Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category
ରାଜନୀତି
ମାୟାବତୀଙ୍କ ଉତ୍ତରାଧିକାରୀ ଆକାଶ ଆନନ୍ଦ
ଲକ୍ଷ୍ନୋ: ଲୋକ ସଭା ନିର୍ବାଚନରେ ପରାଜୟ ପରେ ବହୁଜନ ସମାଜ ପାର୍ଟି(ବିଏସ୍ପି)ର ସୁପ୍ରିମୋ ମାୟାବତୀ ଏକ ବଡ଼ ଘୋଷଣା କରିଛନ୍ତି। ସେ ପୁଣି ଥରେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ଉତ୍ତରାଧିକାରୀ ଭାବେ ଶନିବାର ଘୋଷଣା କରିଛନ୍ତି। କୁହାଯାଉଛି କି, ଖୁବଶୀଘ୍ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପଦ!-->…
Read More...
Read More...
ଦୀପାଳିଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ
ପୁନଃ ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍ନିର୍ବାଚନ ଫଳାଫଳ ନେଇ ଅଭିଯୋଗ
ଝାରସୁଗୁଡା: ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ । ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍ । ନିର୍ବାଚନ ଫଳାଫଳରେ ଘୋଟାଲା ହୋଇଥିବା ଅଭିଯୋଗ କରିଥିଲେ ଦୀପାଳି ।
ଝାରସୁଗୁଡା!-->!-->!-->!-->!-->…
Read More...
Read More...
ଭର୍ତ୍ତୃହରି ମହତାବ ଲୋକ ସଭାର କାମଚଳା ବାଚସ୍ପତି
ନୂଆଦିଲ୍ଲୀ: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ ସଭା ସଦସ୍ୟ କେ ସୁରେଶ, ଟି ଆର ବାଲୁ, ରାଧା ମୋହନ!-->…
Read More...
Read More...
ବିଧାନସଭାର ବାଚସ୍ପତି ହେଲେ ସୁରମା ପାଢୀ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢୀ। ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି। ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ!-->…
Read More...
Read More...
ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଓଡ଼ିଶାକୁ ଦୀର୍ଘ ୨୪ ବର୍ଷ ଧରି ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ୨୪ ବର୍ଷ ଧରି ଶାସନ କରିଥିବା ବିଜେଡି କ୍ଷମତାଚ୍ୟୁତ ହେବା ପରେ ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା।
!-->!-->!-->…
Read More...
Read More...
ସୁରମା ପାଢୀ ହେବେ ବାଚସ୍ପତି
ଭୁବନେଶ୍ବର: ବାଚସ୍ପତି ହେବେ ସୁରମା ପାଢୀ। ବିଜେପି ବିଧାୟକ ଦଳ ବୈଠକରେ ଏନେଇ ନିଷ୍ପତି ହୋଇଥିବା ସୂଚନା ମିଳିଛି। ଆଜି ବିଜେପିର ବିଧାୟକ ଦଳ ବୈଠକ ବସିଥିଲା। ଏହି ବୈଠକ ପରେ ସୁରମା ପାଢୀଙ୍କ ନାଁ ଘୋଷଣା କରାଯାଇଛି।
ନୟାଗଡ଼ ରଣପୁର ବିଧାୟିକା ହେଉଛନ୍ତି ସୁରମା ପାଢୀ। ରାଜନୀତିରେ!-->!-->!-->…
Read More...
Read More...
ନେଦରଲାଣ୍ଡ ଲଳନାଙ୍କ ହାତ ଧରିଲେ ଅରୁଣ
ନୂଆଦିଲ୍ଲୀ:ବିବାହ ବନ୍ଧନରେ ବାନ୍ଧି ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ଅରୁଣ ନେଦରଲାଣ୍ଡରେ ବିବାହ କରିଛନ୍ତି । ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ଅରୁଣଙ୍କ ବିବାହର ଫଟୋ ସେୟାର କରି ସୂଚନା ଦେଇଛନ୍ତି । ଯେଉଁଥିରେ ଅରୁଣ!-->…
Read More...
Read More...
ବାରଣାସୀରେ ମୋଦୀ ଦେଲେ ବଡ ଉପହାର
ବାରାଣସୀ: ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ନିଜ ସଂସଦୀୟ କ୍ଷେତ୍ର ବାରଣାସୀ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାରଣାସୀ ଗ୍ରସ୍ତରେ ଯାଇ ସେଠାକାର ଚାଷୀ ମାନଙ୍କୁ ଏକ ବଡ ଉପହାର ଦେଇଛନ୍ତି ମୋଦୀ। ଚାଷୀ ମାନଙ୍କୁ ପିଏମ୍ କିଷାନ!-->…
Read More...
Read More...
ଚାଷୀଙ୍କୁ ଟଙ୍କା ଦେଲେ ସରକାର
ଭୁବନେଶ୍ବର: ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ବରଗଡ଼ ଗସ୍ତରେ ଯାଇ ସେଠାକାର କିଛି ଚାଷୀଙ୍କୁ ପିଏମ କୃଷକ ସମ୍ମାନ ନିଧି ଯୋଜନାରେ ଅର୍ଥରାଶି ପ୍ରଦାନ କରିଛନ୍ତି ।
ଦେଶକୁ ଖାଦ୍ୟ ଯୋଗାଉଥିବା!-->!-->!-->…
Read More...
Read More...
ଜୁନ୍ ୨୦ରେ ହେବ ବାଚସ୍ପତି ନିର୍ବାଚନ : ୧୮ ଓ ୧୯ ଶପଥ ନେବେ ନବ ନିର୍ବାଚିତ ବିଧାୟକ
ଭୁବନେଶ୍ବର: ଆସନ୍ତା ଜୁନ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନୂଆ ବିଧାୟକ ଶପଥ ଗ୍ରହଣ କରିବେ। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଥମେ ନୂଆ ବିଧାୟକଙ୍କ ଶପଥ ପାଠ କରାଇବେ। ଏହାପରେ ଜୁନ୍ ୨୦ ତାରିଖରେ ନୂଆ ବାଚସ୍ପତି ଚୟନ ପାଇଁ ନିର୍ବାଚନ ହେବ। ଏହା ପୂର୍ବରୁ ସୁରକ୍ଷା!-->…
Read More...
Read More...