ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ରାଜନୀତି

ଦୁଇ ବିଜେପି ବିଧାୟକ ମୋହନ ଏବଂ ମୁକେଶ ନିଲମ୍ବିତ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନର ଗୃହ କାର୍ଯ୍ୟ ଜାରି ଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମକୁ ବିଜେପିର ବିଧାୟକମାନେ ହୋହାଲ୍ଲା କରିବା ସହିତ ଡାଲି ଫିଙ୍ଗିଛନ୍ତି। ଏହି ଘଟଣା ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ବିଧାୟକ ମୋନହ ଚରଣ ମାଝୀ ଓ ଲୋଇସିଂହା ବିଧାୟକ…
Read More...

ଡିଏଫଓଙ୍କ ଘରେ ଭିଜିଲାନ୍ସ ରେଡ୍

ରାୟଗଡ଼ା: ରାୟଗଡ଼ା ଡିଏଫଓଙ୍କ ଘରେ ପଶିଲା ଭିଜିଲାନ୍ସ । ଡିଏଫଓ ବିଜୟ କୁମାର ପରିଡ଼ାଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲାର ୭ଟି ସ୍ଥାନରେ ଏହି ଚଢାଉ କରିଛି ଭିଜିଲାନ୍ସ…
Read More...

ବିଧାୟକ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ବାଳ କଂଗ୍ରେସରୁ ନିଲମ୍ବିତ

ଭୁବନେଶ୍ବର:  ବିଧାୟକ ମହମ୍ମଦ ମୋକିମ୍‌ ଓ ପୂର୍ବତନ ବିଧାୟକ ଚିରଂଜୀବ ବିଶ୍ବାଳ କଂଗ୍ରେସରୁ ନିଲମ୍ବିତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ନିଲମ୍ବିତ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏହି ଦୁଇ ନେତାଙ୍କୁ ସସପେଣ୍ଡ କଲା ଏଆଇସିସି । ଦଳ ବିରୋଧୀ…
Read More...

୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଢ଼ିଶା ଗସ୍ତ ଚୂଡ଼ାନ୍ତ ହୋଇଛି। ଆସନ୍ତା ୨୬ ତାରିଖରେ ସେ କଟକ ଆସିବେ। ଏଥର ରାଷ୍ଟ୍ରପତି କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜର ଛାତ୍ର ସଂସଦ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଏସସିସି…
Read More...

କଳାହାଣ୍ଡି ଜିଲ୍ଲା ପାଇଁ ବିଜେଡିର ନୂତନ କର୍ମକର୍ତ୍ତା ନିଯୁକ୍ତ

ଭୁବନେଶ୍ବର: ଆଜି ବିଜେଡିର କଳାହାଣ୍ଡି ଜିଲ୍ଲା ପାଇଁ ନୂତନ କର୍ମକର୍ତ୍ତା ନିଯୁକ୍ତ ହୋଇଛନ୍ତି । ପୁଷ୍ପେନ୍ଦ୍ର ସିଂଦେଓ ଜିଲ୍ଲା ବିଜେଡି ସଭାପତି ହୋଇଥିବାବେଳେ କାର୍ଯ୍ୟକାରୀ ସଭାପତି ହୋଇଛନ୍ତି ଦିବ୍ୟ ଶଙ୍କର ମିଶ୍ର । ସେହିପରି ୭ ଜଣଙ୍କୁ ଉପସଭାପତି, ୮ ସାଧାରଣ ସମ୍ପାଦକ ଓ ୧୨ ସମ୍ପାଦକ…
Read More...

ରଥଯାତ୍ରାରେ ହୋଇପାରେ ବର୍ଷା

ଭୁବନେଶ୍ବର: ଆସନ୍ତା ଦୁଇ-ତିନି ଦିନ ମଧ୍ୟରେ ଓଡ଼ିଶା ରେ ପ୍ରବେଶ କରିବ ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଦୁଇ ଦିନ ପରେ ପାଗରେ ପରିବର୍ତ୍ତନ ଦେଖାଯିବ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୦ ତାରିଖରୁ…
Read More...

ଅତନୁ ସବ୍ୟସାଚୀଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ବାଦ ପଡ଼ିଲେ ରୋହିତ ପୂଜାରୀ । ଶ୍ରୀ ପୂଜାରୀଙ୍କ ସ୍ଥାନରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ମନ୍ତ୍ରିମଣ୍ଡଳରୁ ରୋହିତଙ୍କୁ ବାଦ ଦେବାକୁ…
Read More...

ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ

ଭୁବନେଶ୍ୱର: ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଉଚ୍ଚ…
Read More...

ଶପଥ ନେଲେ ତିନି ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ରାଜ୍ୟ କ୍ୟାବିନେଟରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ସରିଯାଇଛି। ପଦ ଓ ଗୋପନୀୟତାର ପାଠ ପଢ଼ାଇଲେ ରାଜ୍ୟପାଳ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଚାଲିଥିଲା । ସୂଚନାଯୋଗ୍ୟ, ଲୋକସେବା ଭବନର…
Read More...