Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍
ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category
ରାଜନୀତି
ନିର୍ବାଚନ ପାଇଁ ବଡ଼ ନିଷ୍ପତ୍ତି ନିଆଯାଉଥିବା ଆକଳନ
ଭୁବନେଶ୍ବର: ନବୀନ ନିବାସରେ ଆଜି ଅପରାହ୍ଣ ୩ଟାରୁ ୫ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ବୈଠକ ହୋଇଥିଲା। ଦ୍ବିତୀୟ ପର୍ଯ୍ୟାୟରେ ପୁଣି ସନ୍ଧ୍ୟା ୬ଟାରେ ବୈଠକ ବସିଥିଲା। ଦ୍ବିତୀୟ ପର୍ଯ୍ୟାୟର ବୈଠକ ଶେଷ ହେଲା ପରେ ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା!-->…
Read More...
Read More...
୨୦୨୪ ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି
ନୂଆଦିଲ୍ଲୀ: ୨୦୨୪ ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ପ୍ରଥମ ପର୍ଯ୍ୟାୟରେ ୧୯୫ଟି ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି।ବାରଣାସୀରୁ ତୃତୀୟଥର ଲାଗି ନିର୍ବାଚନ ଲଢ଼ିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୯୫ ଆସନରୁ ଘୋଷଣା କଲା!-->…
Read More...
Read More...
ଲୋକାର୍ପିତ ହେଲା ମନ୍ମଥ-ମନୋଜ ଐତିହ୍ୟ ସ୍ମାରକୀ
ବାଲେଶ୍ବର: ସ୍ବପ୍ନର ପ୍ରକଳ୍ପ ମନ୍ମଥ- ମନୋଜ ସ୍ମାରକୀକୁ ଆଜି ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଐତିହାସିକ ମନ୍ମଥନାଥ ଦାସ ଓ କଥାକାର ମନୋଜ ଦାସଙ୍କ ଏନ୍ତୁଡ଼ିଶାଳକୁ ଐତିହ୍ୟ ସ୍ମାରକୀର ରୂପ ଦିଆଯାଇଛି। ବାଲେଶ୍ୱର ସଂଖାରୀରେ ପ୍ରତିଷ୍ଠା!-->…
Read More...
Read More...
ଆଜି ରାଜ୍ୟସଭା ନିର୍ବାଚନ
ନୂଆଦିଲ୍ଲୀ: ରାଜ୍ୟସଭାର ୧୫ଟି ଆସନ ପାଇଁ ଆଜି ଅନୁଷ୍ଠିତ ହେବ ନିର୍ବାଚନ। ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ, ପରେ ଅପରାହ୍ନ ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ। ରାଜ୍ୟସଭାରେ ମୋଟ ୫୬ଟି ଆସନ ଖାଲି ହୋଇଥିବା ବେଳେ ୪୧ଜଣ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ!-->…
Read More...
Read More...
୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ ସରକାରଙ୍କ ‘ଆମ ହସ୍ପିଟାଲ’ ଯୋଜନାରେ ଏହି!-->…
Read More...
Read More...
ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ
ଭୁବନେଶ୍ବର: ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି!-->…
Read More...
Read More...
ନିର୍ବାଚନ ପ୍ରସ୍ତୁତି ନେଇ ରାଜୀବ କୁମାର କଣ କହିଲେ ?
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଆମେ ସଂପୂର୍ଣ୍ଣ ପ୍ରସ୍ତୁତ ଅଛୁ। ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ସମୀକ୍ଷା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଶନିବାର ଏହା କହିଛନ୍ତି। ଭୁବନେଶ୍ବରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସିଇସି କହିଛନ୍ତି, ୨୦୨୪ ଲୋକସଭା ନିର୍ବାଚନ ଓ!-->…
Read More...
Read More...
ବିଜେଡିରେ ସାମିଲ ହେଲେ ଅଂଶୁମାନ
ଭୁବନେଶ୍ବର: କେନ୍ଦ୍ରାପଡ଼ା ରାଜନୀତିରେ ପରିବର୍ତ୍ତନ। କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଅଂଶୁମାନ ମହାନ୍ତି। ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନଳିନୀ ମହାନ୍ତିଙ୍କ ପୁଅ ଅଂଶୁମାନ ଦୁଇଦିନ ତଳେ କଂଗ୍ରେସ ଛାଡ଼ିଥିଲେ। ଆଜି ଶହ ଶହ ସମର୍ଥକଙ୍କ ସହ ଅଂଶୁମାନ ଏକ ବିରାଟ ରାଲିରେ ଶଙ୍ଖ ଭବନରେ!-->…
Read More...
Read More...
ଅଙ୍ଗଦାତାଙ୍କ ଲାଗି ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ପାଇଁ, ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏନେଇ ଘୋଷଣା କରିଛନ୍ତି। ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆଣିବା ସହ ଅଙ୍ଗଦାନ କରି ଅନ୍ୟର!-->…
Read More...
Read More...
ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା
ଭୁବନେଶ୍ୱର: ଆଜି ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି। ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ବିଜେଡି ଯୁବ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଉପରେ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରିଛନ୍ତି ମୋହର। ବିଜେଡି ପକ୍ଷରୁ ଜାରି!-->…
Read More...
Read More...