ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ରାଜନୀତି

ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ୪ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର: ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡିର ୪ ପ୍ରାର୍ଥୀ। ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ୪ ପ୍ରାର୍ଥୀ ଆସି ନାମାଙ୍କନ ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ କରିଥିବା ୪ ପ୍ରାର୍ଥୀ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା…
Read More...

ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ଵର: ୪ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ପୁଣି ରାଜ୍ୟସଭାକୁ ଯିବେ ସସ୍ମିତ ପାତ୍ର। ସେହିପରି ଶ୍ରୀମତି ସୁଲତା ଦେଓ, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶି ବିଜେଡିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହି…
Read More...

ବିଜେପିର ରାଷ୍ଟ୍ରପତି ନିର୍ବାଚନ ଲୋଭ

ବିଜେଡିକୁ ଅସନ୍ତୁଷ୍ଟ କରିବନି, ପାଖରେ ରଖିବାକୁ ବାଧ୍ୟରାଷ୍ଟ୍ରପତି ନିର୍ବାଚନ ପାଇଁ ସଂଖ୍ୟା ହେଉନି, ନବୀନ ହିଁ ଭରସାକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବେ ଭରସା, ଶାହ ବି କଥା ହୋଇପାରନ୍ତିନୀତିଶ ଓ କେସିଆର୍ ବିଗିଡିଯିବା ପରେ ଭୀଷଣ ଚାପରେ ମୋଦୀ ଭୁବନେଶ୍ବର: ଧୀରେ ଧୀରେ ଏନଡିଏକୁ…
Read More...

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଧାନସଭା ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଜୁନ୍ ୨ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଆବଶ୍ୟକସ୍ଥଳେ ଜୁନ୍ ୧୩…
Read More...

ହାତ ଛାଡି ସାଇକେଲ ଚଢ଼ିଲେ ଶିବଲ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ରାଜନୀତିରେ ଆସିଲା ନୂଆ ମୋଡ। ହାତ ଛାଡି ସାଇକେଲରେ ବସିଲେ ବରିଷ୍ଠ କଂଗ୍ରେସ ନେତା କପିଲ ଶିବଲ। ସେ ସାଇକେଲରେ ବସି ଯିବେ ରାଜ୍ୟସଭା। କଂଗ୍ରେସର ପୂର୍ବତନ ବରିଷ୍ଠ ନେତା ତଥା ଆଇନଜୀବୀ କପିଲ ଶିବଲ ଆଜି ସମାଜବାଦୀ ପାର୍ଟିରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ…
Read More...

ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ। ଖାଲି ପଡ଼ିଥିବା ୩ଟି ଆସନ ପାଇଁ ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷଦିନ । …
Read More...

ଶରତ ପଟ୍ଟନାୟକ ନୂଆ ପିସିସି ସଭାପତି ନିଯୁକ୍ତ

ଭୁବନେଶ୍ବର: ରାଜ୍ୟ ପ୍ରଦେଶ କଂଗ୍ରେସ ସଭାପତିକୁ ନେଇ  ଦୀର୍ଘ ଦିନ ଧରି ଲାଗି ରହିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ନୂଆ ପିସିସି ସଭାପତି  ଭାବେ ଶରତ ପଟ୍ଟନାୟକ ନିଯୁକ୍ତ ହୋଇଛନ୍ତି। ଶରତ ପଟ୍ଟନାୟକଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। l…
Read More...

ଯୁଦ୍ଧ ପାଇଁ ଯୋଦ୍ଧା ପ୍ରସ୍ତୁତ

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାର ପାଇଁ ବିଜେଡି ପକ୍ଷରୁ ଆଗ ଧାଡ଼ିର ଯୋଦ୍ଧାଙ୍କ ନାମ ଘୋଷଣା ହୋଇଛି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ୪୦ଜଣିଆ ଟିମ୍ ତାଲିକା ପ୍ରକାଶ କରିଛି ଦଳ। ନିର୍ବାଚନ ମଇଦାନରେ ପ୍ରତିପକ୍ଷଙ୍କ ସହ ଲଢ଼ିବେ ଆଉ ଜିତିବାର ନଷ୍ପତ୍ତି ନେଇ ଆଗକୁ ବଢ଼ିଛି…
Read More...

ମାଣିକ ଶାହା ହେବେ ତ୍ରିପୁରାର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ତ୍ରିପୁରା ରାଜନୀତିରେ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବଙ୍କ ଇସ୍ତଫା ଦେଇଛନ୍ତି। ବିପ୍ଲବ ଦେବଙ୍କ ଇସ୍ତଫା ପରେ ଅନେକ ନାଁକୁ ନେଇ ଚର୍ଚ୍ଚା ଚାଲିଥିଲା , ଯେଉଁଥିରେ ମାଣିକ ଶାହାଙ୍କ ନାଁ ମଧ୍ୟ ସାମିଲ ଥିଲା । ଆଜି ରାଜ୍ୟ ବିଜେପି ବିଧାୟକ…
Read More...

ଜୁନ୍ ୧୩ରେ ହେବ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସୁବାସ ସିଂ ପଦ ଛାଡିବା ପରେ ହେବ ଉପନିର୍ବାଚନ । ଜୁନ୍ ୧୩ ତାରିଖରେ ହେବ ଉପନିର୍ବାଚନ । ମେ ୨୬ରେ ବିଧିବଦ୍ଧ ଭାବେ ପ୍ରକାଶ ପାଇବ ବିଜ୍ଞପ୍ତି । ଉପନିର୍ବାଚନ ପାଇଁ ମେ ୨୬ରୁ ଜୁନ୍ ୨ତାରିଖ ପର୍ଯ୍ୟନ୍ତ ଚାଲିବ…
Read More...