Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କ୍ରସ୍ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category
ରାଜନୀତି
ଦିଲ୍ଲୀର ନୂଆ ମେୟର ହେଲେ ଶେଲି ଓବରୟ
ନୂଆଦିଲ୍ଲୀ: ବହୁ ବାଦବିବାଦ ପରେ ଆମ୍ ଆଦମୀ ପାର୍ଟି ର ଶେଲି ଓବରୟ ଦିଲ୍ଲୀର ନୂଆ ମେୟର ଭାବେ ନିର୍ବାଚିତ ହୋଇଛନ୍ତି। ଦିଲ୍ଲୀର ନୂଆ ମେୟର ଚୟନ ପାଇଁ ଆଜି ମତଦାନ ହୋଇଥିବା ବେଳେ ଏଥିପାଇଁ ପୌର ସଦନରେ ଏକ ବୈଠକ ବସିଥିଲା। ଏଥିରେ ଆପ୍ ପ୍ରାର୍ଥୀ ତଥା ପ୍ରଥମ ଥର କାଉନସିଲର ହୋଇଥିବା ଶେଲି!-->…
Read More...
Read More...
ବଜେଟ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ
ଭୁବନେଶ୍ବର; ଆସନ୍ତା କାଲିଠାରୁ ଆରମ୍ଭ ହୋଇଯିବ ବିଧାନ ସଭା ବଜେଟ୍ ଅଧିବେଶନ। ଏହି ବଜେଟ୍ ଅଧିବେଶନ ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଯୋଗ ଦେଇଥିଲେ ଅର୍ଥମନ୍ତ୍ରୀ!-->…
Read More...
Read More...
ସ୍ବର୍ଗତ ପ୍ୟାରୀ ମହାପାତ୍ରଙ୍କ ଝିଅ ସିକ୍ତା ପତି କଂଗ୍ରେସରେ ସାମିଲ
ଭୁବନେଶ୍ବର; କଂଗ୍ରେସରେ ସାମିଲ ହେଲେ ଶିକ୍ତା ପତି। ପୂର୍ବତନ ସାଂସଦ ସ୍ବର୍ଗତ ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି ବୁଧବାର ଦିନ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ପ୍ୟାରିମୋହନଙ୍କ ମୃତ୍ୟୁର କିଛି ମାସ ପରେ ସିକ୍ତା ବିଜେଡିରେ ମିଶିଥିବାବେଳେ ବୁଧବାର ଦିନ ସେ ବିଜେଡି!-->…
Read More...
Read More...
୧୫ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମଂଜୁରୀ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ୧୫ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମଂଜୁରୀ।ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ବଜେଟ୍କୁ ଅନୁମୋଦନ। ଆର୍ଥିକ ବର୍ଷ ୨୦୨୩-୨୪ ଲାଗି ବଜେଟ୍କୁ ମିଳିଲା ମଂଜୁରୀ। ପ୍ରାୟ ୨,୩୦,୦୦୦ କୋଟି ଟଙ୍କାର ବଜେଟ୍କୁ ମଂଜୁରୀ।!-->…
Read More...
Read More...
ବଦଳିଲେ ୧୨ ରାଜ୍ୟର ରାଜ୍ୟପାଳ
ନୂଆଦିଲ୍ଲୀ; ୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ।
ସେହିଭଳି!-->!-->!-->…
Read More...
Read More...
କଂଗ୍ରେସରେ ଯୋଗ ଦେଲେ ବିଜୟ
ଭୁବନେଶ୍ବର; ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସର ସହ ହାତ ମିଶାଇଛନ୍ତି। ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ!-->…
Read More...
Read More...
ବିଆରଏସ୍ ରେ ଯୋଗ ଦେବେ ଗମାଙ୍ଗ ପରିବାର
ଭୁବନେଶ୍ବର: ଆଜି ଓଡିଶାର ବହୁ ଜଣାଶୁଣା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର ହ୍ରାଇଦ୍ରାବାଦରେ ପହଁଞ୍ଚିଛନ୍ତି। କାରଣ ଅପରାହ୍ଣରେ ଭାରତ ରାଷ୍ଟ୍ର ସମିତି ବା ବିଆରଏସ ପକ୍ଷରୁ ହାଇଦ୍ରାବାଦରେ ଏକ ମିଶ୍ରଣ ପର୍ବର ଆୟୋଜନ କରାଯାଇଛି। ଆଜି ତେଲେଙ୍ଗାନା!-->…
Read More...
Read More...
ଘର ପ୍ରସଙ୍ଗରେ ବଡ ଘୋଷଣା କଲା ବିଜେଡି
ଭୁବନେଶ୍ବର; ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପ୍ରେସମିଟ୍ କରି ବର୍ଷିଲା ବିଜେଡି। ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଓ ଶ୍ରୀମୟୀ ମିଶ୍ର ପ୍ରେସମିଟରେ ବିଜେପିକୁ ଟାର୍ଗେଟ କରିଛନ୍ତି । ବିଜେପି ସାଂସଦମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ରାଜ୍ୟରେ ୧୫ଲକ୍ଷ ଘର ଆବଶ୍ୟକ, ମାତ୍ର!-->…
Read More...
Read More...
ବିଜେପି ଛାଡିଲେ ଗିରିଧର ଓ ଶିଶିର ଗମାଙ୍ଗ ;ବିଆରଏସରେ ସାମିଲ ହେବା ନେଇ ଚର୍ଚ୍ଚା
ଭୁବନେଶ୍ବର; ଆଜି ବିଧିବଦ୍ଧ ଭାବେ ବିଜେପିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆଦିବାସୀ ନେତା ଗିରିଧର ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ। ପ୍ରେସ୍ ମିଟ୍ କରି ଏନେଇ ସୂଚନା ଦେଇଛନ୍ତି। ଆଜି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ପତ୍ର ଲେଖି ସେ ନିଜର ପ୍ରାଥମିକ ସଦସ୍ୟ ପଦରୁ!-->…
Read More...
Read More...
କେଉଁ ଆସନ ଉପରେ ଧର୍ମେନ୍ଦ୍ରଙ୍କ ଆଖି?
ଭୁବନେଶ୍ବର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୦୨୪ରେ ଏଥର ନିର୍ବାଚନ ଲଢ଼ିବେ। ରବିବାର ଦିନ ଏକ ଇଂରାଜୀ ପତ୍ରିକାକୁ ସ୍ବତନ୍ତ୍ର ସାକ୍ଷାତାକାର ଦେଇ ମନ୍ତ୍ରୀ ଏଭଳି ସୂଚନା ଦେବା ପରେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ତେବେ ମୁଖ୍ୟମନ୍ତ୍ରୀ ପଦବିକୁ ଆଖେଇଥିବା!-->…
Read More...
Read More...