Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କ୍ରସ୍ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category
ରାଜନୀତି
୩ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା
ନୂଆଦିଲ୍ଲୀ: ୩ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରାଯାଇଛି। ଭାରତୀୟ ନିର୍ବାଚନ କମିଶନର ରାଜୀବ କୁମାର ଏନେଇ ସୂଚନା ଦେଇଛନ୍ତି। ଏହି ୩ ରାଜ୍ୟରେ କେବେ ମତଦାନ ହେବ ଓ କେବେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ, ସେ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି।
ସୂଚନା!-->!-->!-->…
Read More...
Read More...
ଶେଷ ହେଲା ସଂସଦର ଶୀତ ଅଧିବେଶନ
ନୂଆଦିଲ୍ଲୀ; ସମୟ ପୂର୍ବରୁ ଶେଷ ହେଲା ସଂସଦର ଶୀତକାଳୀନ ଅଧିବେଶନ । ଧାର୍ଯ୍ୟ ସମୟର ୬ ଦିନ ପୂର୍ବରୁ ଶେଷ ହୋଇଛି ଅଧିବେଶନ। ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସଂସଦ ମୁଲତବି ଘୋଷଣା ହୋଇପାରେ। ଲୋକସଭା ଏବଂ ରାଜ୍ୟସଭାକୁ ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ଲୋକସଭାରେ ଚଳିତ!-->…
Read More...
Read More...
ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ବର; ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ।ଆସନ୍ତା ୨୮ କିମ୍ବା ୨୯ ତାରିଖରେ ନଡ୍ଡା ପୁଣି ଓଡ଼ିଶା ଗସ୍ତରେ ଆସିବେ। ଏନେଇ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜେ ପି ନଡ୍ଡା ଗତ!-->!-->!-->…
Read More...
Read More...
ପଦ୍ମପୁରରେ ପୁଣି ଶଙ୍ଖନାଦ,ବାଜି ମାରିନେଲା ବିଜେଡି
ଭୁବନେଶ୍ୱର: ସବୁ କଳ୍ପନଜଳ୍ପନାର ଅନ୍ତ ଘଟିଛି। ପଦମପୁର ଉପନିର୍ବାଚନ ବାଜି ଜିତିଛି ବିଜେଡି। ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୪୨,୦୬୫ ଭୋଟରେ ପରାସ୍ତ କରିଛନ୍ତି । ଗଣତି ଆରମ୍ଭରୁ ହିଁ ବର୍ଷା ବିଜେପି ପ୍ରାର୍ଥୀଙ୍କ ଉପରେ!-->…
Read More...
Read More...
ବାଜି ମାରିନେଲା କେଜ୍ରଓ୍ବାଲଙ୍କ ‘ଝାଡୁ’
ନୂଆଦିଲ୍ଲୀ; ୧୫ ବର୍ଷ ପରେ କ୍ଷମତାରୁ ବିଦା ହେଲା ବିଜେପି । ଏମ୍ସିଡିରେ ବାଜି ମାରିନେଲା ଅରବିନ୍ଦ କେଜ୍ରଓ୍ବାଲଙ୍କ ଝାଡୁ । ଦିଲ୍ଲୀ ଏମ୍ସିଡି ନିର୍ବାଚନରେ ଐତିହାସିକ ବିଜୟ ହାସଲ କରିଛି ଆପ୍ । ବିପୁଳ ଜନମତ ସହ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେସନ୍ ଦଖଲ କରିଛି ଆମ୍ ଆଦମୀ ପାର୍ଟି ।!-->…
Read More...
Read More...
ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ
ନୂଆଦିଲ୍ଲୀ; ଆଜିଠାରୁ ଆରମ୍ଭ ହୋଇଗଲା ସଂସଦର ଶୀତକାଳୀନ ଅଧିବେଶନ । ଆସନ୍ତା ୨୯ ତାରିଖ ଯାଏ ଚାଲିବ ଏହି ଅଧିବେଶନ । ଏହି ଅଧିବେଶନ କାଳରେ ମୋଟ ୧୭ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଏଥିରେ ବହୁ ଗୁରୁତ୍ବପୂର୍ଣ୍ଣ ବିଲ୍ ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ଚଳିତ ଅଧିବେଶନରେ ପ୍ରାୟ ୧୬ଟି!-->…
Read More...
Read More...
ଗୁଜୁରାଟରେ ତ୍ରିକୋଣୀୟ ଲଢ଼େଇରେ କିଏ ଗଢ଼ିବ ସରକାର ?
ଅହମ୍ମଦାବାଦ: ଶେଷ ହୋଇଛି ଗୁଜୁରାଟ ବିଧାନସଭା ନିର୍ବାଚନ । ଦ୍ୱିତୀୟ ପର୍ଯ୍ୟାୟରେ ୯୩ ଆସନ ପାଇଁ ମତଦାନ ସାବ୍ୟସ୍ତ କରିଛନ୍ତି ଭୋଟର । ସନ୍ଧ୍ୟା ୫ଟା ସୁଦ୍ଧା ୫୯ ପ୍ରତିଶତ ମତଦାନ ହୋଇଛି । ୧୪ ଜିଲ୍ଲାର ୯୩ ଆସନ ପାଇଁ ୮୩୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି ଭୋଟର।
୯୩ ଆସନ!-->!-->!-->…
Read More...
Read More...
ଆଜି ପଦମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ
ପଦମପୁର: ଆଜି ପଦମପୁର ମଇଦାନରେ ଖେଳିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡିର ନମ୍ବର ୱାନ ଷ୍ଟାର ପ୍ରଚାରକ ନବୀନ ପଟ୍ଟନାୟକ। ପଦମପୁର ଯାଇ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ନବୀନ। ୩ଟି ସ୍ଥାନରେ ନିର୍ବାଚନୀ ସଭାରେ!-->…
Read More...
Read More...
ଆରମ୍ଭ ହୋଇଯାଇଛି ଗୁଜୁରାଟରେ ପ୍ରଥମ ପର୍ଯ୍ୟାୟ ମତଦାନ
ଗାନ୍ଧୀନଗର: ଆଜି ଗୁଜୁରାଟ ବିଧାନସଭାର ପ୍ରଥମ ପର୍ଯ୍ୟାୟ ମତଦାନ । ୮୯ ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୭୮୮ ଜଣ ପ୍ରାର୍ଥୀ। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । ୧୪ ହଜାର ୩୮୨ଟି ମତଦାନ କେନ୍ଦ୍ରରେ ନିଜର ମତ ସାବ୍ୟସ୍ତ କରିବେ ଜନତା । ପ୍ରଥମ!-->…
Read More...
Read More...
ଆଜିଠୁ ଆରମ୍ଭ ବିଧାନସଭା ଶୀତ ଅଧିବେଶନ
ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆଜି ଠାରୁ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ। ୩୦ ଓ ୧ ତାରିଖ ଦୁଇ ଦିନ!-->…
Read More...
Read More...