Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ
Browsing Category
ରାଜନୀତି
ଅକ୍ଟୋବର ୭ରୁ ହବିଷ ବ୍ରତ: ଖୁବଶୀଘ୍ର ଆରମ୍ଭ ହେବ ଅନ୍ଲାଇନ ପଞ୍ଜୀକରଣ
ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ହବିଷ୍ୟାଳୀମାନେ ମାସେ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ!-->…
Read More...
Read More...
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ତେଲେଙ୍ଗାନା: ତେଲେଙ୍ଗାନାର ବିଧାୟିକା କେ କବିତାଙ୍କୁ ଦଳରୁ ନିଲମ୍ବିତ କରାଯିବାର ଗୋଟିଏ ଦିନ ପରେ ବୁଧବାର ସେ ଭାରତ ରାଷ୍ଟ୍ର ସମିତି (BRS)ରୁ ଇସ୍ତଫା ଦେବା ଘୋଷଣା କରିଛନ୍ତି। ଦଳବିରୋଧୀ କାର୍ଯ୍ୟ ଯୋଗୁ ଗତକାଲି ବାପା ତଥା ଭାରତ ରାଷ୍ଟ୍ର ସମିତି ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ ତାଙ୍କୁ!-->…
Read More...
Read More...
ବିଧାନସଭାରେ ପେନସନ ପାଇଁ ଆବେଦନ କଲେ ଜଗଦୀପ ଧନଖଡ଼
ରାଜସ୍ଥାନ: ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଜୁଲାଇ ୨୨ରେ ତାଙ୍କ ପଦରୁ ଇସ୍ତଫା ଦେଇ ଚର୍ଚ୍ଚାରେ ଥିଲେ। ସେ ତାଙ୍କ ଇସ୍ତଫା ପଛରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇଥିଲେ। ଏବେ ସୂଚନା ମିଳିଛି ଯେ ଜଗଦୀପ ଧନଖଡ ରାଜସ୍ଥାନ ବିଧାନସଭାରେ ପେନସନ ପାଇଁ ଆବେଦନ କରିଛନ୍ତି। ସେ ୧୯୯୩ମସିହାରେ!-->…
Read More...
Read More...
ରାଜ୍ୟରେ ସାର ଅଭାବ; କେନ୍ଦ୍ର ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ବର: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ, ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲାରେ ସାର ସମସ୍ୟା ଉତ୍କଟ ହୋଇଛି। ଚାଷୀ କୂଳର ଏ ସମସ୍ୟା ନେଇ ଉଦ୍ବେଗ ପ୍ରକାଶ!-->…
Read More...
Read More...
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ Z+ ସୁରକ୍ଷା
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଏଣିକି Z+ ସୁରକ୍ଷା ଯୋଗାଇ ଦିଆଯିବ। ରେଖାଙ୍କ ଉପରେ ଆକ୍ରମଣ ହେବା ପରେ ପୁଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯିବ। ଦିଲ୍ଲୀ ପୁଲିସ ପକ୍ଷରୁ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ସୁରକ୍ଷାରେ ୪୦!-->…
Read More...
Read More...
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କୁ ତାଙ୍କ ରାଞ୍ଚି ବାସଭବନରେ ଗୃହବନ୍ଦି କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ସଦର ଡିଏସପି ଦ୍ୱାରା ନିଆଯାଇଛି । ରାଞ୍ଚିର କାଙ୍କେରେ ପ୍ରସ୍ତାବିତ ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (RIMS-2) ପାଇଁ!-->…
Read More...
Read More...
ସେପ୍ଟେମ୍ବର ୧୮ରୁ ବିଧାନସଭା ଅଧିବେଶନ
ଭୁବନେଶ୍ବର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ସେପ୍ଟେମ୍ବର ୨୫ ତାରିଖ ଯାଏଁ ଚାଲିବ। ଗୃହରେ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ!-->…
Read More...
Read More...
ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ
ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ। ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ପ୍ରଭାତ। ଅନାସ୍ଥା ପ୍ରସ୍ତାବ ଭୋଟିଂ ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ପ୍ରଭାତ। ସେ ବିଡିଓଙ୍କ ନିକଟରେ ତାଙ୍କର ଇସ୍ତଫା ପତ୍ର ଦାଖଲ କରିଛନ୍ତି।!-->…
Read More...
Read More...
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି. ସୁଦର୍ଶନ ରେଡ୍ଡୀ ହେଲେ ଉପ ରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ: ଆଜି ବିରୋଧୀ ଦଳ ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ଦଳ ପକ୍ଷରୁ ଜଷ୍ଟିସ ବି. ସୁଦର୍ଶନ ରେଡ୍ଡୀ ପ୍ରାର୍ଥୀ ହେବେ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କ ନାମ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ବିରୋଧୀ ଦଳ!-->…
Read More...
Read More...
ଚନ୍ଦ୍ରଭାଗାରେ ଗାଧୋଇବା ବେଳେ ଅଘଟଣ
ସମୁଦ୍ରରେ ବୁଡି ୩ ମୃତ
ପୁରୀ: ପୁରୀ ଜିଲା କୋଣାର୍କ ଚନ୍ଦ୍ରଭାଗା ସମୁଦ୍ରରେ ରବିବାର ଏକ ଅଘଟଣ ଘଟିଛି। ବଣଭୋଜି କରି ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ । ଉଚ୍ଚ ଜୁଆର ଯୋଗୁଁ ସମୁଦ୍ରରେ ବୁଡ଼ି ତିନିଜଣଙ୍କ ମୃତ୍ୟୁ। ମୃତକଙ୍କ ମଧ୍ୟରେ ୨ଜଣ ଯୁବକ ଭୁବନେଶ୍ବରର ହୋଇଥିବା ବେଳେ ଅନ୍ୟ ଜଣେ କଟକ!-->!-->!-->…
Read More...
Read More...