Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category
ରାଜନୀତି
ପଶ୍ଚିମବଙ୍ଗରେ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ
୩୫ ମନ୍ତ୍ରୀଙ୍କ ଶପଥ, ମନ୍ତ୍ରିମଣ୍ଡଳର ସଂଖ୍ୟା ୪୧କୁ ବୃଦ୍ଧି
ପଶ୍ଚିମବଙ୍ଗ: ସୋମବାର ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାରର ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ଅନୁଷ୍ଠିତ ହୋଇଛି। ଏହି ସମ୍ପ୍ରସାରଣରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ!-->!-->!-->…
Read More...
Read More...
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
କର୍ଣ୍ଣାଟକ: କର୍ଣ୍ଣାଟକରେ ନୂଆ ସରକାର ଗଠନକୁ ନେଇ ଚାଲିଥିବା ରାଜନୈତିକ ତତ୍ପରତା ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ନିଜ ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କରିଥିବା ଚର୍ଚ୍ଚା ଜୋର ଧରିଛି। ଡିକେ ଶିବକୁମାରଙ୍କ ନେତୃତ୍ୱରେ ଗଠନ!-->…
Read More...
Read More...
ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ କର୍ଣ୍ଣାଟକ:କର୍ଣ୍ଣାଟକ ରାଜ୍ୟପାଳ ଥାୱର ଚାନ୍ଦ ଗେହଲୋତ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସିଦ୍ଧରମେୟାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିଛନ୍ତି। ଗୁରୁବାର ସିଦ୍ଧରମେୟା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ତେବେ ସେତେବେଳେ ରାଜ୍ୟପାଳ ରାଜଭବନରେ ଉପସ୍ଥିତ!-->…
Read More...
Read More...
କେନ୍ଦ୍ର ସରକାରଙ୍କୁ ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ
ଯୁଦ୍ଧ ସଙ୍କଟ ମଧ୍ୟରେ ସରକାରଙ୍କୁ ବଡ଼ ଆଶ୍ୱାସନ
ନ୍ୟୁଜ୍ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ କେନ୍ଦ୍ର ସରକାରଙ୍କୁ ୨.୮୭ ଲକ୍ଷ କୋଟି ଟଙ୍କାର ସର୍ବକାଳୀନ ରେକର୍ଡ ଲାଭାଂଶ ପ୍ରଦାନ କରିବାକୁ ଘୋଷଣା କରିଛି। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଘୋଷିତ ଏହି ଲାଭାଂଶ ପରିମାଣ ପୂର୍ବବର୍ଷଗୁଡିକୁ!-->!-->!-->…
Read More...
Read More...
ଶୁଭେନ୍ଦୁ ଅଧିକାରୀଙ୍କୁ ହତ୍ୟା ଧମକ
ପଶ୍ଚିମ ବଙ୍ଗ: ଶୁଭେନ୍ଦୁ ଅଧିକାରୀଙ୍କୁ ଇ-ମେଲ ଜରିଆରେ ହତ୍ୟା ଧମକ ଦେବା ଘଟଣାରେ କଲକାତା ପୁଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଅଭିଯୁକ୍ତ ହସନୈନ୍ ଇକ୍ବାଲ ନାମକ ୨୭ ବର୍ଷୀୟ ଯୁବକଙ୍କୁ କଲକାତାର ଗାର୍ଡେନ ରିଚ୍ ଅଞ୍ଚଳରୁ ଧରାଯାଇଥିବା ସୂଚନା ମିଳିଛି। ଚଳିତ ମାସ ୧୪ ତାରିଖରେ!-->…
Read More...
Read More...
ତାମିଲନାଡୁ କ୍ୟାବିନେଟରେ ବିଭାଗ ବଣ୍ଟନ କଲେ ସିଏମ୍ ବିଜୟ
ତାମିଲନାଡୁ: ତାମିଲନାଡୁର ନବଗଠିତ ସରକାରରେ ମୁଖ୍ୟମନ୍ତ୍ରୀ ଜୋସେଫ ଚନ୍ଦ୍ରଶେଖର ବିଜୟ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବିଜୟ ଗୃହ, ପୁଲିସ, ସାଧାରଣ ପ୍ରଶାସନ, ରାଜସ୍ୱ, ମହିଳା ଓ ଶିଶୁ କଲ୍ୟାଣ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗ ନିଜ ପାଖରେ ରଖିଛନ୍ତି।!-->…
Read More...
Read More...
ମେ’ ୨୨ରେ ମୋଦିଙ୍କୁ ଭେଟିବେ ତାମିଳନାଡୁ ମୁଖ୍ୟମନ୍ତ୍ରୀ ବିଜୟ
ନ୍ୟୁଜ୍ ବ୍ୟୁରୋ: ତାମିଳନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଆସନ୍ତା ମେ’ ୨୨ରେ ନୂଆଦିଲ୍ଲୀ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ ପରେ ଏହା ତାଙ୍କର ପ୍ରଥମ ବଡ଼ ଦିଲ୍ଲୀ ଗସ୍ତ ହେବାକୁ ଯାଉଛି। ରାଜନୈତିକ ଓ ପ୍ରଶାସନିକ!-->…
Read More...
Read More...
ଦ୍ୱିତୀୟ ଥର ପାଇଁ ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ୱଶର୍ମା
ଆସାମ: ଆସାମରେ ପୁଣି ହିମନ୍ତ ସରକାର । ହିମନ୍ତ ବିଶ୍ୱଶର୍ମା ଦ୍ୱିତୀୟ ଥର ପାଇଁ ଆସାମ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି।ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଖାନାପଡା ଭେଟେନାରୀ କଲେଜ ଗ୍ରାଉଣ୍ଡରେ ଆୟୋଜିତ ଏହି ଶପଥ ଗ୍ରହଣ ସମାରୋହ ଭବ୍ୟ ଭାବେ!-->…
Read More...
Read More...
୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ
ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ଆସନ୍ତା ୧୮ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ହେବାରୁ ରାଜ୍ୟ ବିଜେପି ଶିବିରରେ ବେଶ ଉତ୍ସାହ ଦେଖାଯାଇଛି।
ସୂଚନା ଅନୁଯାୟୀ, ଜଟଣୀରେ!-->!-->!-->…
Read More...
Read More...
‘ଗୋଟିଏ ବର୍ଷ ‘ସୁନା କିଣନ୍ତୁ ନାହିଁ,ୱାର୍କ ଫ୍ରମ୍ ହୋମ୍ କରନ୍ତୁ -ଇନ୍ଧନ ସଞ୍ଚୟ କରନ୍ତୁ’
ନ୍ୟୁଜ୍ ବ୍ୟୁରୋ: ବିଶ୍ୱରେ ତୈଳ ସଙ୍କଟ ଏବଂ ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସଞ୍ଜମ ଓ ସଞ୍ଚୟର ସନ୍ଦେଶ ଦେଇଛନ୍ତି। ରବିବାର ହାଇଦରାବାଦରେ ଏକ ସାଧାରଣ ସଭାକୁ ସମ୍ବୋଧନ କରି ସେ କହିଛନ୍ତି ଯେ, କେବଳ ସୀମାରେ!-->…
Read More...
Read More...