Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ରାଜନୀତି
ହାତ ଗୋଡ଼ ବନ୍ଧା ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର
ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ବିଭିନ୍ନ ଜାଗାରେ ରାଜନୀତି ହିଂସା ଦେଖିବାକୁ ମିଳିଛି ।କେଉଁଠି ବୋମାମାଡ଼ ତ କେଉଁଠି ଗୁଳିମାଡ଼ । କେଉଁଠି ବୁଥ ରିଗିଂ ତ ଆଉ କେଉଁଠି କିଏ କାହାକୁ ଆକ୍ରମଣ କଲାଣି । ନୂଆପଡ଼ା ଖଡିଆଳରେ ଗତକାଲିଠୁ ନିଖୋଜ ଥିବା ଜଣେ ସରପ ପ୍ରାର୍ଥୀଙ୍କ!-->…
Read More...
Read More...
ଭୋଟ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ, ମତଦାନ ବନ୍ଦ
ଆଜି ଦ୍ୱିତୀୟ ପର୍ଯ୍ୟାୟ ପ ।ୟତ ନିର୍ବାଚନ ଚାଲିଥିବା ବେଳେ ଜଗତସିଂହପୁର ଏକ ମତଦାନ କେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି । ଆଳିପିଙ୍ଗଳ ପଟଶରାରେ କିଛି ଦୁର୍ବୃତ୍ତ ଭୋଟ ବାକ୍ସ ଉଠାଇନେଇଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ପଟଶରା ୧ ନମ୍ବର ୨ ନମ୍ବର ବୁ୍ଥରେ ଉତ୍ତେଜନା ଦେଖାଦେଇଛି । ଫଳରେ!-->…
Read More...
Read More...
ବିବାଦ ଭିତରେ କୋଟିଆରେ ପଡୁଛି ଭୋଟ
ବିବାଦ ଭିତରେ କୋଟିଆରେ ପଡୁଛି ପଞ୍ଚାୟତ ଭୋଟ । କୋଟିଆ ଗ୍ରାମପୁଞ୍ଜରେ ପଞ୍ଚାୟତ ନିର୍ବାଚନକୁ ଭଣ୍ଡୁର କରିବାର ଆନ୍ଧ୍ରର ଷଡଯନ୍ତ୍ର ଭିତରେ ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ । ମତଦାନ ଆରମ୍ଭ ହୋଇଥିବାରୁ ଆଇନଶୃଙ୍ଖଳା ଦୃଷ୍ଟିରୁ ଆନ୍ଧ୍ର ସୀମାକୁ ସିଲ୍ କରିଛି ଓଡିଶା ପ୍ରଶାସନ । ମାଟି ଆଗ!-->…
Read More...
Read More...
ପଞ୍ଚାୟତ ଲଢେଇ: ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପଡୁଛି ଭୋଟ୍
ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି । ଦିନ ଗୋଟାଏ ଯାଏଁ ଭୋଟ ଗ୍ରହଣ ଚାଲିବ। ୩୦ଟି ଜିଲ୍ଲାର ୬୮ ବ୍ଲକର ୧୮୬ ଜିଲ୍ଲା ପରିଷଦ ଜୋନରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ୧୫୧୪ ପଞ୍ଚାୟତର ୨୦ ହଜାର ୪୩୫ ବୁଥରେ ଭୋଟ ଦେଇ!-->…
Read More...
Read More...
ହାରିବା ଭୟରେ ରକ୍ତମୁଖା ହେଉଛି ବିଜେପି: ସସ୍ମିତ
ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ ନିର୍ବାଚନୀ ହିଂସାକୁ ନେଇ ବିଜେପି ବିଜେଡି ଉପରେ ବର୍ଷିବା ପରେ କାଉଣ୍ଟର ଆଟାକ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । ହିଂସା ପଛରେ ବିଜେପିର ହାତ ଅଛି । ହାରିବା ଭୟରେ ବିଜେପି ଏପରି ଗୁଣ୍ଡାଗିରି କରୁଛି ବୋଲି କହିଛନ୍ତି ସସ୍ମିତ ପାତ୍ର । ସସ୍ମିତ!-->…
Read More...
Read More...
ବିଜେଡ଼ି କରିଛି ନିର୍ବାଚନୀ ହିଂସା: ବିଜେପି
ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ ବିଭିନ୍ନ ଅଞ୍ଚଳରୁ ହିଂସାର ଖବର ଆସିଥିଲା । ବୁଥରେ କେଉଁଠି ଦୁଇ ଗୋଷ୍ଠୀ ମୁହାଁମୁହିଁ ହେଲେଣି ତ ଆଉ କେଉଁଠି ଠେଙ୍ଗାରେ ପିଟାପିଟି ହେଲେଣି । କଣାସରେ ମଧ୍ୟ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ ଏସବୁ ଘଟଣା ପାଇଁ!-->…
Read More...
Read More...
ସାମ୍ବାଦିକଙ୍କୁ ମାଡ଼ ମାରି ବନ୍ଧା ହେଲେ
ପଞ୍ଚାୟତ ନିର୍ବାଚନ ସମ୍ପର୍କିତ ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ । ପୁରୀ କଣାସରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ୮ ଜଣଙ୍କୁ ଗିରଫ କରିଛି । ଅଭିଯୋଗ ଆଧାରରେ ବିଭିନ୍ନ ସ୍ଥାନରେ ଚଢାଉ କରି ପୁଲିସ ଏମାନଙ୍କୁ ଗିରଫ କରିଛି । ଗିରଫ!-->…
Read More...
Read More...
ପ୍ରଥମ ପର୍ଯ୍ୟାୟରେ ୬୦ ପ୍ରତିଶତରୁ ଅଧିକ ମତଦାନ
ସରିଛି ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ । ଦିନ ଗୋଟାଏ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । କାଁ ଭାଁ ଗଣ୍ଡଗୋଳ ଛାଡିଦେଲେ ଶାନ୍ତିଶୃଙ୍ଖଳାର ସହ ସରିଛି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ । ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା!-->…
Read More...
Read More...
ନିର୍ବାଚନ ପୂର୍ବରୁ ଆଖିବୁଜିଲେ ସରପଞ୍ଚ ପ୍ରାର୍ଥୀ, ବନ୍ଦ ରହିଲା ମତଦାନ
ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ ପଡୁଥିବା ବେଳେ ଆସିଛି ଦୁଃଖଦ ଖବର । ନିର୍ବାଚନ ପୂର୍ବରୁ ଆଖି ବୁଜିଲେ ସରପଞ୍ଚ ପ୍ରାର୍ଥୀ । ଫଳରେ ମତଦାନ ବନ୍ଦ ରହିଛି । କଟକ ସଦର ବ୍ଲକର ଯଶପଡା ପଞ୍ଚାୟତରେ ଏଭଳି ଦୁଃଖଦ ଘଟଣା ଘଟିଛି । କଟକ ସଦର ବ୍ଲକର ଯଶପଡ଼ା ପଞ୍ଚାୟତରେ!-->…
Read More...
Read More...
ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼
ରାଜ୍ୟରେ ଆଜି ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପଡୁଥିବା ବେଳେ ବିଭିନ୍ନ ସ୍ଥାନରୁ ଆସିଛି ହିଂସାର ଖବର । କେଉଁଠି ଗୁଳିମାଡ଼ ହୋଇଛି ତ କେଉଁଠି ବୋମାମାଡ଼ । ଆଉ କେଉଁଠି ମତଦାନ କେନ୍ଦ୍ରରେ ବଳପୂର୍ବକ ଭୋଟିଂକୁ ନେଇ ଉତେଜନା ଦେଖାଦେଇଛି । ସାଲେପୁର ଶିଶୁଆ ପଞ୍ଚାୟତର ସମିତି!-->…
Read More...
Read More...