ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ
Browsing Category

ରାଜନୀତି

ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ; ଆଜିଠାରୁ ଆରମ୍ଭ ହୋଇଗଲା ସଂସଦର ଶୀତକାଳୀନ ଅଧିବେଶନ । ଆସନ୍ତା ୨୯ ତାରିଖ ଯାଏ ଚାଲିବ ଏହି ଅଧିବେଶନ । ଏହି ଅଧିବେଶନ କାଳରେ ମୋଟ ୧୭ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଏଥିରେ ବହୁ ଗୁରୁତ୍ବପୂର୍ଣ୍ଣ ବିଲ୍ ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ଚଳିତ ଅଧିବେଶନରେ ପ୍ରାୟ ୧୬ଟି
Read More...

ଗୁଜୁରାଟରେ ତ୍ରିକୋଣୀୟ ଲଢ଼େଇରେ କିଏ ଗଢ଼ିବ ସରକାର ?

ଅହମ୍ମଦାବାଦ: ଶେଷ ହୋଇଛି ଗୁଜୁରାଟ ବିଧାନସଭା ନିର୍ବାଚନ । ଦ୍ୱିତୀୟ ପର୍ଯ୍ୟାୟରେ ୯୩ ଆସନ ପାଇଁ ମତଦାନ ସାବ୍ୟସ୍ତ କରିଛନ୍ତି ଭୋଟର । ସନ୍ଧ୍ୟା ୫ଟା ସୁଦ୍ଧା ୫୯ ପ୍ରତିଶତ ମତଦାନ ହୋଇଛି । ୧୪ ଜିଲ୍ଲାର ୯୩ ଆସନ ପାଇଁ ୮୩୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି ଭୋଟର। ୯୩ ଆସନ
Read More...

ଆଜି ପଦମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ପଦମପୁର: ଆଜି ପଦମପୁର ମଇଦାନରେ ଖେଳିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡିର ନମ୍ବର ୱାନ ଷ୍ଟାର ପ୍ରଚାରକ ନବୀନ ପଟ୍ଟନାୟକ। ପଦମପୁର ଯାଇ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ନବୀନ। ୩ଟି ସ୍ଥାନରେ ନିର୍ବାଚନୀ ସଭାରେ
Read More...

ଆରମ୍ଭ ହୋଇଯାଇଛି ଗୁଜୁରାଟରେ ପ୍ରଥମ ପର୍ଯ୍ୟାୟ ମତଦାନ

ଗାନ୍ଧୀନଗର: ଆଜି ଗୁଜୁରାଟ ବିଧାନସଭାର ପ୍ରଥମ ପର୍ଯ୍ୟାୟ ମତଦାନ । ୮୯ ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୭୮୮ ଜଣ ପ୍ରାର୍ଥୀ। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । ୧୪ ହଜାର ୩୮୨ଟି ମତଦାନ କେନ୍ଦ୍ରରେ ନିଜର ମତ ସାବ୍ୟସ୍ତ କରିବେ ଜନତା । ପ୍ରଥମ
Read More...

ଆଜିଠୁ ଆରମ୍ଭ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆଜି ଠାରୁ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ। ୩୦ ଓ ୧ ତାରିଖ ଦୁଇ ଦିନ
Read More...

ପଦ୍ମପୁର ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ତିନି ପ୍ରମୁଖ ଦଳର ପ୍ରାର୍ଥୀ

ବରଗଡ; ଆସନ୍ତା ୫ରେ ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ ପଡ଼ିବାକୁ ଥିବା ବେଳେ ଆଜି ପ୍ରାର୍ଥୀପତ୍ର ଦାଖଲର ଥିଲା ଶେଷ ଦିନ। ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ତିନିଦଳର ପ୍ରାର୍ଥୀଙ୍କ ସହ ଅନ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ
Read More...

ହିମାଚଳ ପ୍ରଦେଶ ବିଧାନସଭା ଆସନ ପାଇଁ ଆଜି ପଡୁଛି ଭୋଟ

ନୂଆଦିଲ୍ଲୀ; ଆଜି ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପଡୁଛି ଭୋଟ । ସକାଳ ୮ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲୁ ରହିବ ମତଦାନ । ଏହି ପାହାଡି ରାଜ୍ୟରେ ୪୧୨ ପ୍ରାର୍ଥୀଙ୍କ ଭାଗ୍ୟ ସ୍ଥିର କରିବେ ୫୫ ଲକ୍ଷରୁ ଅଧିକ ଭୋଟର । ମୋଟ ୬୮ ବିଧାନସଭା ଆସନରେ ୭ହଜାର ୮୮୧ ମତଦାନ
Read More...

ମୁଲାୟମ ସିଂହଙ୍କ ଆସନରୁ ନିର୍ବାଚନ ଲଢ଼ିବେ ବୋହୂ ଡିମ୍ପଲ

ମୈନପୁରୀ; ମୈନପୁରୀ ଲୋକସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ସମାଜବାଦୀ ପାର୍ଟି । ଏଠାରୁ ନିର୍ବାଚନ ଲଢିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ପତ୍ନୀ ତଥା ପୂର୍ବତନ ସାଂସଦ ଡିମ୍ପଲ ଯାଦବ । ସମାଜବାଦୀ ଦଳର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ମୃତ୍ୟୁ ପରେ
Read More...

ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ଉତ୍ତର ଜାମନଗରରୁ ହେଲେ ପ୍ରାର୍ଥୀ

ନୂଆଦିଲ୍ଲୀ; ବିଜେପି କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀଙ୍କୁ ଉତ୍ତର ଜାମନଗରରୁ ପ୍ରାର୍ଥୀ କରିଛି। ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଯେଉଁ ତାଲିକାରେ ଭାରତୀୟ କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀଙ୍କ ନାଁ ରହିଛି । ଜାଡେଜାଙ୍କ ପତ୍ନୀ
Read More...

ବାଜି ମାରିନେଲା ବିଜେପି, ଧାମନଗରରେ ଫୁଟିଲା ପଦ୍ମ

ଭଦ୍ରକ; ଧାମନଗର ଉପନିର୍ବାଚନରେ ବାଜିମାତ୍ କଲା ବିଜେପି । ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ବିଜେପି ପ୍ରାର୍ଥୀ ସୁରଜ ସୂର୍ଯ୍ୟବଂଶୀ ପିନ୍ଧିଲେ ବିଜୟର ମୁକୁଟ । ୯ ହଜାର ୮୮୧ ଭୋଟରେ ବିଜେଡି ପ୍ରାର୍ଥୀ ଅବନ୍ତି ଦାସଙ୍କୁ ହରାଇଲେ ବିଜେପିର ସୁରଜ ସୂର୍ଯ୍ୟବଂଶୀ । ଧାମନଗରରେ ବିଜେପି ପୁଣି ନିଜ
Read More...