ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category

ରାଜନୀତି

ନିଜ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଜନଲାଲ

ରାଜସ୍ଥାନ: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା । ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା । ରାଜସ୍ଥାନର ଜୟପୁରସ୍ଥିତ ଐତିହାସିକ ଆଲବର୍ଟ ହଲ୍‌ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ କାରାଯାଇଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଜସ୍ଥାନର
Read More...

ସଂସଦ ସୁରକ୍ଷାରେ ଅବହେଳା

ନୂଆଦିଲ୍ଲୀ: ଆଜି ଅପରାହ୍ଣରେ ୨ଜଣ ବ୍ୟକ୍ତି ଲୋକସଭାର ‘ଭିଜିଟର୍ସ ଗ୍ୟାଲେରି’ରୁ ଦୁଇ ଜଣ ଯୁବକ ଅଚାନକ ଲୋକସଭା ମଧ୍ୟକୁ ଡେଇଁ ପଡ଼ିଥିଲେ। ଉଭୟ ଗୃହ ମଧ୍ୟଭାଗକୁ ଯିବା ବେଳେ ସେମାନଙ୍କୁ କିଛି ସାଂସଦ କାବୁ କରିଥିଲେ। ଏହି ଘଟଣା ଘଟିବା ବେଳେ ଗୃହରେ ଆଲୋଚନା ଚାଲୁଥିଲା। ପଶ୍ଚିମବଙ୍ଗରୁ
Read More...

୩ ରାଜ୍ୟରେ ବିଜେପି ଆଗୁଆ,ତେଲେଙ୍ଗାନାରେ କଂଗ୍ରେସ

ଭୁବନେଶ୍ବର: ଆସିଛି ୪ ରାଜ୍ୟର ନିର୍ବାଚନ ଫଳାଫଳ । ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡରେ ବିଜେପି ବଡ ବିଜୟ ହାସଲ କରିଛି । ଛତିଶଗଡ଼ରେ ବିପୁଳ ବିଜୟ ପରେ ଦିଲ୍ଲୀସ୍ଥିତ ମୁଖ୍ୟାଳୟରେ ବିଜୟ ଉତ୍ସବ ପାଳନ କରିଛି ବିଜେପି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏହି
Read More...

ବିଜେଡିରେ ଯୋଗ ଦେଲେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍

ଭୁବନେଶ୍ବର: ଶେଷରେ ଦୀର୍ଘ ଦିନ ଧରି ଚର୍ଚ୍ଚାରେ ଥିବା ପାଣ୍ଡିଆନ୍ ସାର୍ ବିଜେଡିରେ ଯୋଗ ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶ୍ରୀ
Read More...

ମିସନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ…

ଭୁବନେଶ୍ବର: ୨୦୦୦ ମସିହା ଓଡ଼ିଶା କ୍ୟାଡରର ଆଇଏଏସ୍‌ ତଥା ମିସନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି। ସେ ମିସନ ଶକ୍ତି ବିଭା‌ଗରେ ସେକ୍ରେଟାରି ଭାବେ କାମ କରିବା ସହ ଓଡ଼ିଆ ଭାଷା,
Read More...

ନେପାଳ ଭୂମିକମ୍ପରେ ୧୨୯ ମୃତ, ଶତାଧିକ ଆହତ

କାଠମାଣ୍ଡୁ: ବଡ଼ ଧରଣର ଭୂମିକମ୍ପରେ ଥରି ଉଠିଛି ନେପାଳ। ହୋଇଛି। ୬.୪ ତୀବ୍ରତାରେ ଥରି ଉଠିଲା ନେପାଳ । ଭୂମିକମ୍ପରେ ୧୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଛନ୍ତି । ଅନେକ ଲୋକ ଘର ତଳେ ଚାପି ହୋଇ ରହିଥିବା ସୂଚନା ରହିଛି । ନେପାଳରେ ହୋଇଥିବା ଭୂକମ୍ପର ପ୍ରଭାବ
Read More...

ପ୍ରତାପ ଓ ସଞ୍ଜୟଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର: ବିଧାୟକ ପ୍ରତାପ ଜେନା ଓ ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମାଙ୍କୁ ଆଜି ଦଳ ପକ୍ଷରୁ ଜିଲ୍ଲା ବଡ ଦାୟିତ୍ବ ଦିଆଯାଇଛି। ଉଭୟ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଓ ସଞ୍ଜୟ
Read More...

ଦୁଇ ବିଜେପି ବିଧାୟକ ମୋହନ ଏବଂ ମୁକେଶ ନିଲମ୍ବିତ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନର ଗୃହ କାର୍ଯ୍ୟ ଜାରି ଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମକୁ ବିଜେପିର ବିଧାୟକମାନେ ହୋହାଲ୍ଲା କରିବା ସହିତ ଡାଲି ଫିଙ୍ଗିଛନ୍ତି। ଏହି ଘଟଣା ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ବିଧାୟକ ମୋନହ ଚରଣ ମାଝୀ ଓ ଲୋଇସିଂହା ବିଧାୟକ
Read More...

ଡିଏଫଓଙ୍କ ଘରେ ଭିଜିଲାନ୍ସ ରେଡ୍

ରାୟଗଡ଼ା: ରାୟଗଡ଼ା ଡିଏଫଓଙ୍କ ଘରେ ପଶିଲା ଭିଜିଲାନ୍ସ । ଡିଏଫଓ ବିଜୟ କୁମାର ପରିଡ଼ାଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲାର ୭ଟି ସ୍ଥାନରେ ଏହି ଚଢାଉ କରିଛି ଭିଜିଲାନ୍ସ
Read More...

ବିଧାୟକ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ବାଳ କଂଗ୍ରେସରୁ ନିଲମ୍ବିତ

ଭୁବନେଶ୍ବର:  ବିଧାୟକ ମହମ୍ମଦ ମୋକିମ୍‌ ଓ ପୂର୍ବତନ ବିଧାୟକ ଚିରଂଜୀବ ବିଶ୍ବାଳ କଂଗ୍ରେସରୁ ନିଲମ୍ବିତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ନିଲମ୍ବିତ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏହି ଦୁଇ ନେତାଙ୍କୁ ସସପେଣ୍ଡ କଲା ଏଆଇସିସି । ଦଳ ବିରୋଧୀ
Read More...