Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ
Browsing Category
ରାଜନୀତି
ପିଏମ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାର ଟଙ୍କାର ସହାୟତା
ଭୁବନେଶ୍ୱର: ପିଏମ ସୂର୍ଯ୍ୟଘର ଯୋଜନା ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। ଏଥିପାଇଁ ୭୮ ହଜାର ଟଙ୍କାର ସହାୟତା ମିଳିବ ବୋଲି ଘୋଷଣା ହୋଇଛି। ବିଜେଡି ନେତା ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଶକ୍ତିମନ୍ତ୍ରୀ କେଭି ସିଂଦେଓ ବିଧାନସଭାରେ ଏପରି ଉତ୍ତର ରଖିଛନ୍ତି।
ମନ୍ତ୍ରୀ କହିଛନ୍ତି,!-->!-->!-->…
Read More...
Read More...
ଅପରାଜିତା ଷଡ଼ଙ୍ଗୀ ହେଲେ ଆଇପିୟୁର ଉପସଭାପତି
ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ଏମ୍ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ ଆଇପିୟୁର ଉପସଭାପତି। ଅପରାଜିତା ଆଇପିୟୁର କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି। ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ!-->…
Read More...
Read More...
ଉପ ବାଚସ୍ପତି ପ୍ରାର୍ଥୀ ପାଇଁ ନାମାଙ୍କନ ଦାଖଲ କଲେ ଭବାନୀ ଶଙ୍କର
ନୂଆଦିଲ୍ଲୀ; ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବା ପରେ ଉପ ବାଚସ୍ପତି ପଦ ଖାଲି ପଡ଼ିଥିଲା। ବିଜେପିର ଉପ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ। ବିଧାନସଭା ସଚିବଙ୍କୁ ନିଜ ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି ଭବାନୀ। ତେବେ ଆସନ୍ତାକାଲି!-->…
Read More...
Read More...
ମିଳିତ ଗବେଷଣା ନିମନ୍ତେ ସୋଆ ଏବଂ ଆଇସିଟି, ମୁମ୍ବାଇ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର, ଜୁଲାଇ ୨୨ : ରସାୟନ ବିଜ୍ଞାନ, ଜୀବ ବିଜ୍ଞାନ, କେମିକାଲ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲଜି ଏବଂ ଏହା ସହିତ ସମ୍ପୃକ୍ତ ଅନ୍ୟ କ୍ଷେତ୍ରରେ ମିଳିତ ଗବେଷଣା ଏବଂ ଉଚ୍ଚ ଶିକ୍ଷାପ୍ରାପ୍ତ ମାନବ ସମ୍ବଳକୁ ବୃଦ୍ଧି କରିବା ଲକ୍ଷ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଇନ୍ଷ୍ଟିଚ୍ୟୁଟ୍ ଅଫ୍!-->…
Read More...
Read More...
ଓଲଟିଲା ବସ୍ ଅଳ୍ପକେ ବର୍ତ୍ତିଲେ କାଉଡିଆ
ଯାଜପୁର: ବସ୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଗଲେ ଶିବଭକ୍ତ। ଏଭଳି ଘଟଣା ଘଟିଛି ଯାଜପୁର ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ। ଦୁର୍ଘଟଣାରେ ୧୭ ଜଣ ସାମାନ୍ୟ ଆହତ ହୋଇଥିବା ବେଳେ କାହାର ଜୀବନ ହାନି ହୋଇନାହିଁ। ଆହତଙ୍କୁ ଚିକିତ୍ସା ନିମନ୍ତେ ଯାଜପୁର ଟାଉନ ମେଡିକାଲରେ ଭର୍ତ୍ତି!-->…
Read More...
Read More...
ହାଉସ୍ କମିଟିରେ ସ୍ଥାନ ପାଇଲେ ଅପରାଜିତା ଷଡ଼ଙ୍ଗୀ
ନୂଆଦିଲ୍ଲୀ; ହାଉସ୍ କମିଟିରେ ସ୍ଥାନ ପାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍ କମିଟିରେ ସ୍ଥାନ ଦେଲେ ବାଚସ୍ପତି ଓମ୍ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ସ୍ଥାନ ପାଇଲେ ଅପରାଜିତା। ଏହି ୧୨ ଜଣିଆ ହାଉସ୍ କମିଟିରେ ଅଛନ୍ତି, କଲ୍ୟାଣ ବାନାର୍ଜୀ, ସୁଧୀର!-->…
Read More...
Read More...
ସର୍ବଦଳୀୟ ବୈଠକ ପାଇଁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସର୍ବଦଳୀୟ ବୈଠକ ପାଇଁ ନବୀନ ନିବାସରେ ନବୀନଙ୍କୁ ନିମନ୍ତ୍ରଣ। ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟ ବଜେଟ ଅଧିବେଶନ। ଏହା ପୂର୍ବରୁ ସଂସଦୀୟ ପରମ୍ପରା ଅନୁସାରେ ଆସନ୍ତାକାଲି ପୂର୍ବାହ୍ନରେ ସର୍ବଦଳୀୟ ବୈଠକ ବସିବ। ଏଥିରେ ସାମିଲ ହେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା!-->…
Read More...
Read More...
ପୁରୀରେ ବିଜେପିର କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେଲେ ଜେପି ନଡ୍ଡା
ପୁରୀ: ପୁରୀରେ ଆରମ୍ଭ ହୋଇଛି ବିଜେପିର କାର୍ଯ୍ୟକାରିଣୀ ବୈଠକ। ଏହାକୁ ଉଦଘାଟନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଭିନ୍ନ ପଦାଧିକାରୀ ଏହି ବୈଠକରେ ଯୋଗ ଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ!-->…
Read More...
Read More...
ଵରିଷ୍ଠ ନାଗରିମାନଙ୍କ ପାଇଁ ଫୁଟ ଓଭରବ୍ରିଜରରେ ରହିବ ଲିଫ୍ଟ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ସାଂସଦ
ଭୁବନେଶ୍ବର: ପଳାଶୁଣି ଛକ ଉପରେ ଫୁଟ-ଓଭରବ୍ରିଜର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ପାଇଁ ଫୁଟ ଓଭରବ୍ରିଜରରେ ରହିବ ଲିଫ୍ଟ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ସାଂସଦ ବରିଷ୍ଠ ନାଗରିମାନଙ୍କ ପାଇଁ ଫୁଟ ଓଭରବ୍ରିଜରରେ ରହିବ ଲିଫ୍ଟ ସୁବିଧା। ପଳାଶୁଣି ଛକ ଉପରେ!-->…
Read More...
Read More...
କଂଗ୍ରେସରୁ ଇସ୍ତଫା ଦେଲେ ପଞ୍ଚାନନ ଦାଶ
ଭୁବେଶ୍ବର: ଭାରତୀୟ ପରିସଂଖ୍ୟାନ ସେବା (ଆଇଏସଏସ) ଅଧିକାରୀ ପଞ୍ଚାନନ ଦାଶ ମଙ୍ଗଳବାର ଦିନ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ଏବଂ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଦଳରୁ ଇସ୍ତଫା ଦେଇଛନ୍ତି।
ଅମଲାତନ୍ତ୍ର ଭାବେ କାର୍ଯ୍ୟ କରୁଥିବା!-->!-->!-->…
Read More...
Read More...