ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ
Browsing Category

ରାଜନୀତି

ରାଜ୍ୟରେ ପୁଣି ହୋଇପାରେ ଛାତ୍ର ନିର୍ବାଚନ

ଭୁବନେଶ୍ବର: ଦୀର୍ଘ ୬ ବର୍ଷ ପରେ ରାଜ୍ୟରେ ପୁଣି ହୋଇପାରେ ଛାତ୍ର ସଂସଦ ନିର୍ବାଚନ। ଛାତ୍ର ସଂସଦ ନିର୍ବାଚନକୁ ସରକାର ଗମ୍ଭୀରତାର ସହ ବିଚାର କରୁଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ ନିର୍ବାଚନ ସମ୍ଭାବନା ଉଜ୍ଜ୍ୱଳ ହୋଇଛି। ସେ କହିଛନ୍ତି ଛାତ୍ର ସଙ୍ଗଠନର
Read More...

୩ଦିନିଆ ଦିଲ୍ଲୀ ଗସ୍ତରେ ଓଡିଶା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ, ଆଜି ରାଷ୍ଟ୍ରପତି ଦ୍ରୌପଦୀ
Read More...

ପୁଣି ସାମ୍‌ ପିଟ୍ରୋଡା ହେଲେ କଂଗ୍ରେସ ଓଭରସିଜ୍‌ର ଅଧ୍ୟକ୍ଷ

ନୂଆଦିଲ୍ଲୀ: ସାମ୍‌ ପିଟ୍ରୋଡାଙ୍କୁ ପୁଣି କଂଗ୍ରେସ ଓଭରସିଜ୍‌ ଅଧ୍ୟକ୍ଷ ଦାୟିତ୍ୱ। ପିଟ୍ରୋଡାଙ୍କୁ ପୁନଃ ନିଯୁକ୍ତି ଦେଇଛନ୍ତି ମଲ୍ଲିକାର୍ଜୁନ ଖଡଗେ। କିଛି ସପ୍ତାହ ତଳେ ବର୍ଣ୍ଣ ବୈଷମ୍ୟ ମନ୍ତବ୍ୟକୁ ନେଇ ତାଙ୍କୁ ଏହି ପଦବୀରୁ ସେ ଇସ୍ତଫା ଦେଇଥିଲେ। ଦେଶରେ ନିର୍ବାଚନୀ ମାହୋଲ ସରଗରମ ଥିବା
Read More...

ପୁଣି ଥରେ ବାଚସ୍ପତି ହେଲେ ଓମ ବିର୍ଲା

ନୂଆଦିଲ୍ଲୀ: ଏନଡିଏ ପ୍ରାର୍ଥୀ ଓମ ବିର୍ଲା ପୁଣି ଥରେ ବାଚସ୍ପତି। ବାଚନିକ ଭୋଟରେ ଓମ ବିର୍ଲା ନୂଆ ବାଚସ୍ପତି ଚୟନ ହେଲେ। ଅଷ୍ଟାଦଶ ଲୋକସଭାରେ ବାଚସ୍ପତି ଦାୟିତ୍ବ ତୁଲାଇବେ ଓମ ବିର୍ଲା। ଏହା ପୂର୍ବରୁ ବି ସେ ଲୋକସଭା ବାଚସ୍ପତି ଥିଲେ।   ଓମ୍‌ ବିର୍ଲା ଦ୍ୱିତୀୟ ଥର ପାଇଁ ବାଚସ୍ପତି
Read More...

ବିରୋଧୀ ଦଳର ନେତା ହେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳର ନେତା ହେଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ପ୍ରାୟ ୧୦ ବର୍ଷ ପରେ ଲୋକ ସଭାକୁ ବିରୋଧୀ ଦଳ ନେତା ମିଳିଛି। ୟୁପିର ରାୟବରେଲି ସାଂସଦ ବିରୋଧୀ ଦଳର ନେତା ହୋଇଛନ୍ତି ବୋଲି କଂଗ୍ରେସ ନେତା କେ.ସି ଭେନୁଗୋପାଳ ସୂଚନା ଦେଇଛନ୍ତି। ସବୁ କଳ୍ପନା
Read More...

ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ନୂଆଦିଲ୍ଲୀ: ବୁଧବାର ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ସ୍ୱାଧୀନତା ପରେ ଦେଶରେ ଏହା ପ୍ରଥମ ଥର ହେବ ଯେତେବେଳେ ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ ଶାସକ ଦଳ ଏବଂ ବିରୋଧୀଙ୍କ ସହମତି ଅନୁଯାୟୀ ବାଚସ୍ପତି ନିର୍ବାଚିତ ହେଉଥିଲେ। କିନ୍ତୁ ଏଥର
Read More...

ଶପଥ ନେଲେ ଓଡିଶା ସାଂସଦ

ନୂଆଦିଲ୍ଲୀ: ଶପଥ ନେଇଛନ୍ତି ନବ ନିର୍ବାଚିତ ସାଂସଦ। ଅଷ୍ଟାଦଶ ଲୋକସଭାର ଆଜି ଦ୍ଵିତୀୟ କାର୍ଯ୍ୟ ଦିବସ। ଉଦଘାଟନୀ ଦିବସରେ ୨୮୦ ନବନିର୍ବାଚିତ ସାଂସଦ ଶପଥ ଗ୍ରହଣ କରିଥିବା ବେଳେ ଆଜି ଅବଶିଷ୍ଟ ୨୬୪ ସାଂସଦ ଶପଥ ପାଠ କରୁଛନ୍ତି। ଓଡିଶାର ୨୧ ସାଂସଦଙ୍କ ମଧ୍ୟରୁ ଅଧିବେଶର ପ୍ରଥମ ଦିନରେ ଦୁଇ
Read More...

ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରକ୍ଷା କରନ୍ତୁ : ପ୍ରତାପ କେଶରୀ ଦେବ

ଭୁବନେଶ୍ବର: କେନ୍ଦୁଝର ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ଜନସଭାକୁ ସମ୍ବୋଧିତ କରି ରଖିଥିବା ବୟାନକୁ ନେଇ ଏବେ ରାଜ୍ୟ ରାଜନୀତିରେ ତୁମ୍ବିତୋଫାନ ହୋଇଛି। ବିରୋଧୀ ଦଳରେ ଥିବାବେଳେ ତାଙ୍କୁ ଶାସକ ଦଳ ଶଙ୍ଖ ଧରିବା ପାଇଁ ବିଭିନ୍ନ ପ୍ରଲୋଭନ ଦେଖାଇଥିବା ଅଭିଯୋଗ କରିଛନ୍ତି
Read More...

ବିଜେଡି ଇତିହାସରେ ପ୍ରଥମ : ଲୋକ ସଭାରେ ନାହାନ୍ତି କେହି ସଦସ୍ୟ

ଭୁବନେଶ୍ବର: ଲୋକ ସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ଏମ୍‌ପି ମାନେ ଶପଥ ଗ୍ରହଣ କରୁଛନ୍ତି। ହେଲେ ବିଜୁ ଜନତା ଦଳର ଇତିହାସରେ ପ୍ରଥମ କରି ଏକ ଘଟଣା ଘଟିଛି। ଲୋକ ସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ କାରଣରୁ ଆଜିର ଲୋକ ସଭା ଅଧିବେଶନରେ ବିଜେଡିର କେହି
Read More...

ରୁଙ୍ଗଟା ମାଇନ୍ସରେ ଲୁହା ପ୍ଲେଟ ଖସି ୨ ମୃତ୍ୟୁ, ୩ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ଅଘଟଣ। ଲୁହା ପ୍ଲେଟ ତଳେ ଚାପି ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ରହିଥିବା ସୂଚନା ମିଳିଛି। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ଅନୁଗୋଳ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ
Read More...