ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ରାଜନୀତି

କଣ୍ଟାବାଞ୍ଜିରୁ ହାରିଲେ ନବୀନ

ଭୁବନେଶ୍ବର: ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଏହି ନିର୍ବାଚନ କ୍ଷେତ୍ରରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ବିଜୟୀ…
Read More...

କେନ୍ଦ୍ରରେ କଡା ଟକ୍କର, ସବୁଠି ବିଜେପି ଆଗରେ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି। ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍‌ରେ ଆଗୁଆ ଅଛନ୍ତି। ଲକ୍ଷ୍ନୌ ଲୋକସଭା ଆସନରେ ଆଗରେ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଦିଲ୍ଲୀର ୭ଟି ଲୋକସଭା ଆସନରେ…
Read More...

୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି

ଭୁବନେଶ୍ବଣ: ଆରମ୍ଭ ହେଲା ଭୋଟ୍ ଗଣତି । ରାଜ୍ୟରେ ୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ବାଲାଟ ଗଣତି ଶେଷ ପରେ ଇଭିଏମ ଗଣତି ଆରମ୍ଭ ହେବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ପାଇଁ ସିଆରପିଏଫ୍ ଯବାନ, ଡିସିପି…
Read More...

ବିଧାନସଭା ଭାଙ୍ଗିଲେ ରାଜ୍ୟପାଳ

ଭୁବନେଶ୍ୱର: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍‌ ମଧ୍ୟ ସୁପାରିସ କରିଥିଲା। …
Read More...

ଐତିହାସିକ ରେକର୍ଡ ହାସଲ କରିଛି ଭାରତ : ଭୋଟ ଦେଇଛନ୍ତି ୬୪ କୋଟିରୁ ଅଧିକ ଭୋଟର

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଫଳାଫଳ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ। ଚଳିତ ବର୍ଷ ଭୋଟିଂରେ ବିଶ୍ୱ ରେକର୍ଡ କରିଛି ଭାରତ। ମୋଟ ୬୪.୨ କେଟି ଭୋଟର ନିଜର ମତସାବ୍ୟସ୍ତ କରି ଏହି ରେକର୍ଡ କରିଛନ୍ତି। ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର…
Read More...

ଆଜି ମାରାଥନ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ନିର୍ବାଚନର ବ୍ୟସ୍ତତା ଭିତରୁ ବାହାରି ଓ ଆଧ୍ୟାତ୍ମିକ ବିରତିରୁ ଫେରି ନୂଆ ସରକାର ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଗାମୀ କାର୍ଯ୍ୟ ଉପରେ ଧ୍ୟାନ କେନ୍ଦ୍ରୀଭୂତ କରିଛନ୍ତି ପ୍ରଧାନମନ୍ତ୍ରୀ। ସୂଚନାଯୋଗ୍ୟ, ସରକାରକୁ ଆସିଲେ, ପ୍ରଥମ ୧୦୦…
Read More...

ବିଜେଡି କହିଲା, ଭୁଲ୍ ହେବ ଆକଳନ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ୪୮ ଘଣ୍ଟା ବାକି ରହିଛି। ଏହା ପୂର୍ବରୁ ପ୍ରକାଶ ପାଇଥିବା ବୁଥ୍ ବାହୁଡ଼ା ମତକୁ ନେଇ ସବୁଠି ଚର୍ଚ୍ଚା ଆଲୋଚନା ଜୋର୍ ଧରିଛି। ଏମିତି ସମୟରେ ବିଜୁ ଜନତା ଦଳ ଗୋଟିଏ ବଡ଼ ବୟାନ ଦେଇଛି। ବିଜେଡି ନେତା ତଥା ଦଳର ସାମାଜିଣ ଗଣମାଧ୍ୟମ ଓ୍ବିଙ୍ଗ୍‌ର…
Read More...

ଧମକାଇଲା ବିଜେପି: ରାସ୍ତାକୁ ଓହ୍ଲାଇବୁ, ଅଣ୍ଡା ମାଡ଼ କରିବୁ

ଭୁବନେଶ୍ବର: ନିର୍ବାଚନ ଶେଷ ପରେ ବି ରାଜନୀତି ତାତି କମିନି। ଆଜି ବିଜେପି ରାଜରାସ୍ତାକୁ ଆସିବାକୁ ଧମକ ଦେଇଛି। ବିଜେପି ଯୁବ ମୋର୍ଚ୍ଚା ଉପ ସଭାପତି ସଂଗ୍ରାମ ପାତ୍ର ଆଜି ଗଣମାଧ୍ୟମକୁ କହିଛନ୍ତି ଯେ ଦଳର ଯୁବ ସଭାପତି ଅଭିଳାଷ ପଣ୍ଡାଙ୍କ ଆକ୍ରମଣ ଘଟଣାରେ ସେମାନେ ଆନ୍ଦୋଳନ କରିବେ। ଡିଜି…
Read More...

ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ

ନୂଆଦିଲ୍ଲୀ : ସୋସିଆଲ ମିଡ଼ିଆ ଏକ୍ସ ଜରିଆରେ ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନ୍‌ଡିଏ ସରକାରକୁ ପୁଣି ନିର୍ବାଚିତ କରିବାକୁ ରେକର୍ଡ ସଂଖ୍ୟକ ଭୋଟ୍ କରିଛନ୍ତି ଜନତା। ଏହା ଆତ୍ମବିଶ୍ୱାସର ସହ କହିପାରେ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ…
Read More...

ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ବର: ଓଡ଼ିଶାରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ। ରାଜ୍ୟରେ ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଜାରି ରହିଛି ମତଦାନ। ଭୋଟ୍ ଦେଇଛନ୍ତି ରାଜ୍ୟବାସୀ। ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହାରି ମଧ୍ୟରେ ଜଗତସିଂହପୁରରେ ସର୍ବାଧିକ ଓ ଭଦ୍ରକରେ…
Read More...