ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category

ରାଜନୀତି

ଆସନ୍ତା ୯ ରେ ଶପଥ ନେଇପାରନ୍ତି ମୋଦୀ !

ନୂଆଦିଲ୍ଲୀ: ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ। ରବିବାର ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଶପଥ ନେବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ ଜୁନ୍ ୮ତାରିଖରେ
Read More...

ମୋଦୀ ସରକାରକୁ ସମର୍ଥନ କଲେ ନୀତୀଶ,ନାଇଡୁ

ନୂଆଦିଲ୍ଲୀ: ଆଜି ଅର୍ଥାତ ବୁଧବାର ଦିଲ୍ଲୀରେ ରାଜଧାନୀ ଦିଲ୍ଲୀରେ ଏନଡିଏର ସହଯୋଗୀ ଦଳର ଶୀର୍ଷ ନେତାଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଟିଡିପି ନେତା ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଯୋଗ ଦେଇଥିଲେ। ପାରିତ ହୋଇଥିବା ଏକ ପ୍ରସ୍ତାବରେ
Read More...

ପୁଣି ଜିତିଲେ ଅପରାଜିତା

ଭୁବନେଶ୍ୱର: ପୁଣି ବିଜୟର ମୁକୁଟ ପିନ୍ଧିଲେ ଅପରାଜିତା ଷଡ଼ଙ୍ଗୀ। ଅପରାଜିତା ଭୁବନେଶ୍ବରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ
Read More...

ଓଡିଶାକୁ ଧନ୍ୟବାଦ ଜଣେଇଲେ ମୋଦୀ

ଭୁବନେଶ୍ବର: ଧନ୍ୟବାଦ ଓଡ଼ିଶା! ସୁଶାସନ ନେଇ ବଡ଼ ବିଜୟ କହି ସୋଶାଲ୍‌ ମିଡ଼ିଆ ଏକ୍ସରେ ବଧେଇ ଜଣାଇଲେ ମୋଦି। ଲୋକଙ୍କ ସ୍ୱପ୍ନ ପୂରଣ ପାଇଁ ବିଜେପି ସୁଯୋଗ ହାତଛଡ଼ା କରିବନି। ବିଜେପି କାର୍ଯ୍ୟକର୍ତ୍ତା କଠିନ ପରିଶ୍ରମ ଯୋଗୁ ଏହା ସମ୍ଭବ ବୋଲି ମୋଦି ସୋଶାଲ ମିଡ଼ିଆ Xରେ ଲେଖିଛନ୍ତି।
Read More...

ହିଞ୍ଜିଳିରୁ ଜିତିଲେ ନବୀନ

ଭୁବନେଶ୍ବର, ଚଳିତବର୍ଷ ନିର୍ବାଚନରେ ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ
Read More...

ଦିଗପହଣ୍ଡିରେ ବିଜୟ ମୁକୁଟ ପିନ୍ଧିଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି: ବିଜେଡି ଗଡରେ ବିଜୟୀ ହେଲା ବିଜେପି। ଦିଗପହଣ୍ଡିରେ ଜିତିଲେ ଅଭିନେତା ସିଦ୍ଧାନ୍ତ ମହାପାତ୍ର। ବିଜେଡି ପ୍ରାର୍ଥୀ ବିପ୍ଲବ ପାତ୍ରଙ୍କୁ ୧୫ ହଜାରରୁ ଅଧିକ ଭୋଟରେ ହରାଇ ଜିତିଛନ୍ତି ବିଜେପି ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର। ବିପ୍ଲବ ହେଉଛନ୍ତି ବିଜେଡିର ପୁରୁଖା ନେତା
Read More...

ବାରଣାସିରୁ ତୃତୀୟ ଥର ଜିତିଲେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତୃତୀୟ ଥର ପାଇଁ ଉତ୍ତର ପ୍ରଦେଶର ବାରଣାସୀ ଲୋକସଭା ଆସନରୁ ବିଜୟୀ ହୋଇଛନ୍ତି। ସେ କଂଗ୍ରେସର ଅଜୟ ରାୟଙ୍କ ପ୍ରାୟ ଦେଢ ଲକ୍ଷ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ମୋଦୀଙ୍କୁ ପ୍ରାୟ ୬ ଲକ୍ଷ ୧୨ ହଜାର ଭୋଟ ମିଳିନଥିବାବେଳେ ଅଜୟ ରାୟଙ୍କୁ ୪ ଲକ୍ଷ ୬୦ ହଜାର
Read More...

କଣ୍ଟାବାଞ୍ଜିରୁ ହାରିଲେ ନବୀନ

ଭୁବନେଶ୍ବର: ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଏହି ନିର୍ବାଚନ କ୍ଷେତ୍ରରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ବିଜୟୀ
Read More...

କେନ୍ଦ୍ରରେ କଡା ଟକ୍କର, ସବୁଠି ବିଜେପି ଆଗରେ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି। ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍‌ରେ ଆଗୁଆ ଅଛନ୍ତି। ଲକ୍ଷ୍ନୌ ଲୋକସଭା ଆସନରେ ଆଗରେ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଦିଲ୍ଲୀର ୭ଟି ଲୋକସଭା ଆସନରେ
Read More...

୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି

ଭୁବନେଶ୍ବଣ: ଆରମ୍ଭ ହେଲା ଭୋଟ୍ ଗଣତି । ରାଜ୍ୟରେ ୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ବାଲାଟ ଗଣତି ଶେଷ ପରେ ଇଭିଏମ ଗଣତି ଆରମ୍ଭ ହେବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ପାଇଁ ସିଆରପିଏଫ୍ ଯବାନ, ଡିସିପି
Read More...