ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ରାଜନୀତି

୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

ଭୁବନେଶ୍ଵର: ଓଡ଼ିଶା ସରକାର ଶନିବାର ଦିନ ୧୯୯୬ ବ୍ୟାଚର ତିନି ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀଙ୍କୁ ଅତିରିକ୍ତ ମୁଖ୍ୟ ସଚିବ (ଏସିଏସ) ପଦବୀକୁ ଉନ୍ନୀତ କରିଛନ୍ତି। ଆଇଏଏସ ପେ ମାଟ୍ରିକ୍ସର ସର୍ବୋଚ୍ଚ ଗ୍ରେଡ୍ (ସ୍ତର-୧୭)କୁ ପଦୋନ୍ନତିର ଏକ ଅଂଶ ଭାବରେ ଏହି
Read More...

୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁର

ନ୍ୟୁଜ୍ ବ୍ୟୁରୋ: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ। ଢେଙ୍କାନାଳ ଗଜମରାରେ ସ୍ଥାପନ ହେବ ବଡ଼ ପ୍ରକଳ୍ପ । ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଓ ଏରୋସ୍ପେସ ସାମଗ୍ରୀ। ୧୭ ହଜାର ୨୫୦ କୋଟି ଟଙ୍କା ନିବେଶ ହେବ। ପ୍ରତ୍ୟକ୍ଷ ଓ ପରୋକ୍ଷରେ ୨୦ ହଜାର ନିଯୁକ୍ତ
Read More...

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା ପୱାର

ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି ଅଜିତ ପୱାରଙ୍କ ପତ୍ନୀ ସୁନେତ୍ରା ପୱାର। ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ସୁନେତ୍ର
Read More...

ସୁନେତ୍ରା ପାୱାର ହେବେ କି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ?

ମହାରାଷ୍ଟ୍ର: ଦିବଂଗତ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ନେତା ଅଜିତ ପାୱାରଙ୍କ ନିଧନ ପରେ, ତାଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦେବା ପାଇଁ ଦାବି ଉଠିଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ କହିଛନ୍ତି ଯେ, ସୁନେତ୍ରା ପାୱାରଙ୍କୁ ଏହି
Read More...

ଓଡ଼ିଶାର ନାଁକୁ ନେଇ ଗଠନ ହେବ ମୋକିମଙ୍କ ଆଞ୍ଚଳିକ ଦଳ

ଭୁବନେଶ୍ବର: କଂଗ୍ରେସରୁ ବହିଷ୍କୃତ ହୋଇଥିବା ବାରବାଟୀ-କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ ତାଙ୍କ ନୂଆ ରାଜନୈତିକ ଦଳର ନାଁ ନେଇ ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି। ମହମ୍ମଦ ମୋକିମ ନୂଆ ଆଞ୍ଚଳିକ ଦଳ ଗଠନ କରିବା ପୂର୍ବରୁ ତା’ର ନାଁକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା। ମୋକିମ
Read More...

ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ନୀତିନ ନବୀନ

ନୂଆଦିଲ୍ଲୀ; ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହୋଇଛନ୍ତି ନୀତୀନ ନବୀନ। ଦ୍ବାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ନୀତିନ ନବୀନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ବିଜେପି କମାଣ ଧରିଛନ୍ତି। ଦୀର୍ଘ ପ୍ରତୀକ୍ଷା ପରେ ମଙ୍ଗଳବାର ଭାରତୀୟ
Read More...

ଭାଜପା ଜାତୀୟ ସଭାପତି ପାଇଁ ଘୋଷଣା ହେଲା ନିର୍ବାଚନ ତାରିଖ

ନୂଆଦିଲ୍ଲୀ; ଭାରତୀୟ ଜନତା ପାର୍ଟି (ବିଜେପି) ଦଳ ଏହାର ଜାତୀୟ ସଭାପତି ପଦ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛି। ଜାନୁଆରୀ ୧୯ ତାରିଖରେ ନାମାଙ୍କନ ପତ୍ର ଦାଖଲ ହେବାକୁ ଥିବା ବେଳେ ଜାନୁଆରୀ ୨୦ ତାରିଖରେ ନୂଆ ସଭାପତିଙ୍କ ନାମ ଆନୁଷ୍ଠାନିକ ଭାବରେ ଘୋଷଣା କରାଯିବ। ବିଜେପି ପକ୍ଷରୁ ନୀତିନ
Read More...

ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଭୁବନେଶ୍ବର: ଆଜି ନୂଆ ଲୋକ ସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୋଟିଏ ସ୍ଥାନରେ ରହିବ ଲୋକ ସେବା ଭବନ ଏବଂ ନୂଆ ବିଧାନସଭା। ୩ ହଜାର ୬୨୩ କୋଟି ଖର୍ଚ୍ଚ କରିବେ ସରକାର। ୭୧.୧୩ ଏକର ଜମିରେ ନିର୍ମାଣ ହେବ ନୂଆ ଲୋକସେବା ଭବନ ଏବଂ
Read More...

ବଢିବ ବିଧାନସଭା ସିଟ୍‌

ଭୁବନେଶ୍ବର: ଖୁବଶିଘ୍ର ବଢିପାରେ ବିଧାନସଭା ସିଟ୍ ସଂଖ୍ୟା। ଓଡ଼ିଶା ବିଧାନସଭା ସୀମା ପୁନଃ ନିର୍ଦ୍ଧାରଣ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି। ଓଡ଼ିଶାରେ ନୂଆ ବିଧାନସଭା ଏବଂ ନୂଆ ଲୋକସେବା ଭବନ ନିର୍ମାଣ ହେବ। ବିଧାନସଭାରେ ଆଉ ୫୦ଟି ସିଟ ବଢିପାରେ। ଏବେ ୧୪୭ଟି ଅଛି
Read More...

କମିବନି ଭକ୍ତ ନିବାସ ପାର୍କିଂ ଫି, ୫୦୦ ଟଙ୍କା ରହିବ:ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ସେ କହିଛନ୍ତି, ଭକ୍ତ ନିବାସରେ ସ୍ୱଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆ ଯାଉଛି। ବାହାରୁ ଆସୁଥିବା ଅନେକ ଭକ୍ତ ଚାରିଚକିଆ ଗାଡ଼ି ନେଇ
Read More...