ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

ରାଜନୀତି

ଆସନ୍ତାକାଲି ଧାମନଗର ଫଳାଫଳକୁ ନେଇ ଚର୍ଚ୍ଚା

ଭଦ୍ରକ: ଆସନ୍ତାକାଲି ମିଳିବ ଧାମନଗର ଉପନିର୍ବାଚନ ଫଳାଫଳ। କିଏ ବାଜିମାତ୍ କରିବ କାଲି ଜଣାପଡ଼ିବ। କଡ଼ା ସୁରକ୍ଷା ଭିତରେ ଇଭିଏମ୍‌ଗୁଡ଼ିକୁ ରଖାଯାଇଥିବା ବେଳେ କାଲି ସକାଳ ୮ରୁ ଆରମ୍ଭ ହେବ ଭୋଟ୍ ଗଣତି ହେବ। ଭୋଟ୍ ଗଣତି ଲାଗି ଭଦ୍ରକ ସଂସ୍କୃତି ଭବନରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୧୪ଟି
Read More...

ଗୁଜରାଟ ପାଇଁ ଆପ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଇସୁଦାନ ଗଡବୀ

ଗୁଜୁରାଟ; ଗୁଜରାଟ ପାଇଁ ଆପର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ଆମ୍ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଇସୁଦାନ ଗଡବୀ । ଏନେଇ ଘୋଷଣା କରିଛନ୍ତି ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ବାଲ । ତେବେ ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ କହିଛନ୍ତି ଯେ
Read More...

ଗୁଜରାଟ ନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ; ବାଜିଲା ଗୁଜରାଟ ସାଧାରଣ ନିର୍ବାଚନ ପାଇଁ ବିଗୁଲ । ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଗତଥର ଭଳି ୨ଟି ପର୍ଯ୍ୟାୟରେ ନିର୍ବାଚନ ହେବ । ଗୁଜରାଟରେ ଡିସେମ୍ବର ୧ ଓ ୫ରେ ବିଧାନସଭା ନିର୍ବାଚନ ହେବ ଏବଂ ୮ ଡିସେମ୍ବରରେ ଫଳାଫଳ ଆସିବ ।
Read More...

ନେତା ବାଛିବେ ଧାମନଗରବାସୀ

ଧାମନଗର; ଆଜି ଧାମନଗର ଉପନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ ହୋଇଯାଇଛି । ସକାଳ ୭ ରୁ ଭୋଟିଂ ଆରମ୍ଭ ହୋଇଯାଇଛି।। ଧାମନଗରର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ଭୋଟଦାନ ଅଧିକାର ସାବ୍ୟସ୍ତ କରିବେ । ମଇଦାନରେ ଅଛନ୍ତି ୫ ପ୍ରାର୍ଥୀ । ଭୋଟରମାନେ ଭୋଟ ପରିଚୟ ପତ୍ର ଛଡା ୧୨ଟି ଅନ୍ୟ
Read More...

ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ନବୀନ

କହିଲେ ଧାମନଗର ବିକାଶ ଦାୟିତ୍ବ ମୋରପାଞ୍ଚବର୍ଷର କାର୍ଯ୍ୟ ୧୮ମାସରେ ହେବଆସନ୍ତାକାଲି ପୁଣି ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଭୁବନେଶ୍ବର: ଧାମନଗର ଉପନିର୍ବାଚନ ପ୍ରଚାର ଶେଷ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ପ୍ରଚାର କରିଛନ୍ତି। ଧାମନଗର
Read More...

ଉପନିର୍ବାଚନ ପୂର୍ବରୁ ମାଷ୍ଟରକାର୍ଡ ଖେଳିଲେ ନବୀନ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭସମସ୍ତଙ୍କ ସହଯୋଗରେ ପଦ୍ମପୁରକୁ ବିକାଶର ଏକ ମଡେଲ କରାଯିବଚାଷୀ ମାନଙ୍କ ଫସଲ ବୀମା କ୍ଷତି ପୂରଣ ସମସ୍ୟା ସମାଧାନ ଭୁବନେଶ୍ବର: ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ମୃତ୍ୟୁ ପରେ ଯେ କୌଣସି
Read More...

ନଭେମ୍ବର ୧ରେ ଗୁଜରାଟ ନିର୍ବାଚନ ତାରିଖ ଘୋଷଣା !

ନୂଆଦିଲ୍ଲୀ; ଗୁଜରାଟ ନିର୍ବାଚନକୁ ନେଇ ଚାଲିଛି ଜୋରସୋର୍‌ରେ ପ୍ରସ୍ତୁତି । ଚଳିତ ବର୍ଷ ଶେଷ ସୁଦ୍ଧା ଗୁଜରାଟ ବିଧାନସଭାର ୧୮୨ଟି ସିଟ୍ ପାଇଁ ନିର୍ବାଚନ ହେବ । ସେପଟେ ନିର୍ବାଚନ ତାରିଖ ଘୋଷଣାକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି । ତେବେ ନଭେମ୍ବର ୧ରେ ନିର୍ବାଚନ କମିଶନ ନିର୍ବାଚନ ତାରିଖ
Read More...

ପଦଯାତ୍ରା କରି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ଧାମନଗର ଉପନିର୍ବାଚନ ପାଇଁ ଆସନ୍ତାକାଲି ଠାରୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀ ତଥା ବିରୋଧୀ ଦଳର ଉପନେତା ଦିବଙ୍ଗତ ବିଷ୍ଣୁ ସେଠୀଙ୍କ ସୁପୁତ୍ର ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ପଦଯାତ୍ରା
Read More...

ହେଟ୍ ସ୍ପିଚ୍ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆଜମ ଖାନ୍

୩ ବର୍ଷ ଜେଲ ଯିବେ ଆଜମ ଖାନ୍ସମାଜବାଦୀ ନେତା ଅଛନ୍ତି ଆଜମ ଖାନଘୃଣା ଓ ଉସୁକାଇଲା ଭଳି ଦେଇଥିଲେ ଭାଷଣଭାଷଣ ବିରୋଧରେ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାନୁଷ୍ଠାନ ଉତ୍ତରପ୍ରଦେଶ; ବଢ଼ିଲା ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କ ଅଡୁଆ। ହେଟ୍ ସ୍ପିଚ୍ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ସପା
Read More...

ନିର୍ବାଚନ ପୂର୍ବରୁ ଆୟୋଗଙ୍କ ଛାଟ

୫୧ଜଣ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶଆୟୋଗଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠିଅଧିକାରୀଙ୍କ ଲିଷ୍ଟରେ ୬ବରିଷ୍ଠ ଆଇପିଏସ୍ ଅହମଦାବାଦ; ଗୁଜୁରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ୫୧ଜଣ ଅଧିକାରୀଙ୍କୁ ବଦଳି ନିର୍ଦ୍ଦେଶ
Read More...