ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ରାଜନୀତି

ଶଙ୍ଖ ଫୁଙ୍କିଲେ ମନ୍ମଥ

ଭୁବନେଶ୍ବର: ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ
Read More...

ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯାଜପୁର, କଟକ ଓ କନ୍ଧମାଳକୁ ବାଦ୍ ଦେଇ ଆଉ ୧୮ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ବିଜେପିର ଟିକେଟ୍‌ ଘୋଷଣା ହେଲା ପରେ ଦଳୀୟ ମହଲରେ ବେଶ୍‌ ତତ୍ପରତା ପ୍ରକାଶ ପାଇଛି।
Read More...

ମନୀଦୀପା ସର୍ଖେଲ ବିଜେଡିରେ ସାମିଲ

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ପାରାଦୀପର ଟାଣୁଆ ଶ୍ରମିକ ନେତା ତଥା କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ବାପି ସର୍ଖେଲଙ୍କ ପତ୍ନୀ ମନୀଦୀପା ସର୍ଖେଲ। ଦଳୀୟ କାର୍ଯ୍ୟାଳୟରେ ଅୟୋଜିତ ମିଶ୍ରଣ ପର୍ବରେ ବିଜେଡି ସାଂସଦ ମାନସ ମଙ୍ଗରାଜ ଓ ପାରାଦୀପ ବିଧାୟକ ସମ୍ବିତ ରାଉତରାୟଙ୍କ
Read More...

କେବେ ଦେବେ ଭୋଟ୍ ? ଆସନ୍ତୁ ଜାଣିବା

ଓଡ଼ିଶାରେ ମେ’ ୧୩, ୨୦, ୨୫ ଓ ଜୁନ୍‌ ୧ରେ ଭୋଟ ଗ୍ରହଣ ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସାରା
Read More...

ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ: ଆଜି ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି। ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି
Read More...

ଶଙ୍ଖ ଛାଡି ପଦ୍ମ ଧରିଲେ ଅରିନ୍ଦମ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ ଶଙ୍ଖ ଛାଡ଼ି ପଦ୍ମ ଧରିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଦୁନିଆର ଲୋକପ୍ରିୟ ଅଭିନେତା ଅରିନ୍ଦମ ରାୟ। ସେ ଆଜି ବିଜେଡିର ସଭ୍ୟ ପଦରୁ ଇସ୍ତଫା ଦେଲା ପରେ ବିଜେପିରେ ସାମିଲ ହୋଇଛନ୍ତି। ସେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ନେଇ ଚିଠି
Read More...

ଆସନ୍ତାକାଲି ପ୍ରକାଶ ପାଇବ ନିର୍ବାଚନ ତାରିଖ

ନୂଆଦିଲ୍ଲୀ: ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯିବ। ଏହି ସମୟରେ ମୁଖ୍ୟ ନିର୍ବାଚନ କମିଶନ ଇଲେକ୍ସନ ତାରିଖ ଘୋଷଣା କରିବେ। ସାଧାରଣ ନିର୍ବାଚନ ଲାଗି  ତାରିଖ ଘୋଷଣା
Read More...

ବିଜେପି ଜାରି କଲା ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ: ବିଜେପି ଆଜି ଲୋକସଭା ପାଇଁ ଆଉ ୭୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। କିନ୍ତୁ ଏଥର ବି ତାଲିକାରେ ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାମ ନାହିଁ । ବରଂ ତାଲିକାରେ ବଡ଼ ବଡ଼ ନେତାଙ୍କ ନାଁ ରହିଛି । ଆଜି ଯେଉଁ ୭୨ଟି ଆସନ ପାଇଁ ଦଳ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛି ସେଥିରେ
Read More...

କଂଗ୍ରେସ ଦେଲା ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ କୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଦଳ ୩୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା। ଏଥିରେ ଓଡ଼ିଶାର କେହି ନଥିଲେ। ଏବେ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ
Read More...

ରାଜ୍ୟସଭାକୁ ଯିବେ ସୁଧା ମୂର୍ତ୍ତି

ନୂଆଦିଲ୍ଲୀ : ଇନଫୋସିସି ଫାଉଣ୍ଡେସନ ଅଧ୍ୟକ୍ଷ ତଥା ସହ ପ୍ରତିଷ୍ଠାତା ସୁଧା ମୂର୍ତ୍ତି ରାଜ୍ୟସଭାକୁ ମନୋନୀତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୂଧାମୂର୍ତ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ଏହି ସୂଚନା ଦେଇଛନ୍ତି। ରାଜ୍ୟସଭାକୁ ମନୋନୀତ ହେବା ପରେ
Read More...