ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ରାଜନୀତି

ଆସନ୍ତାକାଲି ଓଡିଶା ଆସିବେ ମୋଦି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି। କାଲି ରାତି ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଆଜି ଏନେଇ ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ…
Read More...

ନିର୍ବାଚନ ଲଢ଼ିବେ ସୌମ୍ୟ ପଟ୍ଟନାୟକ

ଭୁବନେଶ୍ବର: ବରିଷ୍ଠ ନେତା ସୌମ୍ୟରଞ୍ଜନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ। ନିଜର ସମର୍ଥକ ଓ ଶୁଭେଚ୍ଛୁଙ୍କ ସହ ବୈଠକ କରିବା ପରେ ସୌମ୍ୟ ଏହି ଘୋଷଣା କରିଛନ୍ତି। ଜନସଭା ପରେ ସୌମ୍ୟ କହିଛନ୍ତି ଯେ, ଆଜିର ସମାବେଶ ଦେଖି ଲାଗୁଛି ଲୋକମାନେ ଏଥର ପରିବର୍ତ୍ତନ…
Read More...

ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ବର: ଆଜି ଗୁରୁବାର ପ୍ରକାଶ ପାଇଛି ବିଜେପିର ପ୍ରାର୍ଥୀ ତାଲିକା। ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି। ଦଳ ଏପର୍ଯ୍ୟନ୍ତ ୧୪୬ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ ସିଂହ…
Read More...

୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ବର: ବାକି ଥିବା ୩ ଆସନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ତେବେ ୩ ଆସନରେ ନୂଆ ଚେହେରାଙ୍କୁ ପ୍ରାର୍ଥୀ କରିଛନ୍ତି ବିଜେଡି ସୁପ୍ରିମୋ । କୋରେଇ, ନୀଳଗିରି, ଖଣ୍ଡପଡା ପାଇଁ ବିଜେଡି ୩ ନୂଆ ମୁହଁକୁ ମୈଦାନକୁ ଓହ୍ଲାଇଥିବା ବେଳେ ଦେବଗଡ ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି…
Read More...

ବିଜେଡିର ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ବର: ଆଜି ବିଜେଡି ତାର ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ…
Read More...

ଆସିଲା ବିଜେପିର ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ବିଜେପି ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ତେଲକୋଇ ପାଇଁ ଡ. ଫକୀର ମୋହନ ନାଇକ, ଚମ୍ପୁଆ ପାଇଁ ମୂରଲୀ ମନୋହର ଶର୍ମା, ବସ୍ତା ପାଇଁ ରବିନ୍ଦ୍ର ଅଣ୍ଡିଆ, ବାସୁଦେବପୁର ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳ ପାଇଁ ସୀମାରାଣୀ ନାୟକ, ସାଲେପୁର ପାଇଁ ଅରିନ୍ଦମ…
Read More...

ଓଡିଶା ପାଇଁ ବିଜେପି ପକ୍ଷରୁ ସଂକଳ୍ପ ପତ୍ରରେ କଣ ରହିଛି ?

ରାଜ୍ୟ ବିଜେପି ପକ୍ଷରୁ ସଂକଳ୍ପ ପତ୍ର ଜାରି ହୋଇଛି। ମୋଦୀ ଗାରେଣ୍ଟି – ୨୦୨୪ ସଂକଳ୍ପ ପତ୍ରର ଓଡିଆ ସଂସ୍କରଣ ଉନ୍ମୋଚନ କରିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ତେବେ କଣ ରହିଛି ଆସନ୍ତୁ ଜାଣିବା-- ଗ୍ରାମୀଣ ଅଞ୍ଚଳରେ ତିନି କୋଟି ମହିଳା ସାଜିବେ ଲକ୍ଷପତି ଦିଦି ସଂସଦ ଓ ବିଧାନସଭାରେ…
Read More...

ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏଥର ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା,…
Read More...

ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଭିକେ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର…
Read More...

ଆସିଲା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଭାରତୀୟ ଜାତୀୟ କଂଗ୍ରେସ ଆଜି ଅର୍ଥାତ ଶନିବାର ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ଆସନ ଦଳ ପ୍ରାର୍ଥୀ ତାଲିକା ଜାରି କରିଛି। ଅଖିଳ ଭାରତୀୟ ଜାତୀୟ କଂଗ୍ରେସ (ଏଆଇସିସି) ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ୍‌…
Read More...