ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category

ରାଜନୀତି

ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିଚି ଆସନ ଛାଡିଲେ ବିଜୟ

ତାମିଲନାଡୁ: ଟିଭିକେ ନେତା ଚନ୍ଦ୍ରଶେଖର ଯୋଶେଫ ବିଜୟ ରବିବାର ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ବିଜୟ ତିରୁଚିରାପଲ୍ଲୀ-ପୂର୍ବ (ତ୍ରିଚି) ଏବଂ ପେରାମ୍ବୁର ଏହି ଦୁଇଟି ଆସନରୁ ପ୍ରତିଦ୍ବନ୍ଦ୍ବିତା କରି ଉଭୟ ଆସନରେ ବିଜୟୀ…
Read More...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା: ପଶ୍ଚିମବଙ୍ଗ ରାଜନୀତିରେ ଶନିବାର ଏକ ଐତିହାସିକ ଅଧ୍ୟାୟ ଯୋଡ଼ାଯାଇଛି। ଭାଜପାର ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।ଶୁଭେନ୍ଦୁଙ୍କ ସହ ଦିଲୀପ ଘୋଷ…
Read More...

ବଙ୍ଗର ପ୍ରଥମ ମହିଳା ଉପ-ମୁଖ୍ୟମନ୍ତ୍ରୀ ଅଗ୍ନିମିତ୍ରା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଜେପି ସରକାର ଗଠନ ପରେ ରାଜ୍ୟର ନୂଆ ନେତୃତ୍ୱକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦଳ ପକ୍ଷରୁ ଶୁଭେନ୍ଦୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଏବଂ ଅଗ୍ନିମିତ୍ରା ପଲ୍ ଓ ନିଶିଥ ପ୍ରମାଣିକଙ୍କୁ ଉପ-ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ହୋଇଛି। ବଙ୍ଗ ରାଜନୀତିରେ ପ୍ରଥମଥର…
Read More...

ସୁଦୃଢ଼ ହେବ ଓଡ଼ିଶା-ବଙ୍ଗ ସମ୍ପର୍କ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଲିକତା: ପଶ୍ଚିମବଙ୍ଗରେ ବିଜେପି ସରକାର ଗଠନକୁ ଐତିହାସିକ ଓ ସ୍ମରଣୀୟ ଘଟଣା ବୋଲି ବର୍ଣ୍ଣନା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପି ବିଧାୟକ ଦଳ ନେତା ଚୟନ କାର୍ଯ୍ୟକ୍ରମରେ ସହ-ପର୍ଯ୍ୟବେକ୍ଷକ ଭାବେ ଯୋଗଦେଇ ସେ କହିଛନ୍ତି ଯେ, ଏହି ରାଜନୈତିକ ପରିବର୍ତ୍ତନ ଓଡ଼ିଶା ଓ…
Read More...

ଦିଦିଙ୍କ ଦୁର୍ଗ ଭାଙ୍ଗିଲା: ଅମିତ ଶାହ

କଲିକତା; ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀଙ୍କୁ ଆଗାମୀ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିବା ପରେ ଶୁକ୍ରବାର କଲକତାରେ ଦଳୀୟ କର୍ମୀଙ୍କୁ ସମ୍ବୋଧନ କରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଜେପିର ଐତିହାସିକ ବିଜୟକୁ ନେଇ ଉତ୍ସାହ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଜନାଦେଶ…
Read More...

ନିର୍ବାଚନରେ ଜାଲିଆତି ଅଭିଯୋଗ: ସୁପ୍ରିମକୋର୍ଟ ଯିବ ଟିଏମସି

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ରାଜ୍ୟରେ ରାଜନୀତିକ ତର୍କବିତର୍କ ଜୋର ଧରିଛି। ନିର୍ବାଚନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ କରି ତୃଣମୂଳ କଂଗ୍ରେସ (ଟିଏମସି) ଆଇନୀ ପଦକ୍ଷେପ ନେବାକୁ ପ୍ରସ୍ତୁତ ହୋଇଛି। ଦଳ ପକ୍ଷରୁ କୁହାଯାଇଛି ଯେ ଏହି ମାମଲାକୁ ନେଇ ଖୁବଶୀଘ୍ର…
Read More...

ନିଶାନ୍ତ କୁମାରଙ୍କ ସହ ୩୨ ଜଣ ମନ୍ତ୍ରୀ ଶପଥ ନେଲେ

ବିହାର: ବିହାରରେ ଗୁରୁବାର ଭବ୍ୟ ଆୟୋଜନ ମଧ୍ୟରେ ମନ୍ତ୍ରିମଣ୍ଡଳର ବିସ୍ତାର କରାଯାଇଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ନେତୃତ୍ୱରେ ହୋଇଥିବା ଏହି ଶପଥ ଗ୍ରହଣ ସମାରୋହରେ ଅନେକ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାରଙ୍କ…
Read More...

ପଶ୍ଚିମବଙ୍ଗରେ ବିଧାୟକ ଦଳ ନେତା ବାଛିବେ ଶାହ ଓ ମୋହନ ମାଝୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଓ ଆସାମରେ ବିଜେପିର ବିପୁଳ ବିଜୟ ପରେ ସରକାର ଗଠନ ପ୍ରକ୍ରିୟା ଜୋରଦାର ହୋଇଛି। ବିଧାୟକ ଦଳର ନେତା ଚୟନ ପାଇଁ ବିଜେପି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ପଶ୍ଚିମବଙ୍ଗ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ…
Read More...

ମୁଖ୍ୟମନ୍ତ୍ରୀ ପଦ ଛାଡିଲେ ଷ୍ଟାଲିନ

ତାମିଲନାଡୁ: ତାମିଲନାଡୁ ବିଧାନସଭା ନିର୍ବାଚନରେ ପରାଜୟ ପରେ ଏମ.କେ ଷ୍ଟାଲିନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ର ରାଜ୍ୟପାଳଙ୍କୁ ପଠାଯାଇଥିବା ସୂଚନା ମିଳିଛି। ଏପ୍ରିଲ ୨୩ରେ ହୋଇଥିବା ନିର୍ବାଚନରେ ଅଭିନେତା ବିଜୟଙ୍କ ନେତୃତ୍ୱରେ ଟିଭିକେ ଦଳ ଶାସକ…
Read More...

କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ

କେରଳ: ବିଧାନସଭା ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ ଭାରି ବହୁମତ ସହ କ୍ଷମତାକୁ ଫେରିଛି। ଦୀର୍ଘ ୧୦ ବର୍ଷ ଧରି ଚାଲିଥିବା ବାମପନ୍ଥୀ ଶାସନକୁ ଏହା ସହ ଶେଷ ହୋଇଛି। ୧୪୦ ଆସନରୁ ୟୁଡିଏଫ ପ୍ରାୟ ୯୫ ରୁ ୧୦୨ ଆସନରେ ଆଗୁଆ ରହି ବହୁମତ ସୀମାକୁ ଅତିକ୍ରମ କରିଛି। ବାମ ମୋର୍ଚ୍ଚା କେବଳ…
Read More...