Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କ୍ରସ୍ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category
ରାଜନୀତି
ମିସନ ଶକ୍ତି ସଚିବ ସୁଜାତା ଆର୍. କାର୍ତ୍ତିକେୟନଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ…
ଭୁବନେଶ୍ବର: ୨୦୦୦ ମସିହା ଓଡ଼ିଶା କ୍ୟାଡରର ଆଇଏଏସ୍ ତଥା ମିସନ ଶକ୍ତି ସଚିବ ସୁଜାତା ଆର୍. କାର୍ତ୍ତିକେୟନଙ୍କୁ ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି। ସେ ମିସନ ଶକ୍ତି ବିଭାଗରେ ସେକ୍ରେଟାରି ଭାବେ କାମ କରିବା ସହ ଓଡ଼ିଆ ଭାଷା,!-->…
Read More...
Read More...
ନେପାଳ ଭୂମିକମ୍ପରେ ୧୨୯ ମୃତ, ଶତାଧିକ ଆହତ
କାଠମାଣ୍ଡୁ: ବଡ଼ ଧରଣର ଭୂମିକମ୍ପରେ ଥରି ଉଠିଛି ନେପାଳ। ହୋଇଛି। ୬.୪ ତୀବ୍ରତାରେ ଥରି ଉଠିଲା ନେପାଳ । ଭୂମିକମ୍ପରେ ୧୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଛନ୍ତି । ଅନେକ ଲୋକ ଘର ତଳେ ଚାପି ହୋଇ ରହିଥିବା ସୂଚନା ରହିଛି ।
ନେପାଳରେ ହୋଇଥିବା ଭୂକମ୍ପର ପ୍ରଭାବ!-->!-->!-->!-->!-->…
Read More...
Read More...
ପ୍ରତାପ ଓ ସଞ୍ଜୟଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ
ଭୁବନେଶ୍ବର: ବିଧାୟକ ପ୍ରତାପ ଜେନା ଓ ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମାଙ୍କୁ ଆଜି ଦଳ ପକ୍ଷରୁ ଜିଲ୍ଲା ବଡ ଦାୟିତ୍ବ ଦିଆଯାଇଛି। ଉଭୟ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଓ ସଞ୍ଜୟ!-->…
Read More...
Read More...
ଦୁଇ ବିଜେପି ବିଧାୟକ ମୋହନ ଏବଂ ମୁକେଶ ନିଲମ୍ବିତ
ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନର ଗୃହ କାର୍ଯ୍ୟ ଜାରି ଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମକୁ ବିଜେପିର ବିଧାୟକମାନେ ହୋହାଲ୍ଲା କରିବା ସହିତ ଡାଲି ଫିଙ୍ଗିଛନ୍ତି। ଏହି ଘଟଣା ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ବିଧାୟକ ମୋନହ ଚରଣ ମାଝୀ ଓ ଲୋଇସିଂହା ବିଧାୟକ!-->…
Read More...
Read More...
ଡିଏଫଓଙ୍କ ଘରେ ଭିଜିଲାନ୍ସ ରେଡ୍
ରାୟଗଡ଼ା: ରାୟଗଡ଼ା ଡିଏଫଓଙ୍କ ଘରେ ପଶିଲା ଭିଜିଲାନ୍ସ । ଡିଏଫଓ ବିଜୟ କୁମାର ପରିଡ଼ାଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲାର ୭ଟି ସ୍ଥାନରେ ଏହି ଚଢାଉ କରିଛି ଭିଜିଲାନ୍ସ!-->…
Read More...
Read More...
ବିଧାୟକ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ବାଳ କଂଗ୍ରେସରୁ ନିଲମ୍ବିତ
ଭୁବନେଶ୍ବର: ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ଚିରଂଜୀବ ବିଶ୍ବାଳ କଂଗ୍ରେସରୁ ନିଲମ୍ବିତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ନିଲମ୍ବିତ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏହି ଦୁଇ ନେତାଙ୍କୁ ସସପେଣ୍ଡ କଲା ଏଆଇସିସି । ଦଳ ବିରୋଧୀ!-->…
Read More...
Read More...
୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଢ଼ିଶା ଗସ୍ତ ଚୂଡ଼ାନ୍ତ ହୋଇଛି। ଆସନ୍ତା ୨୬ ତାରିଖରେ ସେ କଟକ ଆସିବେ। ଏଥର ରାଷ୍ଟ୍ରପତି କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜର ଛାତ୍ର ସଂସଦ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଏସସିସି!-->…
Read More...
Read More...
କଳାହାଣ୍ଡି ଜିଲ୍ଲା ପାଇଁ ବିଜେଡିର ନୂତନ କର୍ମକର୍ତ୍ତା ନିଯୁକ୍ତ
ଭୁବନେଶ୍ବର: ଆଜି ବିଜେଡିର କଳାହାଣ୍ଡି ଜିଲ୍ଲା ପାଇଁ ନୂତନ କର୍ମକର୍ତ୍ତା ନିଯୁକ୍ତ ହୋଇଛନ୍ତି । ପୁଷ୍ପେନ୍ଦ୍ର ସିଂଦେଓ ଜିଲ୍ଲା ବିଜେଡି ସଭାପତି ହୋଇଥିବାବେଳେ କାର୍ଯ୍ୟକାରୀ ସଭାପତି ହୋଇଛନ୍ତି ଦିବ୍ୟ ଶଙ୍କର ମିଶ୍ର । ସେହିପରି ୭ ଜଣଙ୍କୁ ଉପସଭାପତି, ୮ ସାଧାରଣ ସମ୍ପାଦକ ଓ ୧୨ ସମ୍ପାଦକ!-->…
Read More...
Read More...
ରଥଯାତ୍ରାରେ ହୋଇପାରେ ବର୍ଷା
ଭୁବନେଶ୍ବର: ଆସନ୍ତା ଦୁଇ-ତିନି ଦିନ ମଧ୍ୟରେ ଓଡ଼ିଶା ରେ ପ୍ରବେଶ କରିବ ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଦୁଇ ଦିନ ପରେ ପାଗରେ ପରିବର୍ତ୍ତନ ଦେଖାଯିବ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
୨୦ ତାରିଖରୁ!-->!-->!-->…
Read More...
Read More...