ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ରାଜନୀତି

ପ୍ରଶାନ୍ତଙ୍କୁ ବର୍ଷେ ନିର୍ବାଚନମଣ୍ଡଳୀ ମନା

ଜାମିନ ଦେଲେ; ବଡ କଟକଣା ଲଗାଇଲେ ସୁପ୍ରିମକୋର୍ଟବିଧାୟକଙ୍କ ଜାମିନକୁ ବିରୋଧ କରିିଥିଲେ ରାଜ୍ୟ ସରକାରବାଣପୁରରେ ଗାଡି ମଡାଇ ହତ୍ୟା ଉଦ୍ୟମ ଭଳି ଅଭିଯୋଗ ଥିଲା ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବର୍ଷେ ଯାଏ ନିଜ ନିର୍ବାଚନମଣ୍ଡଳୀକୁ ଯାଇପାରିବେ ନାହିଁ। ଯଦି ଯାଆନ୍ତି,…
Read More...

ପ୍ରଥମ ଅଭିଭାଷଣରେ କ’ଣ କହିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜୁହାର!ନମସ୍କାର !ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବି ନିମନ୍ତେ ମତେ ନିର୍ବାଚିତ କରିଥିବାରୁ ମୁଁ ସମସ୍ତ ସଂସଦ ଓ ବିଧାନସଭା ସଦସ୍ୟଙ୍କୁ ମୋର ହାର୍ଦ୍ଦିକ କୃତଜ୍ଞତା ଜଣାଉଛି। ଆପଣମାନଙ୍କ ଭୋଟ୍ ଦେଶର କୋଟି କୋଟି ନାଗରିକଙ୍କ ବିଶ୍ୱାସର ଅଭିବ୍ୟକ୍ତି। ଏହି ପବିତ୍ର ସଂସଦରୁ ମୁଁ ବିନମ୍ରତାର…
Read More...

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର; ରାଷ୍ଟ୍ରପତି ଭାବେ ନିର୍ବାଚିତ ପରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦ୍ରୌପଦୀ ମୁର୍ମୁଙ୍କ ସହ ଫୋନରେ କଥା ହୋଇ ଓଡିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇଲେ । ଜୁଲାଇ ୨୫ରେ ଦ୍ରୌପଦୀ ମୁର୍ମୁ ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେବେ । ଶପଥ ଗ୍ରହଣ…
Read More...

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍ ନିଷ୍ପତ୍ତି ନେଇ ଅବଗତ କଲେ ନିରଞ୍ଜନ ପୂଜାରୀ । ରାୟଗଡା କାଶୀପୁରରେ ବୃହତ ପାନୀୟ ଜଳ ପ୍ରକଳ୍ପ ହେବ । ଆଇଟି ପଲିସି ୨୦୨୨କୁ ବ୍ୟାବିନେଟ୍…
Read More...

ଦ୍ରୌପଦୀଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ

କଟକ: ଆଜି ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ମତଦାନ ଚାଲିଥିବା ବେଳେ ଦଳୀୟ ପ୍ରାର୍ଥୀ ପରିବର୍ତ୍ତେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ଭୋଟ୍ ଦେଇଛନ୍ତି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ। କହିଛନ୍ତି, ପାର୍ଟି ନୁହେଁ, ମାଟି ବଡ଼। ତେଣୁ ନିଜ ବିବେକ କଥା ଶୁଣି, ନିଜ…
Read More...

ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ; ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ପଶ୍ଚିମବଙ୍ଗର ରାଜ୍ୟପାଳ ଥିବା ଜଗଦୀପଙ୍କୁ ପ୍ରାର୍ଥୀ କରିଛି ବିଜେପି। ଏନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସମିଟରେ ଘୋଷଣା କରିଛନ୍ତି। ଆଜି ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ…
Read More...

ସଂସଦ ଅଧିବେଶନରେ ବିଜେଡି ଉଠେଇବ ସ୍ବତନ୍ତ୍ର ପାହ୍ୟା ପ୍ରସଙ୍ଗ

ଭୁବନେଶ୍ବର: ସଂସଦରେ ବିଜେଡି ପୁଣି ଥରେ ଉଠାଇବ ସ୍ୱତନ୍ତ୍ର ପାହ୍ୟା ପ୍ରସଙ୍ଗ। ଏହା ସହ ଉଷୁନା ଚାଉଳ ଉଠେଇବା, ଫନିରେ କ୍ଷତିଗ୍ରସ୍ତ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବା, ରେଳବାଇ କ୍ଷେତ୍ରରେ ଅବହେଳା, କୋଇଲା ରୟାଲଟି ଆଦି ପ୍ରସଙ୍ଗ ବିଜୁ ଜନତା ଦଳ ଉଠେଇବ। ୧୮…
Read More...

ରାଷ୍ଟ୍ରପତି ନିର୍ବାଚନ ପାଇଁ ପହଁଞ୍ଚିଲା ବାଲାଟ ବକ୍ସ

ଭୁବନେଶ୍ବର; ଆସନ୍ତା ୧୮ ତାରିଖରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି ବାଲାଟ ବକ୍ସ। ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ ଭୁବନେଶ୍ୱର ବିମାନବନ୍ଦରରୁ ବିଧାନସଭାକୁ ଅଣାଯାଇଥିଲା। ନିର୍ବାଚନ…
Read More...

ରାକ୍ଷୀର ମାନ ରଖିଲେ ନବୀନ

ଭୁବନେଶ୍ୱରର: ବିଧାନସଭା ସମ୍ମିଳନୀ କକ୍ଷରେ ବିଜେଡି ବିଧାୟକ ଓ ସାଂସଦଙ୍କ ସହ ଆଲୋଚନା କଲା ବେଳେ ଭାବବିହ୍ୱଳ ହୋଇପଡ଼ିଥିଲେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଇ ବୋଲି ସମ୍ବୋଧନ କରିବା ସହ ରାକ୍ଷୀର ପାଉଣା ମାଗିବା ପୂର୍ବରୁ ସେ…
Read More...

ବାଜି ମାରିନେଲେ ନବୀନ

ରାଷ୍ଟ୍ରପତି କସରତରେ ଚକ୍‌ମା ଦେଲା ବିଜେଡିନବୀନଙ୍କ କସରତ ଦେଖି ବିରୋଧୀ ତାଜୁବ୍ ନୂଆଦିଲ୍ଲୀ: ଆସନ୍ତା ୮ ତାରିଖ ଦିନ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ। ସେ ନିଜ ପାଇଁ ଭୋଟ ପ୍ରଚାର କରିବା ଲାଗି ଆସୁଛନ୍ତି। ହେଲେ ଦ୍ରୌପଦୀ ସିନା ଔପଚାରିକତା ରକ୍ଷା…
Read More...