ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

ରାଜନୀତି

ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରକ୍ଷା କରନ୍ତୁ : ପ୍ରତାପ କେଶରୀ ଦେବ

ଭୁବନେଶ୍ବର: କେନ୍ଦୁଝର ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ଜନସଭାକୁ ସମ୍ବୋଧିତ କରି ରଖିଥିବା ବୟାନକୁ ନେଇ ଏବେ ରାଜ୍ୟ ରାଜନୀତିରେ ତୁମ୍ବିତୋଫାନ ହୋଇଛି। ବିରୋଧୀ ଦଳରେ ଥିବାବେଳେ ତାଙ୍କୁ ଶାସକ ଦଳ ଶଙ୍ଖ ଧରିବା ପାଇଁ ବିଭିନ୍ନ ପ୍ରଲୋଭନ ଦେଖାଇଥିବା ଅଭିଯୋଗ କରିଛନ୍ତି
Read More...

ବିଜେଡି ଇତିହାସରେ ପ୍ରଥମ : ଲୋକ ସଭାରେ ନାହାନ୍ତି କେହି ସଦସ୍ୟ

ଭୁବନେଶ୍ବର: ଲୋକ ସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ଏମ୍‌ପି ମାନେ ଶପଥ ଗ୍ରହଣ କରୁଛନ୍ତି। ହେଲେ ବିଜୁ ଜନତା ଦଳର ଇତିହାସରେ ପ୍ରଥମ କରି ଏକ ଘଟଣା ଘଟିଛି। ଲୋକ ସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ କାରଣରୁ ଆଜିର ଲୋକ ସଭା ଅଧିବେଶନରେ ବିଜେଡିର କେହି
Read More...

ରୁଙ୍ଗଟା ମାଇନ୍ସରେ ଲୁହା ପ୍ଲେଟ ଖସି ୨ ମୃତ୍ୟୁ, ୩ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ଅଘଟଣ। ଲୁହା ପ୍ଲେଟ ତଳେ ଚାପି ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ରହିଥିବା ସୂଚନା ମିଳିଛି। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ଅନୁଗୋଳ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ
Read More...

ଶପଥ ନେଲେ ନବନିର୍ବାଚିତ ସାଂସଦଗଣ

ନୂଆଦିଲ୍ଲୀ: ୧୮ତମ ଲୋକସଭାର ଉଦଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଲୋକସଭାକୁ ନିର୍ବାଚିତ ହୋଇଥିବା ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଶପଥ ପାଠ କରାଇଛନ୍ତି ।
Read More...

ରାଜ୍ୟରେ ୫ ଲକ୍ଷ ଲୋକଙ୍କୁ ମିଳିବ ନୂଆ ଘର

ଭୁବନେଶ୍ୱର: ଓଡ଼ିଶାରେ କ୍ଷମତାକୁ ଆସୁଆସୁ ୧୦୦ଦିନ ଭିତରେ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିର୍ଦ୍ଦେଶ ଦେବା ସହିତ ପିଏମ କିଷାନ ନିଧିରେ କୃଷକଙ୍କୁ କିସ୍ତିରେ ଟଙ୍କା ପଠାଇଛନ୍ତି। ଏହି ୧୦୦ ଦିନ ଭିତରେ ରାଜ୍ୟର ହଜାର ହଜାର ମହିଳା ୫୦ହଜାର ଟଙ୍କା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା
Read More...

ମାୟାବତୀଙ୍କ ଉତ୍ତରାଧିକାରୀ ଆକାଶ ଆନନ୍ଦ

ଲକ୍ଷ୍ନୋ: ଲୋକ ସଭା ନିର୍ବାଚନରେ ପରାଜୟ ପରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ସୁପ୍ରିମୋ ମାୟାବତୀ ଏକ ବଡ଼ ଘୋଷଣା କରିଛନ୍ତି। ସେ ପୁଣି ଥରେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ଉତ୍ତରାଧିକାରୀ ଭାବେ ଶନିବାର ଘୋଷଣା କରିଛନ୍ତି। କୁହାଯାଉଛି କି, ଖୁବଶୀଘ୍ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପଦ
Read More...

ଦୀପାଳିଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ

ପୁନଃ ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍ନିର୍ବାଚନ ଫଳାଫଳ ନେଇ ଅଭିଯୋଗ ଝାରସୁଗୁଡା: ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ । ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍ । ନିର୍ବାଚନ ଫଳାଫଳରେ ଘୋଟାଲା ହୋଇଥିବା ଅଭିଯୋଗ କରିଥିଲେ ଦୀପାଳି । ଝାରସୁଗୁଡା
Read More...

ଭର୍ତ୍ତୃହରି ମହତାବ ଲୋକ ସଭାର କାମଚଳା ବାଚସ୍ପତି

ନୂଆଦିଲ୍ଲୀ: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ ସଭା ସଦସ୍ୟ କେ ସୁରେଶ, ଟି ଆର ବାଲୁ, ରାଧା ମୋହନ
Read More...

ବିଧାନସଭାର ବାଚସ୍ପତି ହେଲେ ସୁରମା ପାଢୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢୀ। ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି। ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ
Read More...

ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାକୁ ଦୀର୍ଘ ୨୪ ବର୍ଷ ଧରି ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ୨୪ ବର୍ଷ ଧରି ଶାସନ କରିଥିବା ବିଜେଡି କ୍ଷମତାଚ୍ୟୁତ ହେବା ପରେ ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା।
Read More...