Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
ରାଜନୀତି
ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍ ନିଷ୍ପତ୍ତି ନେଇ ଅବଗତ କଲେ ନିରଞ୍ଜନ ପୂଜାରୀ । ରାୟଗଡା କାଶୀପୁରରେ ବୃହତ ପାନୀୟ ଜଳ ପ୍ରକଳ୍ପ ହେବ । ଆଇଟି ପଲିସି ୨୦୨୨କୁ ବ୍ୟାବିନେଟ୍!-->…
Read More...
Read More...
ଦ୍ରୌପଦୀଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ
କଟକ: ଆଜି ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ମତଦାନ ଚାଲିଥିବା ବେଳେ ଦଳୀୟ ପ୍ରାର୍ଥୀ ପରିବର୍ତ୍ତେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ଭୋଟ୍ ଦେଇଛନ୍ତି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ। କହିଛନ୍ତି, ପାର୍ଟି ନୁହେଁ, ମାଟି ବଡ଼। ତେଣୁ ନିଜ ବିବେକ କଥା ଶୁଣି, ନିଜ!-->…
Read More...
Read More...
ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ; ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ପଶ୍ଚିମବଙ୍ଗର ରାଜ୍ୟପାଳ ଥିବା ଜଗଦୀପଙ୍କୁ ପ୍ରାର୍ଥୀ କରିଛି ବିଜେପି। ଏନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସମିଟରେ ଘୋଷଣା କରିଛନ୍ତି।
ଆଜି ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ!-->!-->!-->…
Read More...
Read More...
ସଂସଦ ଅଧିବେଶନରେ ବିଜେଡି ଉଠେଇବ ସ୍ବତନ୍ତ୍ର ପାହ୍ୟା ପ୍ରସଙ୍ଗ
ଭୁବନେଶ୍ବର: ସଂସଦରେ ବିଜେଡି ପୁଣି ଥରେ ଉଠାଇବ ସ୍ୱତନ୍ତ୍ର ପାହ୍ୟା ପ୍ରସଙ୍ଗ। ଏହା ସହ ଉଷୁନା ଚାଉଳ ଉଠେଇବା, ଫନିରେ କ୍ଷତିଗ୍ରସ୍ତ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବା, ରେଳବାଇ କ୍ଷେତ୍ରରେ ଅବହେଳା, କୋଇଲା ରୟାଲଟି ଆଦି ପ୍ରସଙ୍ଗ ବିଜୁ ଜନତା ଦଳ ଉଠେଇବ। ୧୮!-->…
Read More...
Read More...
ରାଷ୍ଟ୍ରପତି ନିର୍ବାଚନ ପାଇଁ ପହଁଞ୍ଚିଲା ବାଲାଟ ବକ୍ସ
ଭୁବନେଶ୍ବର; ଆସନ୍ତା ୧୮ ତାରିଖରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି ବାଲାଟ ବକ୍ସ। ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ ଭୁବନେଶ୍ୱର ବିମାନବନ୍ଦରରୁ ବିଧାନସଭାକୁ ଅଣାଯାଇଥିଲା। ନିର୍ବାଚନ!-->…
Read More...
Read More...
ରାକ୍ଷୀର ମାନ ରଖିଲେ ନବୀନ
ଭୁବନେଶ୍ୱରର: ବିଧାନସଭା ସମ୍ମିଳନୀ କକ୍ଷରେ ବିଜେଡି ବିଧାୟକ ଓ ସାଂସଦଙ୍କ ସହ ଆଲୋଚନା କଲା ବେଳେ ଭାବବିହ୍ୱଳ ହୋଇପଡ଼ିଥିଲେ ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଇ ବୋଲି ସମ୍ବୋଧନ କରିବା ସହ ରାକ୍ଷୀର ପାଉଣା ମାଗିବା ପୂର୍ବରୁ ସେ!-->…
Read More...
Read More...
ବାଜି ମାରିନେଲେ ନବୀନ
ରାଷ୍ଟ୍ରପତି କସରତରେ ଚକ୍ମା ଦେଲା ବିଜେଡିନବୀନଙ୍କ କସରତ ଦେଖି ବିରୋଧୀ ତାଜୁବ୍
ନୂଆଦିଲ୍ଲୀ: ଆସନ୍ତା ୮ ତାରିଖ ଦିନ ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ। ସେ ନିଜ ପାଇଁ ଭୋଟ ପ୍ରଚାର କରିବା ଲାଗି ଆସୁଛନ୍ତି। ହେଲେ ଦ୍ରୌପଦୀ ସିନା ଔପଚାରିକତା ରକ୍ଷା!-->!-->!-->…
Read More...
Read More...
ଦିଲ୍ଲୀ ଗଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ଯାଇଛନ୍ତି। ଆଜି ସକାଳ ୯ଟା ୪୦ରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ଏମସିଏଲ୍ ଗେଷ୍ଟ ହାଉସ୍ରୁ ଜେଡ ପ୍ଲସ ସୁରକ୍ଷାରେ ଆଜି ସକାଳେ ବିମାନବନ୍ଦରରେ ପହଞ୍ଚିଥିଲେ ଦ୍ରୌପଦୀ ମୁର୍ମୁ ।!-->…
Read More...
Read More...
ଦ୍ରୌପଦୀ ମୁର୍ମୁ ହେଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ: ଦ୍ରୌପଦୀ ମୁର୍ମୁ ହେଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ। ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଜେପି ଦଳ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି। ତାଙ୍କର ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ!-->…
Read More...
Read More...
ନୂଆ ମନ୍ତ୍ରୀଙ୍କୁ ମିଳିଲା ନୂଆ ପିଏସ୍
ଭୁବନେଶ୍ୱର: ନୂଆ ମନ୍ତ୍ରୀ ଆସିବା ପରେ ତାଙ୍କ ବ୍ୟକ୍ତିଗତ ସଚିବ ମଧ୍ୟ ବଦଳିଛନ୍ତି। ଏଥିପାଇଁ ପ୍ରାଶାସନିକ ସ୍ତରରେ ବଦଳି ହୋଇଛି । ଏବେ ନୂଆ ମନ୍ତ୍ରୀଙ୍କ ନୂଆ ପିଏସ୍ ରହିବେ । ଅନୁସୂଚିତ ଜାତି ଓ ଜନଜାତି ବିଭାଗ ତଥା ପଛୁଆବର୍ଗ ବିକାଶ ବିଭାଗ ମନ୍ତ୍ରୀଙ୍କ ନୂଆ ପିଏସ୍ ହୋଇଛନ୍ତି ଅରୂପ!-->…
Read More...
Read More...