ ମିଶିଛନ୍ତି। ଏହାକୁ ନେଇ ଆଜି କଡ଼ା ପ୍ରତିକ୍ରିୟା ଦେଇଛନ୍ତି ରାଜ୍ୟସଭା ସାଂସଦ ମମତା ମହାନ୍ତ। ବିଜେଡି ନେତାଙ୍କ ଦଳ ଛାଡ଼ିବା ନେଇ ସାଂସଦ ମମତା ମହାନ୍ତ କହିଛନ୍ତି ଯେ, ବିଜେଡିର ବହୁ ନେତା ଓ!-->…
Read More...
Read More...
ଭାଜପା ଛାଡିଲେ ସାବିତ୍ରୀ ଜିନ୍ଦଲ
ହରିୟାନା: ହରିୟାଣା ବିଧାନସଭା ନିର୍ବାଚନ ଆଗକୁ ଥିବାବେଳେ ଭାଜପାକୁ ଲାଗିଛି ବଡ଼ ଝଟ୍କା। ଦଳ ନିର୍ବାଚନ ପାଇଁ ଅଣ୍ଟା ଭିଡିଥିବାବେଳେ ଦେଶର ଚତୁର୍ଥ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ଭାଜପାର ହାତ ଛାଡିଛନ୍ତି। ଦଳ ବିରୋଧରେ ବିଦ୍ରୋହ କରି ସେ ସ୍ୱାଧୀନ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା!-->…
Read More...
Read More...
ବିଜେପିରେ ମିଶିଲେ ସୁଜିତ କୁମାର
ଭୁବନେଶ୍ବର: ମମତା ମହନ୍ତଙ୍କ ପରେ ବିଜେଡି ଏମ୍ପି ଥିବା ସୁଜିତ୍ ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ। ବିଜେଡି ଏମ୍ପି ଥିବା ସୁଜିତ୍ ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା!-->…
Read More...
Read More...
ରାଜନୀତିରେ ପାଦ ଦେଲେ ରବୀନ୍ଦ୍ର ଜାଡେଜା
ନୂଆଦିଲ୍ଲୀ: ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଭାରତୀୟ କ୍ରିକେଟ୍ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗର!-->…
Read More...
Read More...
ନିର୍ବାଚନ ଲଢ଼ିବେ କି ବଜରଙ୍ଗ ପୁନିଆ ଓ ବିନେଶ ଫୋଗତ?
ନୂଆଦିଲ୍ଲୀ: ଚଳିତ ଥର ହରିୟାଣାରେ ବିଧାନସଭା ନିର୍ବାଚନ ଲଢିବେ କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ଓ ବିନେଶ ଫୋଗତ। ହରିୟାଣା ବିଧାନସଭା ନିର୍ବାଚନରେ ଏହି ଦୁଇ ଜଣ ନିଜର ଭାଗ୍ୟ ପରୀକ୍ଷା କରିବାକୁ ଯାଉଛନ୍ତି। ଉଭୟଙ୍କୁ କଂଗ୍ରେସ ପ୍ରାର୍ଥୀ କରିବ ବୋଲି ସୂଚନା ମିଳିଛି। ଉଭୟ କୁସ୍ତିଯୋଦ୍ଧା!-->…
Read More...
Read More...
ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ହେମନ୍ତ ସୋରେନ
ନୂଆଦିଲ୍ଲୀ: ଲୋକସଭାର ବିରୋଧି ଦଳ ନେତା ରାହୁଲ ଗାନ୍ଧୀ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ମଙ୍ଗଳବାର ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଭେଟିଛନ୍ତି। ଏହି ସମୟରେ ସୋରେନଙ୍କ ସ୍ତ୍ରୀ କଳ୍ପନା ଏବଂ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ମଧ୍ୟ ଉପସ୍ଥିତ ଥିଲେ।!-->…
Read More...
Read More...
ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେଲେ ଚମ୍ପାଇ ସୋରେନ
ଝାଡଖଣ୍ଡ: ବିଜେପିରେ ମିଶିଲେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ । ରାଞ୍ଚିରେ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାରାଣ୍ଡି, କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଚମ୍ପାଇ!-->…
Read More...
Read More...