ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ରାଜନୀତି

୩ୟ ଥର ଶପଥ ନେଲେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ…
Read More...

ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଲେ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : କାର୍ତ୍ତିକ ପାଣ୍ଡିଆନ୍‌ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ବିଜେଡିର ପରାଜୟ ପାଇଁ ହାତ ଯୋଡ଼ି କ୍ଷମା ମାଗିଲେ, କହିଲେ ମହାପ୍ରଭୁଙ୍କ କୃପାରୁ ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିଲି ଏବଂ ସଫଳ ହୋଇଛି।…
Read More...

ଜୁନ୍‌ ୧୨ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ। ଜୁନ୍‌ ୧୦ ପରିବର୍ତ୍ତେ ଜୁନ୍‌ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ ଦଳ ବୈଠକ ବସିବ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ…
Read More...

ହାଇକମାଣ୍ଡଙ୍କ ଡ଼ାକରାରେ ଦିଲ୍ଲୀ ଗଲେ ସୁରେଶ ପୂଜାରୀ

ଭୁବନେଶ୍ୱର: ହାଇକମାଣ୍ଡଙ୍କ ଡ଼ାକରାରେ ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର ସେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା…
Read More...

ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଦାୟିତ୍ବ ନେବେ ମୋଦୀ

ନୂଆଦିଲ୍ଲୀ : ଆଜି(ରବିବାର) ରାଷ୍ଟ୍ରପତି ଭବନରେ ସନ୍ଧ୍ୟା ୭ଟା ୧୫ ମିନିଟରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହ କିଛି କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏହି ଉତ୍ସବରେ ଯୋଗ ଦେବା ପାଇଁ ଦେଶବିଦେଶରୁ ମାନ୍ୟଗଣ୍ୟ ଅତିଥି ଯୋଗ ଦେବେ। ୬ ଜଣ…
Read More...

କେଉଁ ଆସନ ଛାଡ଼ିବେ ରାହୁଲ ?

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ଚଳିତ ଲୋକସଭା ନିର୍ବାଚନରେ ଉତ୍ତର ପ୍ରଦେଶର ରାଏବରେଲୀ ଓ କେରଳର ୱାୟନାଡ ଆସନରୁ ଜିତିଛନ୍ତି। ଏହି ଦୁଇ ଆସନ ମଧ୍ୟରୁ ତାଙ୍କୁ ଗୋଟିଏ ଛାଡ଼ିବାକୁ ପଡ଼ିବ। ଏହାକୁ ନେଇ ଉଭୟ ନିର୍ବାଚନ ମଣ୍ଡଳୀର ଲୋକ ଦ୍ୱନ୍ଦ୍ୱରେ ଥିବା ବେଳେ ରାହୁଲ ତାଙ୍କ ୱାୟନାଡ…
Read More...

ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ବର: ପଦ୍ମ ଧରିବେ ପ୍ରସନ୍ନ ପାଟ୍ଟଶାଣୀ। ବିଜେପିରେ ସାମିଲ ହେବେ ପ୍ରସନ୍ନ ପାଟ୍ଟଶାଣୀ। ଶଙ୍ଖ ଛାଡି ପଦ୍ମ ଧରିବେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ। ଦିଲ୍ଲୀ ବିଜେପି କାର୍ଯ୍ୟାଳୟ ସାମ୍ନାରେ ପାଟ୍ଟଶାଣୀଙ୍କୁ ଦେଖିବା ପରେ ଏବେ ଏଭଳି ଗୋଟିଏ ଚର୍ଚ୍ଚା ଜୋର ଧରିଛି। ଦୀର୍ଘ ବର୍ଷ ଧରି…
Read More...

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ?

ଭୁବନେଶ୍ବର: ବିଜେପି ସରକାରରେ କିଏ ହେବେ ମୁଖ୍ୟମନ୍ତ୍ରୀ, ସେ ନେଇ ଜାରି ରହିଛି କଳ୍ପନାଜଳ୍ପନା। ଓଡିଶାରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା କାହାକୁ ବାଛିବ ତାହା କେହି ଠଉରାଇ ପାରୁନାହାନ୍ତି। ଇତିମଧ୍ୟରେ ରାଜ୍ୟ ବିଜେପି ନେତାମାନେ ଆଲୋଚନା ପାଇଁ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଫଳାଫଳ…
Read More...

ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ୱତନ୍ତ୍ର ଅତିଥି ହେବେ କର୍ମଚାରୀ, କିନ୍ନର ଓ ଶ୍ରମିକ

ଭୁବନେଶ୍ବର: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ।ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ଅତିଥି ତାଲିକାରେ ଅଛନ୍ତି ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ କାମ କରୁଥିବା ସଫେଇ କର୍ମଚାରୀ, କିନ୍ନର ଏବଂ…
Read More...

ଦିଲ୍ଲୀରେ ବିଧାନସଭା ନିର୍ବାଚନ ଏକା ଲଢ଼ିବ ଆପ୍‌

ନୂଆଦିଲ୍ଲୀ: ଚଳିତ ଲୋକସଭାରେ କଂଗ୍ରେସ ସହ ମେଣ୍ଟ କରି ନିର୍ବାଚନ ଲଢ଼ିଥିବା କ୍ଷମତାସୀନ ଆପ୍‌ ନେଇଛି ବଡ଼ ନିଷ୍ପତ୍ତି। ଆସନ୍ତାବର୍ଷ ପ୍ରଥମ ଭାଗରେ ହେବାକୁ ଥିବା ଦିଲ୍ଲୀ ବିଧାନସଭାରେ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଆପ୍‌ ଏକାକୀ ଲଢ଼ିବ ବୋଲି ଆଜି ଘୋଷଣା କରିଛି। ସୂଚନା ଅନୁସାରେ, ୨୦୨୪…
Read More...