ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ
Browsing Category

ରାଜନୀତି

ଜିଏସଟି ଲାଗୁ ପରେ କମିଲା ମଦର ଡେରୀର ସମସ୍ତ ଉତ୍ପାଦ

ନ୍ୟୁଜ୍ ବ୍ୟୁରୋ: ଜିଏସଟି ଲାଗୁ ପରେ ନୂଆ ଦର ୨୨ ସେପ୍ଟେମ୍ବର ୨୦୨୫ରୁ ଲାଗୁ ହେବାକୁ ଯାଉଛି। ଜିଏସଟିର ନୂଆ ଦର ଲାଗୁ ହେବା ପୂର୍ବରୁ ମଦର୍‌ ଡେରୀ କ୍ଷୀର, ଘିଅ, ପନୀର, ଚିଜ୍‌ ଆଦିର ଦାମ୍‌ ହ୍ରାସ କରି ନୂଆ ତାଲିକା ସାମ୍ନାକୁ ଆଣିଛି। ସରକାରଙ୍କ ଜିଏସଟି ହ୍ରାସ ଓ ଅତ୍ୟାବଶ୍ୟକ ଜିନିଷ
Read More...

ଗଣେଶ ଭସାଣି ବେଳେ ମାଡ଼ିଗଲା ଟ୍ରକ୍‌: ୮ ମୃତ, ୨୦ ଗୁରୁତର

କର୍ଣ୍ଣାଟକ: ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ। କର୍ଣ୍ଣାଟକ ହାସନ ଜିଲାର ଏକ ଗାଁରେ ଶୁକ୍ରବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଶୋଭାଯାତ୍ରା ମଧ୍ୟକୁ ଏକ ଟ୍ରକ୍‌ ମାଡ଼ିଯିବାରୁ ୮ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ଗଣେଶ ଚତୁର୍ଥୀ
Read More...

ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ; ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ଦେଶର ବିଭିନ୍ନ ରାଜ୍ୟର
Read More...

ଦଳରୁ ନିଲମ୍ବିତ ହେବା ପରେ ଇସ୍ତଫା ଦେଲେ ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଏବଂ କାମାଖ୍ୟାନଗରର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳରୁ ନିଲମ୍ବିତ କଲା ବିଜେଡି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ସସପେଣ୍ଡ ହୋଇଛନ୍ତି ପ୍ରଫୁଲ୍ଲ ମଲ୍ଲିକ। ଏହି ନିଲମ୍ବନ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦଳର
Read More...

୪୦ କୋଟି ବ୍ୟୟରେ ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

ଭୁବନେଶ୍ବର: ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା। ଏନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ। ଏଥିଲାଗି ଜମି ଚିହ୍ନଟ ସରିଛି। ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ
Read More...

ନେପାଳରେ ଫସିଥିବା ୨୩ ଓଡ଼ିଆ ଯାତ୍ରୀ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ବର: ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି । ଓଡ଼ିଶାରୁ ୨୩ ଜଣ ଯାତ୍ରୀ ନେପାଳ ବୁଲିବାକୁ ଯାଇଥିଲେ । ନେପାଳରେ ହିଂସାକାଣ୍ଡ ହେବା ପରେ ଫସି ରହିଥିଲେ ବହୁ ପର୍ଯ୍ୟଟକ। ଉକ୍ତ
Read More...

ବିଜେଡି ସଠିକ୍‍ ଭାବେ ନଚାଲିଲେ ଦଳ ଛାଡିବି: ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ବର: ବିଜେଡି ପରିଚାଳନାକୁ ନେଇ ମୁହଁ ଖୋଲିଛନ୍ତି ଆଉ ଜଣେ ଟାଣୁଆ ନେତା। ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଆଜି ମୁହଁ ଖୋଲି କହିଛନ୍ତି ଯେ ଆଗକୁ ଯଦି ଦଳ ଠିକ୍‍ ଭାବେ ନଚାଲେ ତାହେଲେ ଦଳ ଠାରୁ ଦୂରେଇବି। ଦୀର୍ଘଦିନ ପରେ ବିଜେଡିରେ ଚାଲିଥିବା
Read More...

ବିଜେଡି ଛାଡିଲେ ଏନ୍‍.ଭାସ୍କର ରାଓ

ଭୁବନେଶ୍ଵର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ସେ ଏକ ବଡ଼ ଘୋଷଣା କରି ବିଜୁ ସ୍ବାଭିମାନ ମଞ୍ଚ ଗଠନ ହେବା ନେଇ ସୂଚନା ଦେଇଛନ୍ତି। ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା
Read More...

ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନି ବିଜେଡି

ଭୁବନେଶ୍ବର: ଆସନ୍ତାକାଲି ହେବାକୁ ଥିବା ଉପ-ରାଷ୍ଟ୍ରପତି ନିର୍ବାଚନକୁ ନେଇ ନିଜର ସ୍ଥିତି ସ୍ପଷ୍ଟ କରିଛି ବିଜୁ ଜନତା ଦଳ। ଉପ-ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଅନୁପସ୍ଥିତ ରହିବ ବୋଲି ବିଧିବଦ୍ଧ ଘୋଷଣା କରିଛି। ବିଜେଡିର ରାଜ୍ୟସଭା ନେତା ସସ୍ମିତ ପାତ୍ର ଏନେଇ ସୂଚନା ଦେଇଛନ୍ତି।ବିଜୁ
Read More...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗାଁ ଶ୍ମଶାନରେ ଯବାନଙ୍କ ଶେଷକୃତ୍ୟ ସଂପନ୍ନ

ଅତାବିରା: ଜନ୍ମମାଟିରେ ବିଏସ୍‌ଏଫ୍‌ ଯବାନଙ୍କ ମରଶରୀର। ଅତାବିରା ବ୍ଲକ ଗୋଡ଼ଭଗା ଗାଁର ଯବାନ ଖଗେନ୍ଦ୍ର ମହାପାତ୍ର ମେଘାଳୟରେ କାର୍ଯ୍ୟରତ ଥିବା ବେଳେ ଶହୀଦ ହୋଇଥିଲେ। ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଶେଷକୃତ୍ୟ କରାଯାଇଛି । ମଣିପୁର, ମିଜୋରାମ ଅନ୍ତର୍ଗତ ଆଇଯାଲରେ
Read More...