ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

ରାଜନୀତି

ଝାରସୁଗୁଡା ଉପନିର୍ବାଚନ;ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ

ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ରୁ ଆରମ୍ଭ ହୋଇଯାଇଛି ମତଦାନ। ଭୋଟରମାନଙ୍କୁ ଫୁଲ ଚନ୍ଦନ ଦେଇ ଟିକା ଲଗାଇ ମତଦାନ କେନ୍ଦ୍ରକୁ ସ୍ବାଗତ କରାଯାଉଛି। ଆଦର୍ଶ ଓ ପିଙ୍କ ବୁଥଗୁଡ଼ିକରେ ଭୋଟରଙ୍କ ପାଇଁ ସ୍କ୍ବାସ୍‌ ପାଣି, ସରବତ, ତରଭୁଜର ବି ବ୍ୟବସ୍ଥା କରାଯାଇଛି। ଭୋଟ୍ ଦେବାକୁ
Read More...

ଆସନ୍ତାକାଲି ଝାରସୁଗୁଡା ପ୍ରଚାର ମୈଦାନରେ ମୁହାଁମୁହିଁ ହେବେ ନବୀନ-ଧର୍ମେନ୍ଦ୍ର

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ସୋମବାର ସନ୍ଧ୍ୟାରେ ଶେଷ ହେଉଥିବାରୁ ଆସନ୍ତାକାଲି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ପ୍ରଚାର ପାଇଁ ନବୀନ ଝାରସୁଗୁଡ଼ା ଯିବେ । ସେହିପରି  ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ସପକ୍ଷରେ ପ୍ରଚାର ପାଇଁ ଧର୍ମେନ୍ଦ୍ର
Read More...

ସଭାପତି ପଦକୁ ଫେରିଲେ ଶରତ ପୱାର

ମୁମ୍ବାଇ: ଏନସିପି ସଭାପତି ପଦକୁ ପୁଣି ଫେରିଲେ ପୱାର । ସଭାପତି ଭାବେ କାର୍ଯ୍ୟ ଜାରି ରଖିବେ ଶରଦ ପୱାର । ଇସ୍ତାଫା ପ୍ରତ୍ୟାହାର କରିଛନ୍ତି ଏନସିପି ସୁପ୍ରିମୋ ଶରଦ ପୱାର । ସେ ଆଜି ଅପରାହ୍ନରେ ପ୍ରେସ୍ କନଫରେନ୍ସରେ ଘୋଷଣା କରି କହିଛନ୍ତି ଯେ, ମୁଁ ଆପଣମାନଙ୍କ ଭାବନାକୁ ଅପମାନ କରିପାରିବି
Read More...

ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ବର: କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।  ଏ ଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ବିଜୟଙ୍କ ନାଁରେ ମୋହର ଲାଗିଛି। ଅନ୍ୟପକ୍ଷରେ ରାଜ୍ୟ କଂଗ୍ରେସ ପକ୍ଷରୁ ୨୭ ଜଣିଆ ରାଜନୀତିକ
Read More...

ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ବର: ଦୀପାଳିଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗୁରୁବାର ବିଜୁ ଜନତା ଦଳ ଝାରସୁଗୁଡା ଉପ ନିର୍ବାଚନ ପାଇଁ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ
Read More...

ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଭରିବେ ଦିପାଳୀ

ଝାରସୁଗୁଡା: ଉପନିର୍ବାଚନ ପାଇଁ ଆସନ୍ତା ୧୮ ତାରିଖରେ ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଏନେଇ ବିଜେଡି ଉପନିର୍ବାଚନ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି। ସେପଟେ ଆସନ୍ତା ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ଭରିବେ। ଝାରସୁଗୁଡା
Read More...

ଜାତୀୟ ଦଳର ମାନ୍ୟତା ପାଇଲା ‘ଆପ’

ନୂଆଦିଲ୍ଲୀ: ତିନୋଟି ଜାତୀୟ ରାଜନୈତିକ ଦଳ ହରାଇଲେ ମାନ୍ୟତା। ଯଥା ମମତା ବାନାର୍ଜୀଙ୍କ ତୃଣ ମୂଳ କଂଗ୍ରେସ ଟିଏମସି, ଶରଦ ପାୱାରଙ୍କ ଏନସିପି ହରାଇଲା ଜାତୀୟ ରାଜନୈତିକ ଦଳର ମାନ୍ୟତା  । ସେହିପରି ସିପିଆଇ ବି ହରାଇଲା ଜାତୀୟ ଦଳ ମାନ୍ୟତା। ତେବେ  ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି
Read More...

ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ବ ଦେଲା ବିଜେଡି

ଝାରସୁଗୁଡ଼ା: ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସେମାନେ ହେଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ତେବେ ସାରଦା ପ୍ରସାଦ ନାୟକ ଏବେ ଦଳର ଝାରସୁଗୁଡ଼ା ଜିଲ୍ଲା
Read More...

ଝାରସୁଗୁଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରୁସୁଗୁଡା; ଝାରସୁଗୁଡା ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ହେବେ ଦୀପାଳି ଦାସ । ଆଜି ଦୀପାଳି ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ହେଉଛନ୍ତି ଦୀପାଳି ଦାସ । ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ହେବ
Read More...

ମେ ୧୦ରେ କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ପଡିବ ଭୋଟ

ନୂଆଦିଲ୍ଲୀ; କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆଜି ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଜାତୀୟ ନିର୍ବାଚନ କମିସନ । ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା
Read More...