ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Browsing Category

ରାଜନୀତି

ଓଡିଶା ପରି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାର ଦେଖିବାକୁ ମିଳିବ ଓଡ଼ିଶା ମଡେଲ। ଓଡ଼ିଶା ବିଧାନସଭା ଭଳି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍। ଦିଲ୍ଲୀ ବିଧାନସଭାରେ ବ୍ୟବହାର ହେବ ‘ନେଭା’ ଆପ୍ଲିକେସନ। ଓଡ଼ିଶା ବିଧାନସଭାରେ ଡିଜିଟାଲ ଆସେମ୍ଲି ବା ‘ନେଭା’ ଆପ୍ଲିକେସନ କାର୍ଯ୍ୟକାରିତାକୁ ଷ୍ଟଡି
Read More...

ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଅବସରରେ ରାଜଧାନୀର ଶଙ୍ଖ ଭବନରେ ନାମାଙ୍କନ ଭରିଛନ୍ତି ନବୀନ। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି
Read More...

ଆସନ୍ତାକାଲି ନାମାଙ୍କନ ଭରିବେ ନବୀନ

ଭୁବନେଶ୍ବର: ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ୧୯ ତାରିଖରେ ଘୋଷଣା ହେବ
Read More...

ଭୁବନେଶ୍ୱରରେ ଅଖିଳେଶ ଯାଦବ

ଭୁବନେଶ୍ବର: ଭୁବନେଶ୍ବରରେ ସମାଜବାଦୀ ପାର୍ଟ ମୁଖ୍ୟ ଅଖିଳେଶ ଯାଦବ। ଭୁବନେଶ୍ବରରେ ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ପତ୍ନୀ ତଥା ସାଂସଦ ଡିମ୍ପଲ ଯାଦବଙ୍କ ସହ ଓଡିଶା ଆସିଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ
Read More...

ରାଜ୍ୟରେ ପୁଣି ହେବ ଉପନିର୍ବାଚନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର
Read More...

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ବର: ଭାରତ ସରକାରଙ୍କ ବହୁ ପ୍ରତିକ୍ଷୀତ ଏହି ଯୋଜନା ଓଡ଼ିଶାରେ ଲାଗୁ ହେବାକୁ ଯାଉଛି। କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ
Read More...

ଯାହାର ଯିବାର ଅଛି ସେ ବିଜେପିକୁ ପଳାନ୍ତୁ : ମୁନା ଖାନ୍‌

ଭୁବନେଶ୍ବର: ଓ୍ବକ୍‌ଫ ବିଲ୍‌କୁ ନେଇ ବିଜୁ ଜନତା ଦଳ(ବିଜେଡି)ରେ ଉଠିଥିବା ଝଡ଼ ଥମିବାର ନାଁ ନେଉନାହିଁ। କେଉଁ ପରିସ୍ଥିତିରେ ଦଳର ଭୋଟ୍ ଦୁଇଭାଗ ହୋଇଗଲା ତାହାକୁ ଗ୍ରହଣ କରିପାରୁନାହାନ୍ତି ବିଜେଡି ନେତା। ଏହାରି ମଧ୍ୟରେ ରାଜ୍ୟସଭା ଏମପି ମୁନା ଖାନ୍‌ ଭୁବନେଶ୍ୱରରେ ପହଂଚିଛନ୍ତି। ସେ ବିମାନ
Read More...

ମମତାଙ୍କୁ ସୁପ୍ରିମକୋର୍ଟ ଝଟକା: ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ରଦ୍ଦ ନିର୍ଦ୍ଦେଶ କାଏମ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା। ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ରଦ୍ଦ ନିର୍ଦ୍ଦେଶ କାଏମ ରଖିଛନ୍ତି ସୁପ୍ରିମକୋର୍ଟ। ଶିକ୍ଷକ ଏବଂ ଅଣଶିକ୍ଷକ ନିଯୁକ୍ତିରେ ଅନିୟମିତତା ଦର୍ଶାଇ କୋଲକାତା ହାଇକୋର୍ଟ ଏହାକୁ ରଦ୍ଦ
Read More...

ଲୋକସଭାରେ ଆଗତ ହେଲା ୱାକଫ୍ ବିଲ୍

ନୂଆଦିଲ୍ଲୀ: ଆଜି ଲୋକସଭାରେ ଆଗତ ହୋଇଛି ସଂଶୋଧିତ ଓ୍ବାକଫ୍ ବିଲ୍। ବିରୋଧୀଙ୍କ ତୀବ୍ର ବିରୋଧ ସତ୍ବେ ବାଚସ୍ପତି ଓମ୍ ବିର୍ଲା ଙ୍କ ଅନୁମତି କ୍ରମେ ଆଜି ସଂସଦରେ ସଂଶୋଧିତ ଓ୍ବାକଫ୍ ବିଲ୍ ଆଗତ କରିଛନ୍ତି ସଂସଦୀୟ ଓ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ।ବିଲ୍ ଉପସ୍ଥାପନ ହେବା ପରେ
Read More...

ଅନାସ୍ଥା ଭୋଟରେ ହାରିଗଲେ ବ୍ୟାସନଗର ପୌରାଧ୍ୟକ୍ଷା

ବ୍ୟାସନଗର: ଅନାସ୍ଥାରେ ହାରିଲେ ବ୍ୟାସନଗର ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ବିଜେଡି ପୌରାଧ୍ୟକ୍ଷାଙ୍କୁ ହରାଇଲେ ଖୋଦ୍ ବିଜେଡି କାଉନସିଲର୍। ଅନାସ୍ଥା ଭୋଟରେ ଶାସନ ଗାଦି ହରାଇ ବସିଲେ ବ୍ୟାସନଗର ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ପୌର କାର୍ଯ୍ୟାଳୟର
Read More...