Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ
Browsing Category
ରାଜନୀତି
ଓଡ଼ିଶାରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି
ଭୁବନେଶ୍ବର: ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଆଜି ହଟାଇ ଦିଆଯାଇଛି। ନିର୍ବାଚନ ଆୟୋଗ ଆଜି ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କୁ ଚିଠି ଲେଖି ଏନେଇ ଅବଗତ କରାଇଛନ୍ତି। ଏପଟେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ!-->…
Read More...
Read More...
ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ହାରିଲା ବିଜେଡି
ଭୁବନେଶ୍ବର: ପ୍ରଥମେ ଅରୁଣ ସାହୁ ଏବେ ଶଶୀଭୂଷଣ ବେହେରା। ବିଜେଡିର ପରାଜୟ ପରେ ଏବେ ଦଳର ଜଣେ ପରେ ଜଣେ ନେତା ମୁହଁ ଖୋଲି ଆରମ୍ଭ କରିଦେଲେଣି। ଆଜି ବରିଷ୍ଠ ନେତା ଶଶୀଭୂଷଣ ବେହେରା ବିଜେଡି ପରାଜୟକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଦଳର ବରିଷ୍ଠ ନେତାଙ୍କୁ ନିର୍ବାଚନ!-->…
Read More...
Read More...
ଆସନ୍ତା ୯ ରେ ଶପଥ ନେଇପାରନ୍ତି ମୋଦୀ !
ନୂଆଦିଲ୍ଲୀ: ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ। ରବିବାର ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଶପଥ ନେବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ ଜୁନ୍ ୮ତାରିଖରେ!-->…
Read More...
Read More...
ମୋଦୀ ସରକାରକୁ ସମର୍ଥନ କଲେ ନୀତୀଶ,ନାଇଡୁ
ନୂଆଦିଲ୍ଲୀ: ଆଜି ଅର୍ଥାତ ବୁଧବାର ଦିଲ୍ଲୀରେ ରାଜଧାନୀ ଦିଲ୍ଲୀରେ ଏନଡିଏର ସହଯୋଗୀ ଦଳର ଶୀର୍ଷ ନେତାଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଟିଡିପି ନେତା ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଯୋଗ ଦେଇଥିଲେ। ପାରିତ ହୋଇଥିବା ଏକ ପ୍ରସ୍ତାବରେ!-->…
Read More...
Read More...
ପୁଣି ଜିତିଲେ ଅପରାଜିତା
ଭୁବନେଶ୍ୱର: ପୁଣି ବିଜୟର ମୁକୁଟ ପିନ୍ଧିଲେ ଅପରାଜିତା ଷଡ଼ଙ୍ଗୀ। ଅପରାଜିତା ଭୁବନେଶ୍ବରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ!-->…
Read More...
Read More...
ଓଡିଶାକୁ ଧନ୍ୟବାଦ ଜଣେଇଲେ ମୋଦୀ
ଭୁବନେଶ୍ବର: ଧନ୍ୟବାଦ ଓଡ଼ିଶା! ସୁଶାସନ ନେଇ ବଡ଼ ବିଜୟ କହି ସୋଶାଲ୍ ମିଡ଼ିଆ ଏକ୍ସରେ ବଧେଇ ଜଣାଇଲେ ମୋଦି। ଲୋକଙ୍କ ସ୍ୱପ୍ନ ପୂରଣ ପାଇଁ ବିଜେପି ସୁଯୋଗ ହାତଛଡ଼ା କରିବନି। ବିଜେପି କାର୍ଯ୍ୟକର୍ତ୍ତା କଠିନ ପରିଶ୍ରମ ଯୋଗୁ ଏହା ସମ୍ଭବ ବୋଲି ମୋଦି ସୋଶାଲ ମିଡ଼ିଆ Xରେ ଲେଖିଛନ୍ତି।
!-->!-->!-->…
Read More...
Read More...
ହିଞ୍ଜିଳିରୁ ଜିତିଲେ ନବୀନ
ଭୁବନେଶ୍ବର, ଚଳିତବର୍ଷ ନିର୍ବାଚନରେ ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ!-->…
Read More...
Read More...
ଦିଗପହଣ୍ଡିରେ ବିଜୟ ମୁକୁଟ ପିନ୍ଧିଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି: ବିଜେଡି ଗଡରେ ବିଜୟୀ ହେଲା ବିଜେପି। ଦିଗପହଣ୍ଡିରେ ଜିତିଲେ ଅଭିନେତା ସିଦ୍ଧାନ୍ତ ମହାପାତ୍ର। ବିଜେଡି ପ୍ରାର୍ଥୀ ବିପ୍ଲବ ପାତ୍ରଙ୍କୁ ୧୫ ହଜାରରୁ ଅଧିକ ଭୋଟରେ ହରାଇ ଜିତିଛନ୍ତି ବିଜେପି ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର।
ବିପ୍ଲବ ହେଉଛନ୍ତି ବିଜେଡିର ପୁରୁଖା ନେତା!-->!-->!-->…
Read More...
Read More...
ବାରଣାସିରୁ ତୃତୀୟ ଥର ଜିତିଲେ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତୃତୀୟ ଥର ପାଇଁ ଉତ୍ତର ପ୍ରଦେଶର ବାରଣାସୀ ଲୋକସଭା ଆସନରୁ ବିଜୟୀ ହୋଇଛନ୍ତି। ସେ କଂଗ୍ରେସର ଅଜୟ ରାୟଙ୍କ ପ୍ରାୟ ଦେଢ ଲକ୍ଷ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ମୋଦୀଙ୍କୁ ପ୍ରାୟ ୬ ଲକ୍ଷ ୧୨ ହଜାର ଭୋଟ ମିଳିନଥିବାବେଳେ ଅଜୟ ରାୟଙ୍କୁ ୪ ଲକ୍ଷ ୬୦ ହଜାର!-->…
Read More...
Read More...
କଣ୍ଟାବାଞ୍ଜିରୁ ହାରିଲେ ନବୀନ
ଭୁବନେଶ୍ବର: ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଏହି ନିର୍ବାଚନ କ୍ଷେତ୍ରରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ବିଜୟୀ!-->…
Read More...
Read More...