ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category

ରାଜନୀତି

ଜୁନ୍ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଶେଷହେବା ପରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇସାରିଛନ୍ତି ନରେନ୍ଦ୍ର ମୋଦୀ ଏବଂ ତାଙ୍କ ମନ୍ତ୍ରୀମଣ୍ଡଳ। କିନ୍ତୁ ଆଗାମୀ ଲୋକସଭାର ବାଚସ୍ପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଲାଗିରହିଛି। ଆଉ ଏହାରି ଭିତରେ ଆସନ୍ତା ଜୁନ୍ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ହେବ
Read More...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ଭୁବନେଶ୍ବର: ଓଡ଼ିଶାରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏନେଇ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ବୁଧବାର ଶପଥ ନେଇଛନ୍ତି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ।
Read More...

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ

ଭୁବନେଶ୍ବର: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ
Read More...

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: କିଏ ହେବ ଓଡିଶାର ମୁଖ୍ୟମନ୍ତ୍ରୀକୁ ନେଇ ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି। ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ 
Read More...

ପଦ ଛାଡିଲେ କଂଗ୍ରେସ ନେତା ଭକ୍ତ ଦାସ

ଭୁବନେଶ୍ବର: କଂଗ୍ରେସର ଶୋଚନୀୟ ପରାଜୟ ପରେ ପଦ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ରାଜ୍ୟରେ ଉଭୟ ବିଧାନସଭା ଓ ଲୋକସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ ସେ ପଦ ଛାଡ଼ିଛନ୍ତି ।କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ
Read More...

ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ କାହାକୁ କେଉଁ ମନ୍ତ୍ରଣାଳୟ ?

ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ନରେନ୍ଦ୍ର ମୋଦୀ ସୋମବାର ତାଙ୍କ ନୂତନ କ୍ୟାବିନେଟ ସହିତ ପ୍ରଥମ ବୈଠକ କରିଛନ୍ତି। ନୂତନ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ମଧ୍ୟ ମନ୍ତ୍ରଣାଳୟ ବଣ୍ଟନ କରାଯାଇଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ
Read More...

ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ତିନି ପୂରୁଣା ମୁହଁ

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିରେ ଓଡ଼ିଶାର ୩ ସାଂସଦଙ୍କୁ ଗୁରୁତ୍ବ ଦିଆଯାଇଛି। ଓଡ଼ିଆ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଜୁଏଲ ଓରାମ ମଧ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେହିପରି ଓଡ଼ିଶାରୁ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ ମଧ୍ୟ କ୍ୟାବିନେଟ୍‌
Read More...

୩ୟ ଥର ଶପଥ ନେଲେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ
Read More...

ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଲେ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : କାର୍ତ୍ତିକ ପାଣ୍ଡିଆନ୍‌ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ବିଜେଡିର ପରାଜୟ ପାଇଁ ହାତ ଯୋଡ଼ି କ୍ଷମା ମାଗିଲେ, କହିଲେ ମହାପ୍ରଭୁଙ୍କ କୃପାରୁ ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିଲି ଏବଂ ସଫଳ ହୋଇଛି।
Read More...

ଜୁନ୍‌ ୧୨ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ। ଜୁନ୍‌ ୧୦ ପରିବର୍ତ୍ତେ ଜୁନ୍‌ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ ଦଳ ବୈଠକ ବସିବ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ
Read More...