ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ରାଜନୀତି

ରୁଙ୍ଗଟା ମାଇନ୍ସରେ ଲୁହା ପ୍ଲେଟ ଖସି ୨ ମୃତ୍ୟୁ, ୩ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ଅଘଟଣ। ଲୁହା ପ୍ଲେଟ ତଳେ ଚାପି ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ରହିଥିବା ସୂଚନା ମିଳିଛି। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ଅନୁଗୋଳ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ…
Read More...

ଶପଥ ନେଲେ ନବନିର୍ବାଚିତ ସାଂସଦଗଣ

ନୂଆଦିଲ୍ଲୀ: ୧୮ତମ ଲୋକସଭାର ଉଦଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଲୋକସଭାକୁ ନିର୍ବାଚିତ ହୋଇଥିବା ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଶପଥ ପାଠ କରାଇଛନ୍ତି । …
Read More...

ରାଜ୍ୟରେ ୫ ଲକ୍ଷ ଲୋକଙ୍କୁ ମିଳିବ ନୂଆ ଘର

ଭୁବନେଶ୍ୱର: ଓଡ଼ିଶାରେ କ୍ଷମତାକୁ ଆସୁଆସୁ ୧୦୦ଦିନ ଭିତରେ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିର୍ଦ୍ଦେଶ ଦେବା ସହିତ ପିଏମ କିଷାନ ନିଧିରେ କୃଷକଙ୍କୁ କିସ୍ତିରେ ଟଙ୍କା ପଠାଇଛନ୍ତି। ଏହି ୧୦୦ ଦିନ ଭିତରେ ରାଜ୍ୟର ହଜାର ହଜାର ମହିଳା ୫୦ହଜାର ଟଙ୍କା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା…
Read More...

ମାୟାବତୀଙ୍କ ଉତ୍ତରାଧିକାରୀ ଆକାଶ ଆନନ୍ଦ

ଲକ୍ଷ୍ନୋ: ଲୋକ ସଭା ନିର୍ବାଚନରେ ପରାଜୟ ପରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ସୁପ୍ରିମୋ ମାୟାବତୀ ଏକ ବଡ଼ ଘୋଷଣା କରିଛନ୍ତି। ସେ ପୁଣି ଥରେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ଉତ୍ତରାଧିକାରୀ ଭାବେ ଶନିବାର ଘୋଷଣା କରିଛନ୍ତି। କୁହାଯାଉଛି କି, ଖୁବଶୀଘ୍ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପଦ…
Read More...

ଦୀପାଳିଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ

ପୁନଃ ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍ନିର୍ବାଚନ ଫଳାଫଳ ନେଇ ଅଭିଯୋଗ ଝାରସୁଗୁଡା: ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ । ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍ । ନିର୍ବାଚନ ଫଳାଫଳରେ ଘୋଟାଲା ହୋଇଥିବା ଅଭିଯୋଗ କରିଥିଲେ ଦୀପାଳି । ଝାରସୁଗୁଡା…
Read More...

ଭର୍ତ୍ତୃହରି ମହତାବ ଲୋକ ସଭାର କାମଚଳା ବାଚସ୍ପତି

ନୂଆଦିଲ୍ଲୀ: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ ସଭା ସଦସ୍ୟ କେ ସୁରେଶ, ଟି ଆର ବାଲୁ, ରାଧା ମୋହନ…
Read More...

ବିଧାନସଭାର ବାଚସ୍ପତି ହେଲେ ସୁରମା ପାଢୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢୀ। ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି। ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ…
Read More...

ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାକୁ ଦୀର୍ଘ ୨୪ ବର୍ଷ ଧରି ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ୨୪ ବର୍ଷ ଧରି ଶାସନ କରିଥିବା ବିଜେଡି କ୍ଷମତାଚ୍ୟୁତ ହେବା ପରେ ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। …
Read More...

ସୁରମା ପାଢୀ ହେବେ ବାଚସ୍ପତି

ଭୁବନେଶ୍ବର: ବାଚସ୍ପତି ହେବେ ସୁରମା ପାଢୀ। ବିଜେପି ବିଧାୟକ ଦଳ ବୈଠକରେ ଏନେଇ ନିଷ୍ପତି ହୋଇଥିବା ସୂଚନା ମିଳିଛି। ଆଜି ବିଜେପିର ବିଧାୟକ ଦଳ ବୈଠକ ବସିଥିଲା। ଏହି ବୈଠକ ପରେ ସୁରମା ପାଢୀଙ୍କ ନାଁ ଘୋଷଣା କରାଯାଇଛି। ନୟାଗଡ଼ ରଣପୁର ବିଧାୟିକା ହେଉଛନ୍ତି ସୁରମା ପାଢୀ। ରାଜନୀତିରେ…
Read More...

ନେଦରଲାଣ୍ଡ ଲଳନାଙ୍କ ହାତ ଧରିଲେ ଅରୁଣ

ନୂଆଦିଲ୍ଲୀ:ବିବାହ ବନ୍ଧନରେ ବାନ୍ଧି ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ଅରୁଣ ନେଦରଲାଣ୍ଡରେ ବିବାହ କରିଛନ୍ତି । ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ଅରୁଣଙ୍କ ବିବାହର ଫଟୋ ସେୟାର କରି ସୂଚନା ଦେଇଛନ୍ତି । ଯେଉଁଥିରେ ଅରୁଣ…
Read More...