Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ
Browsing Category
ରାଜନୀତି
ଆସନ୍ତା ୧୯ରେ ଓଡ଼ିଶା ଆସିବେ ଜେପି ନଡ୍ଡା
ନୂଆଦିଲ୍ଲୀ: ଓଡିଶା ରେ ରେ ଭାରତୀୟ ଜନତା ପାଟିର ବିପୁଳ ବିଜୟ ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି, ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ!-->…
Read More...
Read More...
ନେପାଳର ନୂତନ ପ୍ରଧାନମନ୍ତ୍ରୀ ହେଲେ କେ.ପି.ଶର୍ମା ଓଲି
ନେପାଳ: ନେପାଳର ନୂତନ ପ୍ରଧାନମନ୍ତ୍ରୀ ଭାବେ କେ.ପି.ଶର୍ମା ଓଲି ନିଯୁକ୍ତ।ନେପାଳ ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ଏହି ନିଯୁକ୍ତି ମିଳିଛି। ଓଲି ସୋମବାର ପୂର୍ବାହ୍ନ ୧୧ଟା ବେଳେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଓଲି ୧୧ ଅକ୍ଟୋବର ୨୦୧୫ରୁ ୩ ଅଗଷ୍ଟ ୨୦୧୬!-->…
Read More...
Read More...
୭ ରାଜ୍ୟର ଉପ ନିର୍ବାଚନରେ ବିଜେପିକୁ ଶକ୍ତ ଝଟକା
୭ ରାଜ୍ୟର ୧୩ ବିଧାନସଭା ଆସନରେ ବିଜେପିକୁ ମିଳିଲା ମାତ୍ର ୨୧୦ ଆସନରେ ଇଣ୍ଡି ମେଣ୍ଟ ବାଜି ମାରିଲା
୧ ଆସନରେ ସ୍ଵାଧୀନ ପ୍ରାର୍ଥୀ
ନୂଆଦିଲ୍ଲୀ: ୭ ରାଜ୍ୟର ୧୩ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନର ଭୋଟ ଗଣତି ଜାରି ଶେଷ ହୋଇଛି। ୧୩ ଆସନ ମଧ୍ୟରୁ ୧୦ ଆସନରେ ଇଣ୍ଡି ମେଣ୍ଟ ବାଜି!-->!-->!-->!-->!-->!-->!-->…
Read More...
Read More...
ଆସ୍ଥା ଭୋଟ୍ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ
ନୂଆଦିଲ୍ଲୀ: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ। ପ୍ରଚଣ୍ଡଙ୍କ ପାଇଁ ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି ସେ ସଂସଦରେ ଆସ୍ଥା ଭୋଟରେ ହାରି ଯାଇଛନ୍ତି। ଯାହା ପରେ ଏବେ ପ୍ରଶ୍ନ ଉଠିଛି ଯେ ନେପାଳର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ।
ନେପାଳର ପ୍ରଧାନମନ୍ତ୍ରୀ!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀ ହେବା ପରେ ମନ୍ତ୍ରୀଙ୍କୁ ବିଭାଗ ବାଣ୍ଟିଲେ ହେମନ୍ତ ସୋରେନ
ଝାରଖଣ୍ଡ: ମୁଖ୍ୟମନ୍ତ୍ରୀ ହେବା ପରେ ମନ୍ତ୍ରୀଙ୍କୁ ବିଭାଗ ବାଣ୍ଟିଲେ ହେମନ୍ତ ସୋରେନ। ଆଜି ଝାଡଖଣ୍ଡରେ ହେମନ୍ତ ସୋରେନ ସରକାରଙ୍କ କ୍ୟାବିନେଟକୁ ବିସ୍ତାର କରାଯାଇଛି। ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଏବଂ ଜେଏମଏମ ନେତୃତ୍ୱାଧୀନ ଗଠବନ୍ଧନର ଅନ୍ୟ ୧୦ ଜଣ ନେତା ମନ୍ତ୍ରୀ!-->…
Read More...
Read More...
ଆସ୍ଥା ଭୋଟରେ ବିଜୟୀ ହେଲେ ହେମନ୍ତ ସୋରେନ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ।ଝାଡ଼ଖଣ୍ଡ ବିଧାନସଭାରେ ସୋରେନ ୪୫ ଜଣ ସଦସ୍ୟଙ୍କ ସମର୍ଥନ ସହ ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ଜାମିନରୁ ଆସିବା ପରେ ସରକାର ଗଢ଼ିବାକୁ ପ୍ରସ୍ତାବ ଦେବା ସହ ଜୁଲାଇ ୪ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ!-->…
Read More...
Read More...
ଜୁଲାଇ ୨୨ରୁ ଆରମ୍ଭ ହେବ ଅଧିବେଶନ
ନୂଆଦିଲ୍ଲୀ: ଦେଶର ସାଧାରଣ ବଜେଟ ଆଗତ ହେବ ଜୁଲାଇ ୨୩ରେ। ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ନିର୍ମଳା ସୀତାରମଣ। ଏନେଇ ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ!-->…
Read More...
Read More...
କେରଳର ସହପ୍ରଭାରୀ ହେଲେ ଅପରାଜିତା ଷଡ଼ଙ୍ଗୀ
ନୂଆଦିଲ୍ଲୀ: ବିଭିନ୍ନ ରାଜ୍ୟ ପାଇଁ ଆଜି ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ଭାରତୀୟ ଜନାତା ପାର୍ଟି। ଓଡ଼ିଶାରେ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶାର ସହପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଏହା ପୂର୍ବରୁ ବିଜୟପାଲ ଓଡ଼ିଶା ପାଇଁ!-->…
Read More...
Read More...
ବିଟ୍ରେନରେ ସରିଲା ସୁନକ ରାଜ: ବିଜୟ ଧ୍ୱଜା ଉଡାଇଲା ଲେବର ପାର୍ଟି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା କରିଛନ୍ତି ଋଷି ସୁନକ। କନଜରଭେଟିଭ ପାର୍ଟିକୁ ମାତ୍ ଦେଇ ବ୍ରିଟେନରେ ବିଜୟ ଧ୍ୱଜା ଉଡାଇଛି ଲେବର ପାର୍ଟି। ଏହାସହ ଲେବର ପାର୍ଟିର ନେତା କେୟର ଷ୍ଟାରମରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଋଷି ସୁନକ। ପରାଜୟ ପାଇଁ ନିଜକୁ ଦାୟୀ କଲେ ଋଷି!-->…
Read More...
Read More...
ଆଜି ସନ୍ଧ୍ୟା ୫ ଟାରେ ଶପଥ ନେବେ ହେମନ୍ତ ସୋରେନ
ଝାଡଖଣ୍ଡ: ରାଜନୀତି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଆଜି ସନ୍ଧ୍ୟା ୫ ଟାରେ ମୁଖ୍ୟମନ୍ତ୍ରୀ ଶପଥ ନେବେ ହେମନ୍ତ ସୋରେନ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି।!-->…
Read More...
Read More...