Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କ୍ରସ୍ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category
ରାଜନୀତି
ବାବୁଲ ହେଲେ କ୍ୟାବିନେଟ୍ ମନ୍ତ୍ରୀ
କୋଲକାତା: ମମତାଙ୍କ କ୍ୟାବିନେଟ୍ ରେ ସ୍ଥାନ ପାଇଛନ୍ତି ବାବୁଲ ସୁପ୍ରିଓ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ତାଙ୍କ କ୍ୟାବିନେଟକୁ ସଂପ୍ରସାରଣ କରିଛନ୍ତି। ମମତାଙ୍କ ମନ୍ତ୍ରିମଣ୍ଡଳରେ ୫ ଜଣ ନୂଆ ଚେହେରାଙ୍କୁ ଦେଖିବାକୁ ମିଳିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି ବାବୁଲ ସୁପ୍ରିଓ।!-->…
Read More...
Read More...
ସସ୍ମିତ ରାଜ୍ୟସଭା ନେତା ନିଯୁକ୍ତ
ଭୁବନେଶ୍ବର: ଶେଷରେ ଡ. ସସ୍ମିତ ପାତ୍ର ରାଜ୍ୟସଭାରେ ବିଜେଡି ନେତା ନିଯୁକ୍ତ ହେଲେ। ନବ ନିର୍ବାଚିତ ସାଂସଦ ସୁଲତା ଦେଓଙ୍କୁ ଚିଫ୍ ହ୍ବିପ୍ କରାଗଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନିର୍ଦେଶନାମାରେ ବିଜ୍ଞପ୍ତି ଜାରି କରାଯାଇଛି।!-->…
Read More...
Read More...
ପ୍ରଶାନ୍ତଙ୍କୁ ବର୍ଷେ ନିର୍ବାଚନମଣ୍ଡଳୀ ମନା
ଜାମିନ ଦେଲେ; ବଡ କଟକଣା ଲଗାଇଲେ ସୁପ୍ରିମକୋର୍ଟବିଧାୟକଙ୍କ ଜାମିନକୁ ବିରୋଧ କରିିଥିଲେ ରାଜ୍ୟ ସରକାରବାଣପୁରରେ ଗାଡି ମଡାଇ ହତ୍ୟା ଉଦ୍ୟମ ଭଳି ଅଭିଯୋଗ ଥିଲା
ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବର୍ଷେ ଯାଏ ନିଜ ନିର୍ବାଚନମଣ୍ଡଳୀକୁ ଯାଇପାରିବେ ନାହିଁ। ଯଦି ଯାଆନ୍ତି,!-->!-->!-->…
Read More...
Read More...
ପ୍ରଥମ ଅଭିଭାଷଣରେ କ’ଣ କହିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଜୁହାର!ନମସ୍କାର !ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବି ନିମନ୍ତେ ମତେ ନିର୍ବାଚିତ କରିଥିବାରୁ ମୁଁ ସମସ୍ତ ସଂସଦ ଓ ବିଧାନସଭା ସଦସ୍ୟଙ୍କୁ ମୋର ହାର୍ଦ୍ଦିକ କୃତଜ୍ଞତା ଜଣାଉଛି। ଆପଣମାନଙ୍କ ଭୋଟ୍ ଦେଶର କୋଟି କୋଟି ନାଗରିକଙ୍କ ବିଶ୍ୱାସର ଅଭିବ୍ୟକ୍ତି। ଏହି ପବିତ୍ର ସଂସଦରୁ ମୁଁ ବିନମ୍ରତାର!-->…
Read More...
Read More...
ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ
ଭୁବନେଶ୍ୱର; ରାଷ୍ଟ୍ରପତି ଭାବେ ନିର୍ବାଚିତ ପରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦ୍ରୌପଦୀ ମୁର୍ମୁଙ୍କ ସହ ଫୋନରେ କଥା ହୋଇ ଓଡିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇଲେ ।
ଜୁଲାଇ ୨୫ରେ ଦ୍ରୌପଦୀ ମୁର୍ମୁ ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେବେ । ଶପଥ ଗ୍ରହଣ!-->!-->!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍ ନିଷ୍ପତ୍ତି ନେଇ ଅବଗତ କଲେ ନିରଞ୍ଜନ ପୂଜାରୀ । ରାୟଗଡା କାଶୀପୁରରେ ବୃହତ ପାନୀୟ ଜଳ ପ୍ରକଳ୍ପ ହେବ । ଆଇଟି ପଲିସି ୨୦୨୨କୁ ବ୍ୟାବିନେଟ୍!-->…
Read More...
Read More...
ଦ୍ରୌପଦୀଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ
କଟକ: ଆଜି ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ମତଦାନ ଚାଲିଥିବା ବେଳେ ଦଳୀୟ ପ୍ରାର୍ଥୀ ପରିବର୍ତ୍ତେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ଭୋଟ୍ ଦେଇଛନ୍ତି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ। କହିଛନ୍ତି, ପାର୍ଟି ନୁହେଁ, ମାଟି ବଡ଼। ତେଣୁ ନିଜ ବିବେକ କଥା ଶୁଣି, ନିଜ!-->…
Read More...
Read More...
ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ; ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ପଶ୍ଚିମବଙ୍ଗର ରାଜ୍ୟପାଳ ଥିବା ଜଗଦୀପଙ୍କୁ ପ୍ରାର୍ଥୀ କରିଛି ବିଜେପି। ଏନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସମିଟରେ ଘୋଷଣା କରିଛନ୍ତି।
ଆଜି ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ!-->!-->!-->…
Read More...
Read More...
ସଂସଦ ଅଧିବେଶନରେ ବିଜେଡି ଉଠେଇବ ସ୍ବତନ୍ତ୍ର ପାହ୍ୟା ପ୍ରସଙ୍ଗ
ଭୁବନେଶ୍ବର: ସଂସଦରେ ବିଜେଡି ପୁଣି ଥରେ ଉଠାଇବ ସ୍ୱତନ୍ତ୍ର ପାହ୍ୟା ପ୍ରସଙ୍ଗ। ଏହା ସହ ଉଷୁନା ଚାଉଳ ଉଠେଇବା, ଫନିରେ କ୍ଷତିଗ୍ରସ୍ତ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବା, ରେଳବାଇ କ୍ଷେତ୍ରରେ ଅବହେଳା, କୋଇଲା ରୟାଲଟି ଆଦି ପ୍ରସଙ୍ଗ ବିଜୁ ଜନତା ଦଳ ଉଠେଇବ। ୧୮!-->…
Read More...
Read More...
ରାଷ୍ଟ୍ରପତି ନିର୍ବାଚନ ପାଇଁ ପହଁଞ୍ଚିଲା ବାଲାଟ ବକ୍ସ
ଭୁବନେଶ୍ବର; ଆସନ୍ତା ୧୮ ତାରିଖରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି ବାଲାଟ ବକ୍ସ। ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ ଭୁବନେଶ୍ୱର ବିମାନବନ୍ଦରରୁ ବିଧାନସଭାକୁ ଅଣାଯାଇଥିଲା। ନିର୍ବାଚନ!-->…
Read More...
Read More...