ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ରାଜନୀତି

ଘୋଷଣା ହେଲା କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ: କଂଗ୍ରେସ ଜାରି କଲା ପ୍ରଥମ ପ୍ରାର୍ଥୀ ତାଲିକା। ପ୍ରଥମ ପ୍ରାର୍ଥୀ ତାଲିକାରେ ୩୯ ଜଣଙ୍କ ନାଁ ରହିଛି । ୮ଟି ରାଜ୍ୟର ୩୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ବାହାର କରିଛି କଂଗ୍ରେସ । କେରଳରୁ ୧୬, କର୍ଣ୍ଣାଟକ ୭, ଛତିଶଗଡ ୬, ତେଲେଙ୍ଗାନା ୪, ମେଘାଳୟ ୨, ନାଗାଲାଣ୍ଡ ୧, ତ୍ରିପୁରା
Read More...

ବିଜେଡିରେ ମିଶିଲେ ବିଜୟଙ୍କ ପୁଅ

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ । ମନ୍ତ୍ରୀ ପ୍ରତାପ ଜେନା ମଧ୍ୟ ଏହି ମିଶ୍ରଣ ପର୍ବ ସମୟରେ ଉପସ୍ଥିତ ରହିଥିଲେ । ବିଦ୍ଧିବଧଭାବେ ବିଜେଡିରେ ଯୋଗ ଦେଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ
Read More...

ନିର୍ବାଚନ ପାଇଁ ବଡ଼ ନିଷ୍ପତ୍ତି ନିଆଯାଉଥିବା ଆକଳନ

ଭୁବନେଶ୍ବର: ନବୀନ ନିବାସରେ ଆଜି ଅପରାହ୍ଣ ୩ଟାରୁ ୫ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ବୈଠକ ହୋଇଥିଲା। ଦ୍ବିତୀୟ ପର୍ଯ୍ୟା‌ୟରେ ପୁଣି ସନ୍ଧ୍ୟା ୬ଟାରେ ବୈଠକ ବସିଥିଲା। ଦ୍ବିତୀୟ ପର୍ଯ୍ୟାୟର ବୈଠକ ଶେଷ ହେଲା ପରେ ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା
Read More...

୨୦୨୪ ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ପ୍ରଥମ ପର୍ଯ୍ୟାୟରେ ୧୯୫ଟି ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି।ବାରଣାସୀରୁ ତୃତୀୟଥର ଲାଗି ନିର୍ବାଚନ ଲଢ଼ିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୯୫ ଆସନରୁ ଘୋଷଣା କଲା
Read More...

ଲୋକାର୍ପିତ ହେଲା ମନ୍ମଥ-ମନୋଜ ଐତିହ୍ୟ ସ୍ମାରକୀ

ବାଲେଶ୍ବର: ସ୍ବପ୍ନର ପ୍ରକଳ୍ପ ମନ୍ମଥ- ମନୋଜ ସ୍ମାରକୀକୁ ଆଜି ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଐତିହାସିକ ମନ୍ମଥନାଥ ଦାସ ଓ କଥାକାର ମନୋଜ ଦାସଙ୍କ ଏନ୍ତୁଡ଼ିଶାଳକୁ ଐତିହ୍ୟ ସ୍ମାରକୀର ରୂପ ଦିଆଯାଇଛି। ବାଲେଶ୍ୱର ସଂଖାରୀରେ ପ୍ରତିଷ୍ଠା
Read More...

ଆଜି ରାଜ୍ୟସଭା ନିର୍ବାଚନ

ନୂଆଦିଲ୍ଲୀ: ରାଜ୍ୟସଭାର ୧୫ଟି ଆସନ ପାଇଁ ଆଜି ଅନୁଷ୍ଠିତ ହେବ ନିର୍ବାଚନ। ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ, ପରେ ଅପରାହ୍ନ ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ। ରାଜ୍ୟସଭାରେ ମୋଟ ୫୬ଟି ଆସନ ଖାଲି ହୋଇଥିବା ବେଳେ ୪୧ଜଣ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ
Read More...

୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ ସରକାରଙ୍କ ‘ଆମ ହସ୍ପିଟାଲ’ ଯୋଜନାରେ ଏହି
Read More...

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ବର: ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି
Read More...

ନିର୍ବାଚନ ପ୍ରସ୍ତୁତି ନେଇ ରାଜୀବ କୁମାର କଣ କହିଲେ ?

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଆମେ ସଂପୂର୍ଣ୍ଣ ପ୍ରସ୍ତୁତ ଅଛୁ। ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ସମୀକ୍ଷା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଶନିବାର ଏହା କହିଛନ୍ତି। ଭୁବନେଶ୍ବରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସିଇସି କହିଛନ୍ତି, ୨୦୨୪ ଲୋକସଭା ନିର୍ବାଚନ ଓ
Read More...

ବିଜେଡିରେ ସାମିଲ ହେଲେ ଅଂଶୁମାନ

ଭୁବନେଶ୍ବର: କେନ୍ଦ୍ରାପଡ଼ା ରାଜନୀତିରେ ପରିବର୍ତ୍ତନ। କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଅଂଶୁମାନ ମହାନ୍ତି। ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନଳିନୀ ମହାନ୍ତିଙ୍କ ପୁଅ ଅଂଶୁମାନ ଦୁଇଦିନ ତଳେ କଂଗ୍ରେସ ଛାଡ଼ିଥିଲେ। ଆଜି ଶହ ଶହ ସମର୍ଥକଙ୍କ ସହ ଅଂଶୁମାନ ଏକ ବିରାଟ ରାଲିରେ ଶଙ୍ଖ ଭବନରେ
Read More...