ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category

ରାଜନୀତି

ୱାୟନାଡ଼ ଆସନ ଛାଡ଼ିଲେ ରାହୁଲ

ନୂଆଦିଲ୍ଲୀ: ୱାୟନାଡ଼ ଆସନ ଛାଡ଼ିଲେ ରାହୁଲ ଗାନ୍ଧି। ଗାନ୍ଧି ପରିବାରର ପାରମ୍ପରିକ ଆସନ ରାଏବରେଲି ରଖି ରାହୁଲ ୱାୟନାଡ଼ ଆସନ ଛାଡ଼ିଛନ୍ତି। ଏହା ନିଜେ ସ୍ପଷ୍ଟ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ। ଏହାକୁ ନେଇ ଆଜି ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ମଲ୍ଲିକାର୍ଜୁନ ଖଡ଼ଗେ ଓ
Read More...

୧୯ରେ ନେତା ବାଛିବ ବିଜେଡି

ଭୁବନେଶ୍ବର: ଆସନ୍ତା ୧୯ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ଡକାଯାଇଛି। ୨୦ ତାରିଖ ବିଧାନସଭାର ବାଚସ୍ପତି ନିର୍ବାଚନ ପୂର୍ବରୁ ଏହି ବୈଠକକୁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି। ଏହି ଦିନ ବିଜେଡି ବିଧାୟକ ଦଳ ନେତା ବାଛିବ। ଅର୍ଥାତ୍ ବିରୋଧୀ ଦଳ ନେତା କିଏ ହେବେ,ତାହା ଜଣାପଡ଼ିବ।
Read More...

ଧର୍ମେନ୍ଦ୍ର ଓ ଅଶ୍ବିନୀଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ: ଓଡ଼ିଶା, ଆନ୍ଧ୍ରପ୍ରଦେଶ ଭଳି ଗୁରୁ୍ତ୍ବପୂର୍ଣ୍ଣ ବିଧାନସଭା ନିର୍ବାଚନର ସଫଳତାକୁ ଦୋହରାଇବା ଲାଗି ଭାରତୀୟ ଜନତା ପାର୍ଟି ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆଜି ବିଜେପି ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡା ଆଗକୁ ହେବାକୁ ଥିବା ମହାରାଷ୍ଟ୍ର, ହରିୟାନା, ଝାଡ଼ଖଣ୍ଡ ଓ ଜମ୍ମୁ ଓ
Read More...

ଖୁବଶୀଘ୍ର ଆସିବ ‘ଓ୍ବାନ ନେଶନ ୱାନ ଇଲେକସନ’

ନୂଆଦିଲ୍ଲୀ: ଆସିପାରେ ‘ଓ୍ବାନ ନେଶନ ୱାନ ଇଲେକସନ। କେନ୍ଦ୍ର କ୍ୟାବିନେଟ୍‌ ପୂର୍ବରୁ ଆସିପାରେ ଓ୍ବାନ ନେଶନ ୱାନ ଇଲେକସନ ରିପୋର୍ଟ। ଦେଶରେ ତୃତୀୟ ଥର ପାଇଁ ପୁଣି ଠାରେ ବିଜେପି ସରକାର ଗଠନ କରିଛି। ହେଲେ ଏଥର ସରକାର ଗଠନ ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରିପାରିନି। ବିଜେପି ନେତୃତ୍ୱ
Read More...

ପ୍ରିୟଙ୍କାଙ୍କୁ ମିଳିପାରେ ଓ୍ବାୟନାଡ ଆସନ

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଟି ଆସନରୁ ଲଢ଼ିଥିଲେ। ଉଭୟ ରାଏବରେଲି ଏବଂ ଓ୍ବାୟନାଡ ଆସନରେ ସେ ବିଜେତା ହୋଇଛନ୍ତି। ଏବେ କିନ୍ତୁ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ହେବ, ଯେଉଁଥିଲାଗି କିଛିଦିନ ଧରି ଚର୍ଚ୍ଚା ହୋଇ ଆସୁଛି। ତେବେ ରାହୁଲ ରାଏବରେଲି ଆସନ ରଖି
Read More...

ପୂର୍ବତନ ରାଜ୍ୟପାଳ ଭଣ୍ଡାରେ ଆଉ ନାହାନ୍ତି

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଆଉ ନାହାନ୍ତି। ଆଜି ୯୫ବର୍ଷ ବୟସରେ ପରଲୋକ ଘଟିଛି। ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ
Read More...

ନବୀନ ହୁଅନ୍ତୁ ବିରୋଧୀ ଦଳ ନେତା: ଅଶ୍ବିନୀ

ଭୁବନେଶ୍ବର: ମୋହନ ମାଝୀ ସରକାର ଶପଥ ନେବାର ୪ ଦିନ ହେଲାଣି। ଏ ଯାଏଁ ମନ୍ତ୍ରୀମାନଙ୍କୁ ବିଭାଗ ମିଳିପାରିନାହିଁ। ସେପଟେ ବିରୋଧୀ ଦଳ ନେତା କିଏ ହେବ, ତାହା ମଧ୍ୟ ସ୍ଥିର ହୋଇନାହିଁ। ଆସନ୍ତା ୨୦ ତାରିଖ ଦିନ ବାଚସ୍ପତି ନିର୍ବାଚନ ହେବ। ଏହା ପୂର୍ବରୁ ବିରୋଧୀ ଦଳ ନେତା ଚୟନ ହୋଇପାରେ
Read More...

୧୮ରେ ଖୋଲିବ ସ୍କୁଲ:ପ୍ରଥମ ଦିନରୁ ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ

ଭୁବନେଶ୍ବର: ରାଜ୍ୟର ସମସ୍ତ ବିଦ୍ୟାଳୟ ଆସନ୍ତା ୧୮ ତାରିଖରେ ଖୋଲିବ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରିକି କେହି ବି
Read More...

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ

ଭୁବନେଶ୍ୱର: ଶୁକ୍ରବାର ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ। ୨୦ ତାରିଖରେ
Read More...

ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବାଚସ୍ପତି

ଭୁବନେଶ୍ବର: ଆସନ୍ତା ୨୦ତାରିଖରେ ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବିଧାନସଭାର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଆଜି କାମଚଳା ବାଚସ୍ପତି ଭାବେ ନିଯୁକ୍ତି ମିଳିଛି। ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାମଚଳା ବାଚସ୍ପତି ଭାବେ
Read More...